ଆମ ଜିଲା ଖବର

ପରମହଂସ ସେତୁରେ ଲୁଟେରାଙ୍କ ଦୌରାତ୍ମ୍ୟ

କଟକସଦର,୧୨ା୧(ଡି.ଏନ୍‌.ଏ.): କାଠଯୋଡ଼ି ନଦୀର ପରମହଂସ ସେତୁରେ ରାତିରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ସନ୍ଧ୍ୟା ହେଲେ କେତେଜଣ ଯୁବକ ସେତୁ ଉପରେ ଆଡ୍ଡା ଜମାଉଛନ୍ତି।…

6 years ago

ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଘଟଣ: ରୋଗୀଙ୍କ ଉପରେ ପଡ଼ିଲା କଂକ୍ରିଟ୍‌ ଖଣ୍ଡ, ୩ ଆହତ

ନିମାପଡ଼ା,୧୨ା୧(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଚାରିଛକ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ମହିଳା ଓ୍ବାର୍ଡର ଛାତରୁ କଂକ୍ରିଟ୍‌ ଖଣ୍ଡ ଖସିପଡ଼ିବା ଯୋଗୁ ୨…

6 years ago

ନିଜ ମାତୃଭାଷା ସ୍ବର୍ଗଠାରୁ ମହାନ

ପୁରୀ ଅଫିସ, ୧୨ା୧: ଆଦିକବି ସାରଳା ଦାସ ସମ୍ମିଳନୀ ଅବସରରେ ଶ୍ରୀକ୍ଷେତ୍ରରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟାଳୟଠାରୁ ମାଉସୀମା ଛକ ପର୍ଯ୍ୟନ୍ତ ଏକ…

6 years ago

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ପାଣ୍ଠି: ଜଗନ୍ନାଥ ସେନା ପକ୍ଷରୁ ସିଂହଦ୍ୱାର ଥାନାରେ ଏତଲା

ପୁରୀ ଅଫିସ, ୧୨ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଣ୍ଠିକୁ ଏକ ଘରୋଇ ବ୍ୟାଙ୍କରେ ରଖାଯିବା ଘଟଣାକୁ ତୀବ୍ର ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଏ ନେଇ ଶନିବାର ସେନା…

6 years ago

ମହୋଦଧିରେ ସ୍ନାନ କରି ପ୍ରାୟଶ୍ଚିତ୍ତ କଲେ କଂସ: ମହାପ୍ରଭୁଙ୍କୁ କ୍ଷମା ମାଗିଲେ, ଶଙ୍କରାଚାର୍ଯ୍ୟଙ୍କ ଆଶୀର୍ବାଦ ନେଲେ

ପୁରୀ ଅଫିସ, ୧୨ା୧: ବରଗଡ଼ ଧନୁଯାତ୍ରା ଶୁକ୍ରବାର ଶେଷ ହୋଇଛି। ଏଥିରେ କଂସ ଭୂମିକାରେ ଅଭିନୟ କରିଥିବା ଭୁବନେଶ୍ୱର ପ୍ରଧାନ ଶନିବାର ପୁରୀ ଆସି ପବିତ୍ର ମହୋଦଧିରେ…

6 years ago

ଐତିହ୍ୟକୁ ଭୁଲିଲେ, ସଂସ୍କୃତି ହଜିଯିବ

ପୁରୀ ଅଫିସ,୧୨।୧ : ପ୍ରାଚୀନ କାଳରୁ ଶ୍ରୀକ୍ଷେତ୍ରର ନାମ ପୁରୁଷୋତ୍ତମ କ୍ଷେତ୍ର ବୋଲି ରହିଛି। ଏପରିକି ପୁରୀର ୪୨ଟି ନାମ ରହିଛି। ପ୍ରତ୍ୟେକ ନାମ ପଛରେ ଏକ…

6 years ago

ବିନା ପଞ୍ଜିକୃତ ସଫେଇ ଗାଡ଼ିରୁ ଜରିମାନା ଆଦାୟ

ପୁରୀ ଅଫିସ,୧୨ା୧: ବିନା ପଞ୍ଜୀକରଣରେ ଅଳିଆ ନେଉଥିବା ଏକ ସଫେଇ ଗାଡ଼ିରୁ ପୁରୀ ପୌରସଂସ୍ଥା ଏନଫୋର୍ସମେଣ୍ଟ ସ୍କ୍ବାଡ ଜରିମାନା ଆଦାୟ କରିଛି। ସହରକୁ ସ୍ବଚ୍ଛ ଓ ପରିଷ୍କାର…

6 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ: ଭଙ୍ଗାଗଲା ରମାମଣି ଲଜ୍‌

ପୁରୀ ଅଫିସ,୧୨ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜୋର୍‌ ଧରିଛି ଉଚ୍ଛେଦ ଅଭିଯାନ। ପ୍ରଶାସନ ପକ୍ଷରୁ ଶୁକ୍ରବାର ଉତ୍ତର ଏବଂ ପଶ୍ଚିମ ଦ୍ୱାର ନିକଟରେ ୬ଟି ଘରୋଇ ପ୍ଲଟ…

6 years ago

ଭାରତୀୟ ନୌସେନା ବିଭାଗ : ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍‌ ପରେଡ୍‌

ବାଲୁଗାଁ,୧୨।୧(ଡି.ଏନ୍‌.ଏ.): ଭାରତୀୟ ନୌସେନା ବିଭାଗ ଚିଲିକା ଶାଖା ତାଲିମ୍‌ କେନ୍ଦ୍ରରେ ଶନିବାର ୨୯୮୩ ପ୍ରଶିକ୍ଷାର୍ଥୀ ନାବିକଙ୍କ ପାସିଂଆଉଟ୍‌ ପରେଡ୍‌ ଅନୁଷ୍ଠିତ ହୋଇଯାଇଛି। ଏହାସହ ସେମାନଙ୍କୁ ସ୍ନାତକ ଉପାଧି…

6 years ago

ତଳେ ବସି ପ୍ରବେଶିକା ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ତେଲକୋଇ, ୧୨।୧(ଡି.ଏନ.ଏ.)-ତେଲକୋଇ ଉଚ୍ଚ ବିଦ୍ୟାଳୟରେ ଶନିବାର ବ୍ଲକସ୍ତରୀୟ ୫ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରବେଶିକା ପରୀକ୍ଷା ହୋଇଛି। ଏଥିରେ ବ୍ଲକର ୪୭୯ ଜଣ ଛାତ୍ରୀଛାତ୍ର ସାମିଲ ହୋଇଥିଲେ ୨୦୦ରୁ…

6 years ago