ଆମ ଜିଲା ଖବର

ଓଲଟିଲା ବସ୍‌: ୮ ଆହତ

ଯାଜପୁର ଅଫିସ୍‌, ୭।୧: ଯାଜପୁର ଜିଲା ବରୀ ବ୍ଲକ ଅଧିନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ସକାଳ ୭ଟା ସମୟରେ ମା’…

6 years ago

ଭିତରକନିକା ଜାତୀୟ ଉଦ୍ୟାନ: ୧୯ରେ ଡଲଫିନ୍‌ ଗଣନା

ରାଜନଗର, ୭।୧ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକସ୍ଥିତ ଭିତରକନିକା ଜାତୀୟ ଉଦ୍ୟାନରେ ଆସନ୍ତା ୧୯ ତାରିଖରେ ଡଲଫିନ୍‌ ଗଣନା କରାଯିବ। ୧୮ ତାରିଖରେ ଡଲଫିନ ଗଣନା…

6 years ago

୩୧ରୁ ଭିତରକନିକା ମହୋତ୍ସବ

ରାଜନଗର, ୭।୧ (ଡି.ଏନ୍‌.ଏ.): ଚଳିତବର୍ଷଠାରୁ ଆରମ୍ଭ ହେଉଛି ଭିତରକନିକା ମହୋତ୍ସବ। ରାଜ୍ୟ ସରକାରଙ୍କ ଉଦ୍ୟମ କ୍ରମେ କେନ୍ଦ୍ରାପଡ଼ା ଜିଲା ରାଜନଗର-ଭିତରକନିକା ମୁଖ୍ୟରାସ୍ତାର ନଳିତାପାଟିଆଠାରେ ଏହି ମହୋତ୍ସବ ଅନୁଷ୍ଠିତ…

6 years ago

୫୦ ହଜାର ଟଙ୍କା ଲୁଟ୍‌

ରାଜନଗର, ୭।୧ (ଡି.ଏନ.ଏ.) : ରାଜନଗର ବଜାର ଉପରୁ ଜଣେ ବୃଦ୍ଧଙ୍କ ୫୦ ହଜାର ଟଙ୍କା ଦୁର୍ବୃତ୍ତମାନେ ଲୁଟି ନେଇଛନ୍ତି। ମହାକାଳପଡା ଥାନା ଅଧୀନ ଭୋପାଳ ଗ୍ରାମର…

6 years ago

ରାଜ୍ୟସ୍ତରୀୟ ପୁସ୍ତକ ମେଳା ଉଦ୍‌ଘାଟିତ: ସଂସ୍କୃତି ସମ୍ପନ୍ନ ପୁସ୍ତକ କାଳଜୟୀ

କେନ୍ଦ୍ରାପଡା ଅଫିସ, ୭।୧: ସହରର ମହିପାଳ ଟେଲିକମ୍‌ ଗ୍ରାଉଣ୍ଡଠାରେ କେନ୍ଦ୍ରାପଡ଼ା ଇଭେଣ୍ଟ ମ୍ୟାନେଜର୍ସ (କେମ୍‌) ଆୟୋଜନାରେ ଉନବିଂଶତମ ରାଜ୍ୟସ୍ତରୀୟ କେନ୍ଦ୍ରାପଡ଼ା ପୁସ୍ତକ ମେଳା ସୋମବାର ଉଦ୍‌ଘାଟିତ ହୋଇଯାଇଛି।…

6 years ago

ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ, ଶାଶୁ ଗୁରୁତର

ପରଜଙ୍ଗ, ୭।୧(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧୀନ ପଙ୍ଗାତିରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ହତ୍ୟାକାଣ୍ଡ ଘଟିଛି । ସ୍ବାମୀର ଟାଙ୍ଗିଆ…

6 years ago

ତୁଟୁନି ରାଘପୁର ଗ୍ରାମ ସମସ୍ୟା : ଜିଲାପାଳଙ୍କୁ ଭେଟି ଅଭିଯୋଗ କଲେ ଗ୍ରାମବାସୀ

କେନ୍ଦ୍ରାପଡ଼ା ଅଫିସ୍‌, ୭।୧: ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତ ରାଘପୁର ଗ୍ରାମବାସୀ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଗତ ଡିସେମ୍ବର ୧୯ ତାରିଖରେ ଅନଶନ କରିଥିଲେ। ପ୍ରଶାସନିକ…

6 years ago

ପିପିଏଲ ଜଳାଶୟରେ ୨୭ ହଜାରରୁ ଊର୍ଦ୍ଧ୍ୱ ପକ୍ଷୀ

ପାରାଦୀପ,୭ା୧(ସ୍ବ.ପ୍ର.): ପାରାଦୀପ ଫସ୍‌ପେଟ୍‌ସ ଲିମିଡେଟ୍‌(ପିପିଏଲ୍‌) ପରିସରରେ ଥିବା ୧୬ଟି ବୃହତ ଜଳାଶୟରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ଦେଶୀ-ବିଦେଶୀ ପକ୍ଷୀଙ୍କ ସମାଗମ ହୋଇଛି। ସୋମବାର ରାଜନଗର ବନଖଣ୍ଡ ପକ୍ଷରୁ…

6 years ago

ନିର୍ମାଣ ହେଉନି ସ୍ଥାୟୀ ପରିବା ହାଟ

କୁଜଙ୍ଗ,୭ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲାର ସର୍ବ ପୁରାତନ ସାପ୍ତାହିକ ହାଟ ହେଉଛି କୁଜଙ୍ଗ ହାଟ। ଏହାର ପରିଚାଳନା ଦାୟିତ୍ୱ ରାହାମା ନିୟନ୍ତ୍ରିତ ବଜାର କମିଟି ହାତରେ ରହିଛି। ମାତ୍ର…

6 years ago

ଜଗତ୍‌ସିଂହପୁର ଜିଲା ପ୍ରାଥମିକ ବିଦ୍ୟାଳୟ କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି

ଜଗତ୍‌ସିଂହପୁର ଅଫିସ, ୭ା୧: କେନ୍ଦ୍ର ଓ ରାଜ୍ୟ ସରକାର ବିଦ୍ୟାଳୟସ୍ତରରେ କ୍ରୀଡ଼ାର ବିକାଶ ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଏହି ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରୀଛାତ୍ରଙ୍କ ପାଇଁ…

6 years ago