ଆମ ଜିଲା ଖବର

ଥାନାରେ ହେଲା ସମାଧାନ: ସ୍ଥାନାନ୍ତର ହେବ ଶିଶୁମନ୍ଦିର

ବନ୍ତଳା,୧୧।୧(ଡି.ଏନ.ଏ.) - ବନ୍ତଳା ଥାନା ପୋକତୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଦେଖାଦେଇଥିବା ଅସନ୍ତୋଷର ସମାଧାନ ଶୁକ୍ରବାର ବନ୍ତଳା ଥାନାରେ ହୋଇଛି। ଆସନ୍ତା ଜୁନ…

6 years ago

ଅନୁଗୋଳ ପୌରପାଳିକାରେ ଲାଗୁହେଲା ଏଫଏସ୍ଏମ୍ ନିୟମ: ଘରୋଇ ସଂସ୍ଥା ପଞ୍ଜୀକରଣ ନ କଲେ ଜରିମାନା

ଅନୁଗୋଳ ଅଫିସ, ୧୧।୧ - ଅନୁଗୋଳ ପୌରପାଳିକାରେ ଶୁକ୍ରବାର ଠାରୁ ଏଫ୍‌ଏସ୍‌ଏମ୍‌ ନିୟମ ଲାଗୁ ହୋଇଛି। ଏଥିସହ ଅନୁଗୋଳ ଜିଲାରେ ଥିବା ତାଳଚେର ପୌରପାଳିକା ଓ ଆଠମଲ୍ଲିକ…

6 years ago

ଛଟେଇ ଶ୍ରମିକଙ୍କୁ ପୁନଃ ନିଯୁକ୍ତି ଦାବି: ପିଆଇସିଟି ବର୍ଥ ଟର୍ମିନାଲ ସମ୍ମୁଖରେ ଧାରଣା

ପାରାଦୀପ,୧୧ା୧(ସ୍ବ.ପ୍ର.): ପାରାଦୀପ ବନ୍ଦରର ପିଆଇସିଟି ବର୍ଥ ଟର୍ମିନାଲ ସମ୍ମୁଖରେ ଶୁକ୍ରବାର ପାରାଦୀପ ପୋର୍ଟ ଆଣ୍ଡ ଡକ୍‌ ମଜଦୁର ୟୁନିୟନ ପକ୍ଷରୁ ଧାରଣା ଦିଆଯାଇଛି। ଉକ୍ତ ପ୍ରକଳ୍ପରେ କାମ…

6 years ago

ମହିଳାଙ୍କୁ ସ୍ବାବଲମ୍ବୀ କରିବାକୁ ଜେଏସ୍‌ଡବ୍ଲ୍ୟୁର ପ୍ରୟାସ

ପାରାଦୀପ, ୧୧ା୧ (ସ୍ବ.ପ୍ର.): ପାରାଦୀପଠାରେ ହେବାକୁ ଥିବା ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ କମ୍ପାନୀ ପକ୍ଷରୁ ଶୁକ୍ରବାର ଶିଳ୍ପ ପ୍ରଭାବିତ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାଙ୍କ ପାଇଁ…

6 years ago

ଉନ୍ନତି, ଉପକୃତଙ୍କ ସମ୍ପର୍କରେ ମାଗିଲେ ରିପୋର୍ଟ

ଅନୁଗୋଳ ଅଫିସ/କଣିହଁ।, ୧୧।୧ - ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଅନୁଗୋଳ ଗସ୍ତର ଦ୍ୱିତୀୟ ଦିନରେ ନିଜ…

6 years ago

ଜିଲା ସଂସ୍କୃତି ପରିଷଦର ସାଧାରଣ ପରିଷଦ ବୈଠକ: ଫେବୃୟାରୀ ୭ରୁ ଜିଲା ମହୋତ୍ସବ

ଅନୁଗୋଳ ଅଫିସ, ୧୧।୧ - ଅଷ୍ଟମ ଜିଲା ମହୋତ୍ସବ ପାଳନ ପାଇଁ ଜିଲା ସଂସ୍କୃତି ପରିଷଦର ସାଧାରଣ ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ ଅନୁଷ୍ଠିତ…

6 years ago

ରଣପୁର ଥାନାରେ ଦଲାଲ ସର୍ବେସର୍ବା, ଥାନାକୁ ଯିବାକୁ ଡରୁଛନ୍ତି ଲୋକେ: ଅଧିକାଂଶ ଘଟଣାରେ ରଖାଯାଉନି ଏତଲା

ରଣପୁର,୧୧ା୧ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଚାଲିଛି ଦଲାଲଙ୍କ ରାଜ୍‌। ସେମାନଙ୍କ ବିନା ସହଯୋଗରେ ନ୍ୟାୟ ମିଳୁନି। ଏ ନେଇ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅଭିଯୋଗ କଲେ…

6 years ago

ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ ଭଙ୍ଗ…

6 years ago

ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ, କାର ଜବତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ଥିବା ଏକ ବ୍ୟାଙ୍କର ଜଣେ ଗ୍ରାହକଙ୍କ ଆକାଉଣ୍ଟରୁ ଫୋନ ପେ ଆପ୍‌ ମାଧ୍ୟମରେ ଟଙ୍କା ଗାଏବ ଘଟଣାର ପୋଲିସ…

6 years ago

ନିଅଁ। ରେ ଚାଲିଲେ ମାନସିକଧାରୀ ଭକ୍ତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରର ଭୂୟାଁ ବସ୍ତର କୋଠି ଶାଳରେ ସବୁବର୍ଷ ପରି ଚଳିତବର୍ଷ ଠାକୁରାଣୀ ମା’ଙ୍କ ଓଷା ମହା ଆଡମ୍ବରରେ ପାଳିତ ହୋଇ…

6 years ago