ବ୍ରହ୍ମପୁର ଅଫିସ୍,୧୦ା୧- ଗୋଷାଣୀନୂଆଗଁା ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାକୁ ୭୨ ଘଣ୍ଟା ବିତିଥିଲେ ସୁଦ୍ଧା ଅଦ୍ୟାବିଧି ୯ ଜଣଙ୍କୁ ଉଦ୍ଧାର କରାଯାଇପାରିନାହିଁ। ବର୍ତ୍ତମାନ…
ଆସିକା,୧୦ା୧(ଡି.ଏନ୍.ଏ.): ଆସିକା ସମବାୟ ଚିନିଶିଳ୍ପରେ ଚଳିତବର୍ଷର ଆଖୁପେଡା ଲାଗି କାରଖାନା ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏପଟେ କାରଖାନା କର୍ତ୍ତୃପକ୍ଷ ଶ୍ରମିକମାନଙ୍କ ଦୀର୍ଘ ଦିନର ଦାବି ପ୍ରତି…
ବାସୁଦେବପୁର, ୧୦।୧(ଡି.ଏନ.ଏ.)- ଭଦ୍ରକ ଜିଲାର ବାସୁଦେବପୁର ଏକ ଐତିହ୍ୟ ସମ୍ପନ୍ନ ଅଞ୍ଚଳ। କଥିତ ଅଛି, ମଧ୍ୟଯୁଗରେ ବାସୁଦେବପୁର ଏକ ପ୍ରଗଣା ଭାବେ ଗଢ଼ି ଉଠିଥିଲା। ବର୍ତ୍ତମାନର ବାସୁଦେବପୁର…
ବାରିପଦା ଅଫିସ,୧୦ା୧- ବାରିପଦା ସହରସ୍ଥିତ ଶହୀଦ ସ୍ମୃତି ଭବନଠାରେ ୨୩ତମ ରାଜ୍ୟସ୍ତରୀୟ ଆନ୍ତଃ ମହାବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ଇଉଫୋରିଆ -୨୦୨୦ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟର ୨୮ଟି ଶିକ୍ଷାନୁଷ୍ଠାନର…
ରାଇରଙ୍ଗପୁର,୧୦ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଆଇଟିଡିଏ କାର୍ଯ୍ୟାଳୟର ପ୍ରକଳ୍ପ ପ୍ରଶାସକ (ପିଏ)ଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ମୟୂରଭଞ୍ଜ ଏମ୍ପି ଇଂ.ବିଶ୍ୱେଶ୍ୱର ଟୁଡୁ ଏବଂ ରାଇରଙ୍ଗପୁର ବିଧାୟକ…
ବାହାନଗା, ୧୦ା୧(ଡି.ଏନ.ଏ.)-ପାରିବାରିକ କଳହକୁ ନେଇ ଗତ ଡିସେମ୍ବର ୨୯ ତାରିଖରେ ଏକ ପରିବାରର ମା ଓ ଦୁଇ ଝିଅ ଉଭୟ ବିଷ ପିଇ ଆମତ୍ହତ୍ୟା ଉଦ୍ୟମ କରିଥିଲେ…
ରେମୁଣା, ୧୦ା୧(ଡି.ଏନ.ଏ.)-ବାଲେଶ୍ୱର ଶିଳ୍ପାଞ୍ଚଳ ଥାନା ଅଧୀନ ନୂଆଗଁାରେ ଘଟଣାର ପୁନରାବୃତ୍ତି ହୋଇଛି। ସେଠାରେ ଜାତୀୟ ରାଜପଥର ପ୍ରାୟ ୨ଶହ ମିଟର ଦୂରରେ ଥିବା ମୁକ୍ତା-୧ ଇଟାଭାଟିକୁ ବେଆଇନ…
ନବରଙ୍ଗପୁର,୯ା୧(ବି.ପ୍ର.)- ଜଙ୍ଗଲକୁ ଶାଳପତ୍ର ଓ ଦାନ୍ତ କାଠି ଆଣିବାକୁ ଜଣେ ବୃଦ୍ଧା ଯାଇଥିବା ବେଳେ ଭାଲୁ ହାବୁଡରେ ପଡିଥିଲେ। ଭାଲୁ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିଲା। ତେବେ…
ରୂପ୍ସା, ୯।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ରାଇସୁଆଁ ଗ୍ରାମର ଅଭିଯୁକ୍ତ ପ୍ରତାପ ଚନ୍ଦ୍ର ସାହୁଙ୍କୁ ଗୁରୁବାର ବସ୍ତା ଥାନା ପୋଲିସ ଗିରଫ କରିଛି। ପାରିବାରିକ କଳହ…
ସୋର, ୯ା୧(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ସୋର ମ୍ୟୁନିସିପାଲିଟି ଅନ୍ତର୍ଗତ ଖଣ୍ଡାସାହି ଗ୍ରାମରେ ଗୁରୁବାର ୫ଟି ସ୍ବୟଂସହାୟକ ଗୋଷ୍ଠୀର ୫୦ରୁ ଉର୍ଦ୍ଧ୍ୱ ମହିଳା ମଦ ବିରୋଧୀ ଆନ୍ଦୋଳନରେ ସାମିଲ ହୋଇ…