ଆମ ଜିଲା ଖବର

ରାସ୍ତାରେ ଫାଟିଲା ସାଇକେଲ୍‌ ଚକା: ବିଳମ୍ବରେ ପହଞ୍ଚିବାରୁ ମାଟ୍ରିକ୍‌ ପରୀକ୍ଷା ଦେଇପାରିଲେନି ଛାତ୍ର

ଅମରପାଲି,୨୬।୨(ଡି.ଏନ୍‌.ଏ.): ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାରେ ସାମାନ୍ୟ ବିଳମ୍ବ ହେବାରୁ ଜଣେ ଛାତ୍ର ମାଟ୍ରିକ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର…

6 years ago

ଗଣିତରେ କପି କରି ଧରାପଡ଼ିଲେ ୬ ପରୀକ୍ଷାର୍ଥୀ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ଚଳିତବର୍ଷ ୧୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲୁରହିଛି। ବୁଧବାର ଗଣିତ ପରୀକ୍ଷାରେ କପି କରି କେନ୍ଦୁଝର ଓ ବାଲେଶ୍ୱର ସ୍କ୍ବାଡ…

6 years ago

ପୂର୍ବତନ ବିଧାୟକ ଅନାମଙ୍କୁ ଜାମିନ

କଟକ ଅଫିସ, ୨୬।୨: ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ବୁଧବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

6 years ago

ଛାଡିଲା ବର୍ଷା, ଆସୁଛି କୁହୁଡ଼ି: ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଦୁଇ ଦିନ ହେବ ଲାଗିରହିଥିବା ବର୍ଷା ଏବେ ଛାଡ଼ିଯାଇଛି। ଆଗକୁ କୁହୁଡ଼ି ଆସୁଛି। ଏ ନେଇ ବିଭିନ୍ନ ଜିଲା…

6 years ago

କାର୍ଯ୍ୟଦିବସରେ ପୋଷ୍ଟ ଅଫିସ ବନ୍ଦ, ନିରାଶରେ ଫେରିଲେ ଲୋକେ

ହାଟଡିହୀ,୨୬।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହାଟଡିହୀ ସବ୍‌ ପୋଷ୍ଟ ଅଫିସ ବୁଧବାର ବନ୍ଦ ରହିଛି। ଫଳରେ ବିଭିନ୍ନ କାର୍ଯ୍ୟରେ ଆସିଥିବା ଲୋକେ ନିରାଶ ହୋଇ ଫେରି…

6 years ago

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ରୋଗୀଙ୍କୁ ଭାରରେ ବୋହିଲେ ପରିବାର ଲୋକେ

ରାୟଗଡା ଅଫିସ, ୨୬।୨: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ଶାଲି ପଞ୍ଚାୟତ ଟାମକଶିଳା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ହେବାରୁ ରୋଗୀଙ୍କୁ…

6 years ago

ସୌନ୍ଦର୍ଯ୍ୟ ହରାଉଛି ଗୋପାଳବନ୍ଧ: ରକ୍ଷଣାବେକ୍ଷଣ ଲାଗି ଦାବି

ପୁରୁଷୋତ୍ତମପୁର,୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ମଧ୍ୟଭାଗରେ ଥିବା ଐତିହାସିକ ଗୋପାଳବନ୍ଧ ପୋଖରୀ ହୁଡ଼ାକୁ କେତେକ ବ୍ୟକ୍ତି ଜବରଦଖଲ କରିଛନ୍ତି। ଏଥିସହ ପୋଖରୀଟି ଅଳିଆ ଆବର୍ଜନାରେ ପୋତିହେବାକୁ…

6 years ago

ମହିଳାଙ୍କୁ ସ୍ବାବଲମ୍ବୀ ଲାଗି ସାପ୍ତାହିକ ହାଟ ଉଦ୍‌ଘାଟନ କଲେ ଜିଲାପାଳ

ମୁନିଗୁଡ଼ା,୨୬।୨(ଡି.ଏନ୍‌.ଏ.): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ମୁନିଖୋଲ ଗ୍ରାମପଞ୍ଚାୟତର ସ୍ବାବଲମ୍ବୀ ସାପ୍ତାହିକ ହାଟ ବୁଧବାର ଉଦ୍‌ଘାଟନ ହୋଇଛି। ଅଞ୍ଚଳର ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ଓଏଲ୍‌ଏମ୍‌…

6 years ago

ବାଲୁକାକଳାରେ ‘ଶାନ୍ତିର ବାର୍ତ୍ତା’ ଦେଲେ ସୁଦର୍ଶନ

ପୁରୀ ଅଫିସ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ହିଂସା ଉଗ୍ରରୂପ ଧାରଣ କରିଥିବା ବେଳେ ଏଥିରେ ୨୦ଜଣ ପ୍ରାଣ ହରାଇଛନ୍ତି। ଏଭଳି ପରିସ୍ଥିତିକୁ ନେଇ ବାଲୁକାଶିଳ୍ପୀ…

6 years ago

ଯୁକ୍ତ ଦୁଇ ବିଜ୍ଞାନ ପ୍ରାକ୍ଟିକାଲ ପରୀକ୍ଷାରୁ ବଞ୍ଚିତ ଛାତ୍ରୀଛାତ୍ର: ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଲେ

ପାଟଣା,୨୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣା ଅଧ୍ୟକ୍ଷାଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଯୁକ୍ତ ୨ ବିଜ୍ଞାନର ୫ ପରୀକ୍ଷାର୍ଥୀ ବୁଧବାର ପୂର୍ବାହ୍ନରୁ ଧାରଣାରେ ବସିଛନ୍ତି।…

6 years ago