ଆମ ଜିଲା ଖବର

ମଧ୍ୟସ୍ଥ ଗିରଫ, ୧୦୦ ଗ୍ରାମ ସୁନା ଜବତ

ରାୟଗଡ଼ା ଅଫିସ,୯ା୧: ବିବାହ ପ୍ରସ୍ତାବ ବେଳେ ପୁଅଘର ଦେଇଥିବା ସୁନା ବିସ୍କୁଟକୁ ଫେରାଉ ନ ଥିଲେ ମଧ୍ୟସ୍ଥ। ଥାନାରେ ଏତଲା ପରେ ପୋଲିସ ତଦନ୍ତ କରି ମଧ୍ୟସ୍ଥଙ୍କୁ ଗିରଫ…

6 years ago

ଅନିୟମିତତା: କୂଅ ଖୋଳା ନାଁରେ ଲକ୍ଷାଧିକ ଟଙ୍କା ଚଳୁ

କୋଟପାଡ଼,୯ା୧(ଡି.ଏନ୍‌.ଏ.) କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତ ମକାପୁଟ ଗ୍ରାମରେ ଗଭୀର କୂପ ଖୋଳା ନ ଯାଇ ହିତାଧିକାରୀଙ୍କ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଜିଲାପାଳଙ୍କ ନିକଟରେ ଲିଖିତ…

6 years ago

୫-ଟି ପ୍ରଭାବ:ମାଲକାନଗିରି ବ୍ଲକ ସମନ୍ବିତ ଶିଶୁ ବିକାଶ ଅଧିକାରୀ ନିଲମ୍ବିତ

ମାଲକାନଗିରି,୯।୧ (ଡି.ଏନ୍‌.ଏ.)- ବୁଧବାର ମାଲକାନଗିରି ଜିଲାରେ ୫-ଟିର ପ୍ରଭାବ ଦେଖିବାକୁ ମିଳିଛି। ମାଲକାନଗିରି ସଦର ବ୍ଲକ ସମନ୍ବିତ ଶିଶୁ ବିକାଶ ଅଧିକାରୀ ବିପୁଳା ସରଦାରଙ୍କୁ ସରକାର କାର୍ଯ୍ୟରୁ…

6 years ago

ରାଜ୍ୟରେ ବନ୍ଦ ହେବ ଓଏସ୍‌ଟିଏଫ୍‌

କଟକ ଅଫିସ, ୯ା୧: ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍‌ଟିଏଫ୍‌) ବନ୍ଦ ହେବାକୁ ଯାଉଛି। ଫେବୃୟାରୀ ମାସ ଅଧାରୁ ଏହି ଯୋଜନାକୁ ବନ୍ଦ କରାଯିବ। ଓଏସ୍‌ଟିଏଫ୍‌କୁ ସାର୍ବଜନୀନ…

6 years ago

ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ଚମକିଲେ ସୋନାଲୀ

ଅନୁଗୋଳ ଅଫିସ, ୯।୧ - ଧୀରେ ଧୀରେ ବଢ଼ୁଥିବା ପ୍ରଦୂଷଣ ସମସ୍ୟାକୁ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ଉପରେ ସର୍ବଭାରତୀୟ ବିଜ୍ଞାନ ପ୍ରଦର୍ଶନୀରେ ନିଜ ପ୍ରକଳ୍ପ ପ୍ରଦର୍ଶନ…

6 years ago

ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ: ଲକ୍ଷ୍ୟ ସ୍ଥିରକରି ଅଗ୍ରସର ହେବାକୁ ପରାମର୍ଶ

ଅନୁଗୋଳ ଅଫିସ, ୯।୧ - ଅନୁଗୋଳ ଜିନ୍ଦଲ ନଗରସ୍ଥିତ ଓ.ପି. ଜିନ୍ଦଲ ସ୍କୁଲର ଦଶମ ବାର୍ଷିକ ଉତ୍ସବ ତାରୁଣ୍ୟମ ପାଳିତ ହୋଇଯାଇଛି। ଜେଏସ୍‌ପିଏଲ୍‌ ଓଡ଼ିଶା ମୁଖ୍ୟ ପରିଚାଳନା…

6 years ago

‘ଉନ୍ନତିମୂଳକ କାର୍ଯ୍ୟ କରିବାରେ ନାଲ୍‌କୋ ଆଗୁଆ’

ବଅଁରପାଳ,୯ା୧(ଡି.ଏନ.ଏ.) - ଅନୁଗୋଳ ଜିଲା ନାଲ୍‌କୋର ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ମିନା ବଜାର ପଡିଆଠାରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଇନ୍‌କମ ଟାକ୍ସ ପ୍ରିନ୍ସିପାଲ…

6 years ago

ଡିହଡୋଳ ଫରେଷ୍ଟ ସେକ୍ସନରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁ, ଭାଣିଜୀ ସମେତ ୩ ଗୁରୁତର

ପରଜଙ୍ଗ, ୯।୧(ଡି.ଏନ.ଏ.) - ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର…

6 years ago

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ ପୋଲିସ…

6 years ago

ଚାକିରି ଦେବା ନାଁରେ ନିର୍ଯାତନା

ଜଗତ୍‌ସିଂହପୁର ଅଫିସ୍‌, ୯।୧: ଭଲ କମ୍ପାନୀରେ ଚାକିରି କରାଇଦେବାକୁ କହି ଜଗତ୍‌ସିଂହପୁର ଥାନା ଅଳସୁଧା ଗ୍ରାମର ଦେବେନ୍ଦ୍ର ବେହେରାଙ୍କଠାରୁ ଜଣେ ବ୍ୟକ୍ତି ୫୦ ହଜାର ଟଙ୍କା, ସାର୍ଟିଫିକେଟ୍‌…

6 years ago