ଆମ ଜିଲା ଖବର

୧୩ ଦିନ ପରେ ଭୀମକୁଣ୍ଡରୁ  ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ଠାକୁରମୁଣ୍ଡା,୯ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା  ଅଧୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡକୁ ବୁଲି ଆସି ପାଣିରେ ଭାସି ନିଖୋଜ ଥିବା ଯୁବକଙ୍କ ଗଳିତ ମୃତଦେହ ୧୩ ଦିନ ପରେ…

6 years ago

ବେଆଇନ ପଥର ବୋଝେଇ ୮ ଡମ୍ପର ଜବତ: ଆଦାୟ ହେଲା ୧.୪୪ ଲକ୍ଷ ଜରିମାନା

ଜଳେଶ୍ୱର, ୯।୧(ସ୍ବ.ପ୍ର.)-ବିଭିନ୍ନ ସମୟରେ ଜଳେଶ୍ୱର ତହସିଲ ଅଞ୍ଚଳରେ ବେଆଇନ ବୋଝେଇ ଟ୍ରକ୍‌ ଚଳାଚଳ କରୁଥିବା ବେଳେ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ହେଉ ନ ଥିବାରୁ ଅସନ୍ତୋଷ…

6 years ago

ଟ୍ରଲିରେ ବୁହାହେଲା ମୃତଦେହ

ଭଞ୍ଜନଗର,୮।୧(ଡି.ଏନ.ଏ)- ପୁଣି ମୃତଦେହକୁ ଅସମ୍ମାନ। ଗଞ୍ଜାମ ଜିଲା ଭଞ୍ଜନଗର ମେଡିକାଲରେ ଜଣେ ଯୁବତୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକେ ବୁଧବାର ଟ୍ରଲିରେ ବୋହି ନେଇଥିବା ଜଣାପଡିଛି।…

6 years ago

ରଙ୍ଗେଇଲୁଣ୍ଡା ବ୍ଲକ: ଚିହ୍ନଟ ହେଲେ ନକଲି ଶିକ୍ଷୟିତ୍ରୀ

ଗୋପାଳପୁର,୮।୧- ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ନାରାୟଣପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷୟିତ୍ରୀଙ୍କର ସିଟି ସାର୍ଟିଫିକେଟ ବୁଧବାର ଯାଞ୍ଚ ପରେ ନକଲି ଜଣାପଡିଛି। ଶିକ୍ଷୟିତ୍ରୀ ଜଣକ…

6 years ago

ଲୁହାପଥର ବୋଝେଇ ୨ଟ୍ରକ ଜବତ: ୧୫ ହଜାର ଟଙ୍କା, ୩ ମୋବାଇଲ ସହ ୩ ଗିରଫ

ବଡବିଲ, ୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ପୋଲିସ ବୁଧବାର ସକାଳେ ଏହି ଥାନା ଅଞ୍ଚଳ ଦେଇ ଚୋରାଚାଲାଣ ହେଉଥିବା ସାଇଜ ଲୁହାପଥର ବୋଝେଇ ୨ଟି ଟ୍ରକକୁ ଜବତ…

6 years ago

ଜାଲ୍‌ ଜାତିଗତ ପ୍ରମାଣପତ୍ର ଦେବା ଘଟଣା: କମ୍ପ୍ୟୁଟର ସେଣ୍ଟର ସିଲ୍‌, ମାଲିକ ଅଟକ

ବେଗୁନିଆପଡ଼ା,୮ା୧(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କ ଚାକିରି ନିମନ୍ତେ ଜାଲ୍‌ ଜାତିଗତ ପ୍ରମାଣପତ୍ର ପ୍ରସ୍ତୁତ କରିଥିବା କମ୍ପ୍ୟୁଟର ସେଣ୍ଟର ମାଲିକଙ୍କୁ ମଙ୍ଗଳବାରଠାରୁ ଅଟକ ରଖାଯାଇଛି। କୋଦଳା ତହସିଲଦାର ପ୍ରଭାତ କୁମାର…

6 years ago

ସ୍କୁଟି ଜାଳିଦେଲେ ଦୁର୍ବୃତ୍ତ

ପାଟପୁର,୮ା୧: ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଟିଗୁଡ଼ା ଗ୍ରାମର ପୀତବାସ ଗୌଡ଼ଙ୍କ ସ୍କୁଟିକୁ ସୋମବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ପୋଡି ଦେଇଥିବା ଅଭିଯୋଗ ହୋଇଛି। ପୀତବାସଙ୍କ ଏତଲା…

6 years ago

ଧାନ ଖଳାରେ ଦନ୍ତା ଦୌରାତ୍ମ୍ୟ: ଆକ୍ରମଣରେ ମାମୁଁ, ଭାଣିଜୀ ଗୁରୁତର

ପରଜଙ୍ଗ, ୮।୧(ଡି.ଏନ.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ପୁଣିଥରେ ହାତୀ ଦୌରାତ୍ମ୍ୟ ଦେଖାଦେଇଛି। ଜନବସତିକୁ ପଶି ଆସିଥିବା ଏକ ଦନ୍ତା ହିଂସ୍ର ଆଚରଣ…

6 years ago

ବାଙ୍ଗାଲୋରରୁ ଗିରଫ ନାବାଳିକା ଅପହରଣକାରୀ

ତିହିଡ଼ି, ୮।୧(ଡ.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ବିଲଣା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରିଥିବା ଯୁବକଙ୍କୁ ବୁଧବାର ପୋଲିସ ବାଙ୍ଗାଲୋରରୁ ଗିରଫ କରିଛି। ଏଥିସହ ଅପହୃତା…

6 years ago

ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ

ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍‌ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ…

6 years ago