ଆମ ଜିଲା ଖବର

ପୁରୀ ସହରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ପୁରୀ ଅଫିସ, ୧୧।୫: ପୁରୀ ସହରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇପଡ଼ିଛି। ଆକ୍ରାନ୍ତ ରହୁଥିବା ସମୂଦ୍ର କୂଳ…

6 years ago

ମହିଳାଙ୍କୁ ଆକ୍ରମଣ, ବେଆଇନ ମଦ କାରବାର ଅଭିଯୋଗ: ୩ ଅଭିଯୁକ୍ତ କୋର୍ଟଚାଲାଣ

ଲୋଇସିଂହା,୧୧।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଝରଣୀପାଲି ପଞ୍ଚାୟତ ପଥରମୁଣ୍ଡା ଗାଁର ଜଣେ ମହିଳାଙ୍କୁ ଆକ୍ରମଣ ଓ ବେଆଇନ ମନ କାରବାରରେ ସମ୍ପୃକ୍ତ ୩ ଜଣଙ୍କୁ…

6 years ago

ସରକାରଙ୍କ ୧୨ଘଣ୍ଟିଆ କାର୍ଯ୍ୟଦିବସ ବୃଦ୍ଧି ନେଇ ଏଆଇଟିୟୁସି ମୌନ ପ୍ରତିବାଦ

ବଡ଼ବିଲ,୧୧।୫(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ପକ୍ଷରୁ ଦୈନିକ ଶ୍ରମ ସମୟ ୮ଘଣ୍ଟାରୁ ୧୨ଘଣ୍ଟାକୁ ବୃଦ୍ଧି କରାଯାଇଛି। ଏହାକୁ କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଏଆଇଟିୟୁସି କାର୍ଯ୍ୟାଳୟ ସମ୍ମୁଖରେ ଶ୍ରମିକ ସଙ୍ଗଠନ…

6 years ago

ବାଦପଲ୍ଲୀ ସେବାଶ୍ରମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ୪୬ ସୁରଟ ଫେରନ୍ତା: ସମସ୍ତେ ସୁସ୍ଥ, ଆସନ୍ତା ୨୫ରେ ଘରକୁ ଫେରିବେ

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲାରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ଦିନକୁ ଦିନ ଦ୍ରୁତଗତିରେ ବଢ଼ିଚାଲିଛି। ବିଶେଷକରି ସୁରଟରୁ ପ୍ରବାସୀ ଓଡ଼ିଆମାନେ ଫେରିବା ପରେ ଏହି ସମସ୍ୟା ଦେଖାଦେଇଛି।…

6 years ago

ରାଜନଗରରେ ଆଉ ଜଣେ ପଜିଟିଭ ଚିହ୍ନଟ: କେନ୍ଦ୍ରାପଡ଼ା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୯ରେ

ରାଜନଗର, ୧୧।୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ସକାଳେ ୧୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ଜଣଙ୍କ…

6 years ago

ସଙ୍ଗରୋଧରେ ରହିଲେ ରଥ ନିର୍ମାଣକାରୀ: ୨ ଭକ୍ତ ନିବାସରେ ୧୪୮ ସେବକ

ପୁରୀ ଅଫିସ,୧୧।୫: ଜୁନ୍‌ ୨୩ରେ ରଥଯାତ୍ରା। ତେଣୁ କମ୍‌ ସମୟରେ କିପରି ରଥ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ହେବ ଓ ଧାର୍ଯ୍ୟ ସମୟ ମଧ୍ୟରେ କାମ ସରିବ…

6 years ago

ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ବ୍ରହ୍ମପୁର ଆମ୍ବ ମାର୍କେଟ

ବ୍ରହ୍ମପୁର ଅଫିସ,୧୧ା୫: ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ ଅଭିଯୋଗରେ ବ୍ରହ୍ମପୁର ମହାନଗର ନିଗମ ସୋମବାରଠାରୁ ଆମ୍ବ ମାର୍କେଟ୍‌କୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିଛି। ଗଞ୍ଜାମ ଜିଲାରେ…

6 years ago

ତାମିଲନାଡୁରୁ ବସ୍‌ରେ ଆସୁଥିଲେ ୩୦ ପ୍ରବାସୀ: ଓଏମ୍‌ପି ଛକରେ ଓହ୍ଲାଇପଡ଼ିଲେ

କଟକ ଅଫିସ,୧୧ା୫: ତାମିଲନାଡୁର କାଞ୍ଚିପୁରାମରୁ ୩୦ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଏକ ବସ୍‌ କଟକ ଦେଇ ଯାଉଥିଲା। ସୋମବାର ସକାଳେ ବସ୍‌ରୁ ୧୫ଜଣ ଯାତ୍ରୀ କଟକସ୍ଥିତ ଓଏମ୍‌ପି…

6 years ago

ପଲାସାରୁ ଚାଲିଚାଲି ପୁରୁଷୋତ୍ତମପୁରରେ ପହଞ୍ଚିଲେ ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକ

ପୁରୁଷୋତ୍ତମପୁର,୧୧ା୫(ଡି.ଏନ୍‌.ଏ.): କରୋନା ପ୍ରକୋପରୁ ସମସ୍ତେ ହାହାକାର ହୋଇ ପଡ଼ିଥିବା ବେଳେ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ନିଜ ଭିଟାମାଟିକୁ ଫେରିବା ଲାଗି…

6 years ago

ଗଞ୍ଜାମ ଜିଲାରେ ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଲା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ସୋମବାର ଗଞ୍ଜାମରୁ ପୁଣି ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ୧୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

6 years ago