ନାଉଗଁ।, ୯।୧ (ସ୍ବ.ପ୍ର):ଚାକିରି କରାଇ ଦେବା ନଁ।ରେ ନାଉଗାଁ ବ୍ଲକ ନନ୍ଦୀ ଗ୍ରାମର ଜଣେ ଟ୍ୟୁଶନ ଶିକ୍ଷକ ଝିଅମାନଙ୍କୁ ନେଇ ପାରାଦୀପରେ ଦେହ ବ୍ୟବସାୟରେ ନିୟୋଜିତ କରିବା…
ପାରାଦୀପ,୯ା୧(ସ୍ବ.ପ୍ର.): ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପରେ ବାଲ୍ୟଶିକ୍ଷା ପାଇଁ ଉଦ୍ଦିଷ୍ଟ ଅଙ୍ଗନଓ୍ବାଡି କେନ୍ଦ୍ର ପରିଚାଳନା ନୀତି ଏକପ୍ରକାର ପ୍ରହସନ ପାଲଟିଛି। ୨୦୧୧ରୁ ପାରାଦୀପ ପୌରାଞ୍ଚଳର ୧୯…
ଫୁଲବାଣୀ ଅଫିସ, ୯ା୧-ନଦୀରେ ବୋମା ଫୁଟାଇ ମାଛ ଧରିବା ଯୁବକଙ୍କ ପାଇଁ କାଳ ହୋଇଛି। ହାତରେ ବୋମା ଫୁଟିଯିବାରୁ ପାପୁଲି ଉଡିଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଜିଲା…
ବ୍ରହ୍ମପୁର ଅଫିସ, ୯। ୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାର ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଛି। କିନ୍ତୁ ୯ ଜଣ ଏବେବି…
ଯାଜପୁର ଅଫିସ,୯ା୧: ଧର୍ମଶାଳା ବ୍ଲକ ସୁନ୍ଦରିଆ ପଞ୍ଚାୟତ ହରଦେଈପୁର ଗ୍ରାମରେ ଏକ ପାନୀୟ ଜଳ ପ୍ରକଳ୍ପ(ନଳକୂପ) ଖନନରେ ବ୍ୟାପକ ହେରାଫେରି ଅଭିଯୋଗ ଉପରେ ଗୁରୁବାର ଲୋକାୟୁକ୍ତରେ ଶୁଣାଣି…
ଯାଜପୁର ଅଫିସ,୯ା୧: କଳିଙ୍ଗନଗରସ୍ଥିତ ନୀଳାଚଳ ଇସ୍ପାତ ନିଗମ ଲିଃ (ଏନ୍ଆଇଏନ୍ଏଲ୍)ରେ ଥିବା ୬ଟି ଅଂଶୀଦାରଙ୍କ ପୁଞ୍ଜି ପ୍ରତ୍ୟାହାର ହେବ। ଏନେଇ ବୁଧବାର କେନ୍ଦ୍ର କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…
ଦାରିଙ୍ଗବାଡ଼ି,୯ା୧(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶୀତ ଉତ୍ସବ ବୁଧବାର ଉଦ୍ଘାଟିତ ହୋଇଯାଇଛି। ଏହାକୁ ଜଙ୍ଗଲ ଓ ପରିବେଶ ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ମୁଖ୍ୟ…
ଆସିକା,୯ା୧(ଡି.ଏନ୍.ଏ.): ଆସିକାର ବରିଷ୍ଠ କଂଗ୍ରେସ ନେତା, ବିଶିଷ୍ଟ ସମବାୟବିତ୍ ତଥା ପୂର୍ବତନ ବିଧାୟକ ରାଧାଗୋବିନ୍ଦ ସାହୁଙ୍କ (୯୩)ର ବୁଧବାର ସକାଳେ ପରଲୋକ ଘଟିଛି। ସେ ଭୁବନେଶ୍ୱର ନୟାପଲ୍ଲୀସ୍ଥିତ…
ରାଇରଙ୍ଗପୁର,୯ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅନ୍ତର୍ଗତ ପାଶନା ଗ୍ରାମରେ ମଙ୍ଗଳବାର ଏକ କାର୍ ଦୁର୍ଘଟଣାରେ ଜଣେ ବାଳକଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ…
କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର ସଂକ୍ରାନ୍ତିରେ…