ଆମ ଜିଲା ଖବର

ବ୍ରହ୍ମପୁର ବନଖଣ୍ଡରେ ୧୨, ୩୩୨ ପକ୍ଷୀ

ବ୍ରହ୍ମପୁର ଅଫିସ,୧୧ା୧-ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ପକ୍ଷୀ ଗଣନା ସରିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବଢ଼ିଛି। ବନଖଣ୍ଡ ଅନ୍ତର୍ଗତ ବ୍ରହ୍ମପୁର, ଦିଗପହଣ୍ଡି, ସାମନ୍ତିଆପଲ୍ଲୀ ଓ…

6 years ago

ଗଁ।ରେ ହାତୀ, ସହରରେ କର୍ମଚାରୀ

ଭଞ୍ଜନଗର,୧୧।୧(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଜଙ୍ଗଲ ନିକଟବର୍ତ୍ତୀ କେତେକ ଗ୍ରାମରେ ହାତୀ, ବାର୍‌ହା ଆତଙ୍କ ଦେଖାଦେଇଛି। ହାତୀ ଜଙ୍ଗଲରୁ ବାହାରି ଖଳାରେ ଥିବା ଚାଷୀଙ୍କ ଧାନ ଫସଲ…

6 years ago

ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ : ଥାନାରେ ଏତଲା ଦେବାକୁ ଡିଇଓଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୧ା୧- ଗଞ୍ଜାମ ଜିଲାରେ ପୁଣି ୯ ଜଣ ନକଲି ଶିକ୍ଷକ ଧରାପଡିଛନ୍ତି। ଏମାନେ ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ପ୍ରମାଣପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲାରେ…

6 years ago

ବାଳାଶ୍ରମରୁ ଅନ୍ତେବାସୀ ଫେରାର୍‌ ଘଟଣା: ଆଉ ୨ ନାବାଳିକା ଉଦ୍ଧାର, ମିଳିନି ୭ ଜଣଙ୍କ ପତ୍ତା

ବ୍ରହ୍ମପୁର ଅଫିସ,୧୧ା୧-ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ଗତ ୬ ତାରିଖରେ ଫେରାର୍‌ ହୋଇଯାଇଥିବା ୧୩ ନାବାଳିକାଙ୍କ ମଧ୍ୟରୁ ପୂର୍ବରୁ ୪ ଜଣ ଉଦ୍ଧାର ହୋଇଥିଲେ। ଶୁକ୍ରବାର ଆଉ…

6 years ago

ଜନଜାଗରଣ ପଦଯାତ୍ରାରେ କେନ୍ଦ୍ରମନ୍ତ୍ରୀ : ‘ବଳବତ୍ତର ରହିବ ସିଏଏ, ଉପକୃତ ହେବେ ସଂଖ୍ୟାଲଘୁ’

ବ୍ରହ୍ମପୁର ଅଫିସ,୧୧ା୧-ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ବାମପନ୍ଥୀ ଦଳ, କଂଗ୍ରେସ ଓ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଦେଶର ଅନ୍ୟମାନେ ସମର୍ଥନ କରୁଛନ୍ତି।…

6 years ago

ଜାଲଚାଷୀ ଠାବ ପରେ ଏବେ ଚିହ୍ନଟ ହେବେ ଭାଗଚାଷୀ

ଜୟପୁର,୧୧।୧(ଡି.ଏନ୍‌.ଏ.): ଜୟପୁର ବ୍ଲକ ଫାମ୍ପୁଣି ପଞ୍ଚାୟତରେ ଜାଲଚାଷୀ ଧରାପଡ଼ିବା ପରେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଜିଲାର ସମସ୍ତ ବ୍ଲକରେ ପ୍ରକୃତ ଭାଗଚାଷୀଙ୍କୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ…

6 years ago

ଭାରପ୍ରାପ୍ତଙ୍କ ମୁଣ୍ଡରେ ବ୍ଲକ ପ୍ରଶାସନ ଭାର

କୁନ୍ଦୁରା,୧୧ା୧(ଡି.ଏନ୍‌.ଏ.): କୋରାପୁଟ ଜିଲାର ଉପାନ୍ତ କୁନ୍ଦୁରା ବ୍ଲକରେ ନିଯୁକ୍ତ ପ୍ରଶାସନିକ ଅଧିକାରୀ ବଦଳି ପରେ ବଦଳି ହୋଇ ଯାଉଛନ୍ତି। ସେମାନଙ୍କ ସ୍ଥାନରେ ଭାରପ୍ରାପ୍ତ ଅଧିତ୍କାରୀଙ୍କୁ ଦାୟିତ୍ୱ ଦେଇ…

6 years ago

ଏୟାରଷ୍ଟ୍ରିପ୍‌ ସଂପ୍ରସାରଣ: ଦ୍ୱୀତିୟ ପର୍ଯ୍ୟାୟରେ ୪୨ କୋଟିର ଟେଣ୍ଡର ଆହ୍ବାନ

  ଜୟପୁର,୧୧ା୧(ଡି.ଏନ୍‌.ଏ.): କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ପକ୍ଷରୁ ଉଡାନ ଯୋଜନାରେ ଜୟପୁର ଏୟାରଷ୍ଟ୍ରିପ ସଂପ୍ରସାରଣ କାର୍ଯ୍ୟ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟରେ ଏଥିପାଇଁ ୪୨ କୋଟି…

6 years ago

ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ରହସ୍ୟ ପର୍ଦ୍ଦାଫାସ କରିବାରେ ପୋଲିସ ବିଫଳ: ୧୩ରେ କଂଗ୍ରେସର ରାସ୍ତାରୋକୋ

ଗୁଣପୁର,୧୧।୧(ଡି.ଏନ୍‌.ଏ)-ଗତ ୨୪ ତାରିଖ ରାତିରେ ବାଇକ୍‌ ଦୁର୍ଘଟଣାରେ ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ମୃତ୍ୟୁ ହୋଇଥିଲା ା ତାଙ୍କ ମୃତ୍ୟୁକୁ ପରିବାର ସଦସ୍ୟଙ୍କ ସହ…

6 years ago

ଆଧୁନିକତା ଭିତରେ ହଜି ଯାଉଛେ ପୁଷ୍‌ପୁନି

  ଭବାନୀପାଟଣା, ୧୧।୧ (ଡି.ଏନ.ଏ)- ନୂଅଁାଖାଇ ଲେଖେଁ ପୁଷ୍‌ପୁନି ବି ପଶ୍ଚିମ ଓଡ଼ିଶାର ଗୁଟେ ସିଘା ଆର କୃଷି ଭିତିକ୍‌ ପରବ୍‌। ଫିବଛର ପୁଷ୍‌ ମାସର ପୁନି…

6 years ago