ଆମ ଜିଲା ଖବର

ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ

ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି…

6 years ago

ନୀଳମାଧବ ପୀଠରେ ଦେବ ଦୀପାବଳି ଉତ୍ସବ

ଖଣ୍ଡପଡ଼ା,୨୮ା୧୧(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦେବ ଦୀପାବଳି ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏହି ଉତ୍ସବରେ ବହୁ ସଂଖ୍ୟକ…

6 years ago

ଜିଲା ପାଠାଗାରରେ ଅବ୍ୟବସ୍ଥା: ଆସୁଛନ୍ତି ହାତଗଣତି ପାଠକ

ନୟାଗଡ଼ ଅଫିସ,୨୮ା୧୧: ଜିଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିସରରେ ଥିବା ଜିଲା ପାଠାଗାର ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ଭିତ୍ତିଭୂମି ସୁଦୃଢ଼ ଥିବା ସତ୍ତ୍ୱେ ଆଶାତୀତ…

6 years ago

ପେସାଦାର ମତ୍ସ୍ୟଜୀବୀଙ୍କ ବିକ୍ଷୋଭ : ୨ଦିନ ହେଲା ଚିଲିକାରୁ ଘେରି ଉଚ୍ଛେଦ ବନ୍ଦ

କୃଷ୍ଣପ୍ରସାଦ,୨୮ା୧୧(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକାରେ ସୋମବାରଠାରୁ ଘେରି ଉଚ୍ଛେଦ ଆରମ୍ଭ ହୋଇଥିଲା। ପ୍ରଥମ ଦିନରେ ମାଲୁଦ ଅଞ୍ଚଳରୁ ଘେରି କଟାଯାଉଥିବା ବେଳେ ଚିଲିକା…

6 years ago

ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ପ୍ରାଣୀ ସହାୟକ କେନ୍ଦ୍ର :୪ ବର୍ଷ ଧରି ତାଲା ପଡିଛି କାର୍ଯ୍ୟାଳୟ

ଗଣିଆ,୨୮ା୧୧(ଡି.ଏନ.ଏ.): ଗଣିଆ ବ୍ଲକ ଛାମୁଣ୍ଡିଆଠାରେ ଥିବା ପ୍ରାଣୀ ସହାୟକ କେନ୍ଦ୍ରରେ ଗତ ୪ବର୍ଷ ଧରି କୌଣସି କର୍ମଚାରୀ ରହୁ ନ ଥିବା ଦେଖାଯାଇଛି। ପ୍ରାଣୀ ସହାୟକ କେନ୍ଦ୍ର…

6 years ago

୧୫୦ କେଜି ଗଞ୍ଜେଇ ଜବତ, ୪ଗିରଫ

ଚିତ୍ରକୋଣ୍ଡା,୨୭ା୧୧(ଡି.ଏନ.ଏ.): ଚିତ୍ରକୋଣ୍ଡା-ବାଲିମେଳା ଡ୍ୟାମ ନିକଟସ୍ଥ ମନ୍ତ୍ରୀପୁଟ ଛକଠାରେ ମଙ୍ଗଳବାର ରାତି ୧୧ଟାରେ ପାଟ୍ରୋଲିଂ କରୁଥିବା ଚିତ୍ରକୋଣ୍ଡା ପୋଲିସ ଚୋରାଚାଲାଣ ହେଉଥିବା ୧୫୦ କେଜି ଗଞ୍ଜେଇ ଜବତ କରିଛି।…

6 years ago

ଶ୍ରୀମନ୍ଦିରରେ ସରିଲା ଦେବ ଦୀପାବଳି ଉତ୍ସବ

ପୁରୀ ଅଫିସ, ୨୭ା୧୧: ଶ୍ରୀମନ୍ଦିରରେ ଶେଷ ହୋଇଛି ଦେବ ଦୀପାବଳି ଉତ୍ସବ। ବୁଧବାର ମାର୍ଗଶିର ଶୁକ୍ଲ ପ୍ରତିପଦା ତିଥିରେ ବସୁଦେବ ଓ ଦେବକୀ, ନନ୍ଦ ଓ ଯଶୋଦା,…

6 years ago

ଥମୁନି ଚାଷୀ ଅସନ୍ତୋଷ: ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌,୨୭।୧୧: ବରଗଡ଼ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୨ଦିନ ବିତି ଯାଇଛି । ତଥାପି ଧାନ କିଣାବିକା ସ୍ବାଭାବିକ ହୋଇପାରିନାହିଁ । ରାଜ୍ୟ ସରକାରଙ୍କ ଟୋକନ…

6 years ago

ପାଣି ଓ ପାଇଖାନା ନ ଥାଇ ଚାଲିଛି ଅଙ୍ଗନୱାଡି: ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ

ଚମ୍ପୁଆ, ୨୭ା୧୧(ଡି.ଏନ.ଏ.): ପ୍ରାକ ଶିକ୍ଷା ପ୍ରଦାନ କ୍ଷେତ୍ରରେ ଅଙ୍ଗନୱାଡି ଗୁଡିକରେ ସରକାରଙ୍କ ପକ୍ଷରୁ ସମସ୍ତ ମୌଳିକ ସୁବିଧା କରାଯାଇ ପିଲାମାନଙ୍କର ଭବିଷ୍ୟତ ଗଢାଯାଉଥିବା ବେଳେ ଚମ୍ପୁଆ ଏନଏସି…

6 years ago

ଥ୍ରେସର ମେଶିନ୍‌ରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ

ଯୋଡ଼ା ୨୭।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବ୍ରାହ୍ମଣିଡିହା ଗ୍ରାମରେ ମଙ୍ଗଳବାର ଧାନ ଅମଳ କରାଯାଉଥିବା ଥ୍ରେସର ମେସିନ୍‌ରେ ଚାପି ହୋଇ ଜଣେ ଶ୍ରମିକଙ୍କର ମୃତ୍ୟୁ…

6 years ago