ଆମ ଜିଲା ଖବର

 ସୀମାନ୍ତ ପରିଦର୍ଶନ କଲେ ପୂର୍ବାଞ୍ଚଳ ଆଇଜି

ବାରିପଦା ଅଫିସ, ୩୧ା୩- ଆସନ୍ତା ଏପ୍ରିଲ ୧୪ ପର୍ଯ୍ୟନ୍ତ ଲକଡାଉନକୁ କଡ଼ାକଡ଼ି ପାଳନ କରାଯିବା ସହିତ ସମସ୍ତ ରାଜ୍ୟ ଓ ଜିଲାର ସୀମାନ୍ତବର୍ତ୍ତୀ ସ୍ଥାନଗୁଡ଼ିକ ସିଲ୍‌ କରାଯାଇଛି।…

6 years ago

ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି ବାରିପଦାର ରାଜେନ୍ଦ୍ର: ଟୁଇଟ୍‌ କରି ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ, ୩୧ା୩- ବାରିପଦା ସହରର ତକତପୁର ଅଞ୍ଚଳର ରାଜେନ୍ଦ୍ର କବାଟଙ୍କ ପରିବାରବର୍ଗ ବିନା ପାରିଶ୍ରମିକରେ ମାସ୍କ ତିଆରି କରୁଛନ୍ତି। ଏନେଇ ମଙ୍ଗଳବାର ‘ଧରିତ୍ରୀ’ରେ ଖବର ପ୍ରକାଶ…

6 years ago

ଚାଲୁ ହେଲା ରୂପ୍‌ସା ଝୋଟ କାରଖାନା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍‌ସାସ୍ଥିତ ଜୟକିଶନ ଦାସ ସହ ଝୋଟ କାରଖାନା ମଙ୍ଗଳବାରଠାରୁ ଚାଲୁ କରାଯାଇଛି। କରୋନା କଟକଣା ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ…

6 years ago

ଲକ୍‌ଡାଉନ୍‌କୁ ନେଇ ଗୁଜବ ପ୍ରଚାର କରି ଯୁବକ ଗିରଫ

ବାଲେଶ୍ୱର ଅଫିସ, ୩୧।୩-ଲକ୍‌ଡାଉନ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ସବୁ ସକାଳ ୬ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ଏବଂ ବାଇକ୍‌ରେ ବାହାରେ ବୁଲୁଥିବା ବ୍ୟକ୍ତିଙ୍କ…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏଲ୍‌ଆଇସି ଫିଲ୍ଡ ୱାର୍କରଙ୍କ ଆର୍ଥତ୍କ ସାହାଯ୍ୟ

ସମ୍ବଲପୁର, ୩୧।୩ (ବ୍ୟୁରୋ)-ନ୍ୟାଶନାଲ ଫେଡେରେସନ ଅଫ୍‌ ଇନସ୍ୟୁରାନ୍ସ ଫିଲ୍ଡ ୱାର୍କର ଅଫ୍‌ ଇଣ୍ଡିଆ (ଏଲଆଇସି )ସମ୍ବଲପୁର ମଣ୍ଡଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ଦେଇଛନ୍ତି…

6 years ago

କରୋନା ମୁକାବିଲା ପାଇଁ ମାସ୍କ, ସାବୁନ ବଣ୍ଟନ

ସମ୍ବଲପୁର, ୩୧।୩ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ସମ୍ବଲପୁର ବିଭିନ୍ନ ଅନୁଷ୍ଠାନ ଗୁଡିକ ସହଯୋଗର ହାତ ବଢ଼ାଇଛନ୍ତି । ଗ୍ରାମାଞ୍ଚଳରେ ମଧ୍ୟ ଏହା ଦେଖିବାକୁ ମିଳିଛି ।…

6 years ago

ଅସହାୟ ଶ୍ରମିକ ପରିବାରକୁ ମିଳୁନି ଖାଦ୍ୟ

ବରଗଡ଼ ଅଫିସ୍‌,୩୧।୩-କରୋନା ପ୍ରତିହତ ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ ବିଭିନ୍ନ ସ୍ଥାନରେ ଲୋକେ ଫସି ରହିଛନ୍ତି । ତେବେ ଏଭଳି ସ୍ଥିତିରେ ମୁଖ୍ୟତଃ…

6 years ago

ଲକ୍‌ଡାଉନ୍‌ ଯୋଗୁ ଚାଷୀ ହତାଶ: ବିଲରେ ପଚୁଛି ପନିପରିବା, ଫୁଲ

ଭଞ୍ଜନଗର,୩୧।୩(ଡି.ଏନ.ଏ)- ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ସରକାର ଲକ୍‌ ଡ଼ାଉନ କଟକଣା ଜାରି କରିଛନ୍ତି। ଏହାଦ୍ୱାରା ଲୋକେ କାମଧନ୍ଦା ହରାଇଛନ୍ତି। ଅନ୍ୟ ରାଜ୍ୟରୁ ଆସି ଭଞ୍ଜନଗର ବ୍ଲକରେ ରହିଯାଇଥିବା…

6 years ago

କୋଭିଡ୍‌ ଫଣ୍ଡକୁ ଅଧ୍ୟକ୍ଷା ଦେଲେ ୩୦ ହଜାର

ଦିଗପହଣ୍ଡି,୩୧ା୩(ଡି.ଏନ.ଏ.)- ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଅଧ୍ୟକ୍ଷା ପ୍ରଣତି ପାତ୍ର ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ରିଲିଫ ପାଣ୍ଠିକୁ ୩୦ ହଜାର ଟଙ୍କା ଦାନ କରିଛନ୍ତି। ଅନ୍‌ଲାଇନ୍‌ରେ ସେ ଏହି ଅର୍ଥ…

6 years ago

ଖାଦ୍ୟର ମାନ ଯାଞ୍ଚ କଲେ ବିଧାୟକ

ବରଗଡ଼ ଅଫିସ୍‌,୩୧।୩-ବରଗଡ଼ ଜିଲା ଯୋଜନା କମିଟି ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ଦେବେଶ ଆଚାର୍ଯ୍ୟ ମଙ୍ଗଳବାର ଖଣ୍ଡହଥା ଜଗନ୍ନାଥ ହାଇସ୍କୁଲରେ କରୋନା ପ୍ରତିହତ ପାଇଁ ହୋଇଥିବା ଆଇସୋଲେଶନ…

6 years ago