ଆମ ଜିଲା ଖବର

ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦକଲେ ଗ୍ରାମବାସୀ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଏନ୍‌ଏଚ୍‌ ୪୯ରେ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ଅଙ୍କାବଙ୍କା ନିର୍ମାଣ କରାଯାଉଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇଛି।…

6 years ago

ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି କରି କଂଗ୍ରେସର ରାସ୍ତାରୋକୋ

ଗୁଣପୁର,୧୩।୧(ଡି.ଏନ୍‌ .ଏ.) : ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଗତ ୨୪ ତାରିଖରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଛକଠାରୁ କିଛି ଦୂରରେ ବାଇକ୍‌ ଦୁର୍ଘଟଣାରେ…

6 years ago

ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ

ପୁରୁଷୋତ୍ତମପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ…

6 years ago

ବନ୍ଦ କୋଠରିରୁ ଭାଉଜ, ଦିଅରଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର/ପାଟଣା,୧୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ନୂଆବନ୍ଧ ଗ୍ରାମର ଏକ ବନ୍ଦ ଘରୁ ସୋମବାର ସକାଳେ ଦୁଇ ଜଣଙ୍କ ମୃତଦେହ କବାଟ ଭାଙ୍ଗି ଉଦ୍ଧାର କରିଛି।…

6 years ago

ନକଲି ଜର୍ଦ୍ଦା କାରଖାନା ଉପରେ ଚଢ଼ାଉ: ୪ ଅଟକ

ଛତିଆ,୧୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ନିକଟ ବୈରୀ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରେ ନକଲି ଜର୍ଦ୍ଦା କାରଖାନା ଉପରେ ସୋମବାର ଚଢ଼ାଉ କରାଯାଇଛି। ଥାନା ଅଧିକାରୀଙ୍କ ନେତୃତ୍ୱରେ…

6 years ago

ପ୍ରତୀକ୍ଷା ପିନ୍ଧିଲେ ଗ୍ଲୋରିକୁଇନ ମୁକୁଟ

ପୁରୀ ଅଫିସ, ୧୩ା୧:ଦୀର୍ଘ ୭ଦିନ ପ୍ରତୀକ୍ଷାର ଅନ୍ତ ଘଟିଲା। ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଶେଷରେ ବାଜି ମାରିନେଲେ ପ୍ରତୀକ୍ଷା। ରାଉରକେଲା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ…

6 years ago

ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ

କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’।…

6 years ago

ପୁରୀରେ ଡଗ୍‌ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର

ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍‌ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ ଦେଖାଉଥିଲେ…

6 years ago

ମହିଳା ମାଛ ବ୍ୟବସାୟୀ: ଚିଲିକା ମାଛର କେନ୍ଦୁଝରରେ ଚାହିଦା

କେନ୍ଦୁଝର, ୧୩ା୧(ସ୍ବ.ପ୍ର.)- କେନ୍ଦୁଝର ସହରରେ ଚିଲିକା ମାଛର ଚାହିଦା ବଢୁଛି ା କମ୍‌ ଦାମ୍‌ରେ ଚିଲିକା ମାଛ ମିଳୁଥିବାରୁ କେନ୍ଦୁଝରବାସୀ ବେଶ୍‌ ଖୁସି ା ଚିଲିକାର ଚିଙ୍ଗୁଡ଼ି,…

6 years ago

ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ

ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି।…

6 years ago