ବ୍ରହ୍ମପୁର ଅଫିସ,୮।୧: ବିଭିନ୍ନ ଟ୍ରେଡ୍ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବୁଧବାର…
କେନ୍ଦୁଝର, ୮।୧(ସ୍ବ.ପ୍ର.)-କେନ୍ଦୁଝର ଟାଉନ ଥାନା ନରଣପୁର ଓଭରବ୍ରିଜ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନା…
ପାତ୍ରପୁର,୮ା୧(ଡି.ଏନ୍.ଏ.): ପ୍ରାୟ ୨୦୦ ବର୍ଷ ତଳର ଗାଁ। ଏଠାରେ ପୁରାତନ ସ୍କୁଲ, ଅଙ୍ଗନଓ୍ବାଡ଼ି କେନ୍ଦ୍ର, ପୋଖରୀ, ପକ୍କା ରାସ୍ତା, ପକ୍କା ଘର ଅଛି। ଓଡ଼ିଶା ସରକାରଙ୍କ ବିଭିନ୍ନ…
କଟକ ଅଫିସ, ୮।୧:ଲକ୍ଷେ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ୨୦୦୯ ବ୍ୟାଚ୍ର ଆଇଏଏସ୍ ଅଫିସର ବିଜୟ କେତନ ଉପାଧ୍ୟାୟ ଓ ୟେସ୍ ବ୍ୟାଙ୍କର…
ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ ରାମ…
ଖୋର୍ଦ୍ଧା ଅଫିସ/ବୋଲଗଡ,୮।୧(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବୋଲଗଡ ବ୍ଲକ ଆରିକମା ଗଁାର ଦୃଷ୍ଟବାଧିତ ଅନନ୍ତ କୁମାର ନାୟକ ଓଏଏସ୍ ପାଇଛନ୍ତି। ଜେନେରାଲ ର଼୍ୟାଙ୍କରେ କ୍ରମିକ ନଂ. ୧୩୦ ଥିବାବେଳେ…
ବ୍ରହ୍ମପୁର ଅଫିସ,୮ା୧-ଗୋଷାଣୀନୂଆଗଁା ଥାନାରେ ରୁଜୁ ହୋଇଥିବା ଏକ ଅପମୃତ୍ୟୁ ମାମଲା ଏବେ ହତ୍ୟା ମାମଲାରେ ରୂପାନ୍ତରିତ ହୋଇଛି। ପୋଲିସ ନଂ.୧/୨୦ରେ ମାମଲା ରୁଜୁୁ କରି ଘଟଣାର ଅନୁସନ୍ଧାନ…
କୁଜଙ୍ଗ,୮ା୧(ଡି.ଏନ.ଏ.):କୁଜଙ୍ଗ ଥାନା ଅଧୀନ ଅରଖିଆ ଗ୍ରାମରେ ଯୌତୁକ ଜନିତ ବଧୂହତ୍ୟା ହୋଇଥିବା ଅଭିଯୋଗ ହୋଇଛି। ଅଧିକ ଯୌତୁକ ନ ଆଣିବାରୁ ଗ୍ରାମର ସୁଦାମ ସେଠୀଙ୍କ ସ୍ତ୍ରୀ ପ୍ରଭାବତିଙ୍କୁ…
ଫୁଲବାଣୀ ଅଫିସ, ୮ା୧-ଫୁଲବାଣୀ ସହରରେ ଦୁଇ ଦିନ ହେଲା ଜନସ୍ବାସ୍ଥ୍ୟ ଉପବିଭାଗ ପକ୍ଷରୁ ଜଳ ଯୋଗାଣ ହେଉ ନ ଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧା…
ନାଉଗାଁ ,୮ା୧(ସ୍ବ.ପ୍ର.):ନାଉଗାଁ ବଜାରରେ ରହିଛି ୫୦୦ କେ.ଭି. ବିଶିଷ୍ଟ ବିଦ୍ୟୁତ୍ ଟ୍ରାନ୍ସଫର୍ମର। ଏହି ଟ୍ରାନ୍ସସଫର୍ମରରୁ ନାଉଗାଁ ବଜାର ସମେତ ଆଖପାଖ ଗ୍ରାମକୁ ବିଦ୍ୟୁତ୍ ସଂଯୋଗ କରାଯାଇଛି। ଟ୍ରାନ୍ସଫର୍ମରଟି…