ଆମ ଜିଲା ଖବର

ପଳାଶପଙ୍ଗା ବ୍ୟାଙ୍କ ଅଫ ଇଣ୍ଡିଆରୁ ଚୋରି

ରାଇସୁଆଁ, ୧୦ା୨ (ଡି.ଏନ.ଏ.)-କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ନିକଟ ଓସିଏଲା ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ରବିବାର ରାତିରେ ତାଲା ତାଡି ଲକ୍ଷାଧିକ ଟଙ୍କାର…

6 years ago

ଛାତ୍ରୀଙ୍କୁ କୃମିନାଶକ ବଟିକା ଖୁଆଇଲେ ଜିଲାପାଳ

ବାଲେଶ୍ୱର ଅଫିସ, ୧୦।୨-ବାଲେଶ୍ୱର ସହର ସ୍ଥାନୀୟ ମିଶନ ବାଳିକା ଉଚ୍ଚ ବିଦ୍ୟାଳୟରେ ଜିଲାସ୍ତରୀୟ ଜାତୀୟ କୃମିନାଶକ ଦିବସ ସୋମବାର ଉଦ୍‌ଘାଟିତ ହୋଇଯାଇଛି ା ଜିଲାପାଳ କେ. ସୁଦର୍ଶନ…

6 years ago

ସିଏଏ ସପକ୍ଷରେ ଶୋଭାଯାତ୍ରା

ବାଲେଶ୍ୱର ଅଫିସ,୧୦।୨: ବାଲେଶ୍ୱର ଅଟଳ ସ୍ମୃତି କମିଟି ପକ୍ଷରୁ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସପକ୍ଷରେ ସୋମବାର ଏକ ବିଶାଳ ଶୋଭାଯାତ୍ରା କରାଯାଇଛି। ଶୋଭାଯାତ୍ରା ଗୋପାଳଗାଁର ପ୍ରଜ୍ଞାଭାରତୀୟ…

6 years ago

ତାରାତାରିଣୀ ପୀଠର ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

ପୁରୁଷୋତ୍ତମପୁର,୧୦।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠର ବିକାଶ ଲାଗି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏ ସମ୍ପର୍କରେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ…

6 years ago

ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

ଚିତ୍ରକୋଣ୍ଡା,୧୦।୨(ଡି.ଏନ୍‌.ଏ.): ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା ସୋମବାର ସ୍ବାଭିମାନ ଅଞ୍ଚଳ ଗସ୍ତ କରିଛନ୍ତି। ସେ ବଡ଼ପଡାଠାରେ ଥିବା ସରକାରୀ ବାଳିକା…

6 years ago

କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ: ରକ୍ତ ନମୁନା ସଂଗ୍ରହ

ବଣାଇଁ,୧୦।୨(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର କୋଇଡ଼ା ଅଞ୍ଚଳରେ ବାର୍ଡ ଫ୍ଲୁ ଆତଙ୍କ ଦେଖାଦେଇଛି l ଗତ ୨୪ ଘଣ୍ଟା ମଧ୍ୟରେ କୋଇଡ଼ାର ଧୋବଲାବେଡା ଓ କୋଇଡ଼ାଠାରେ…

6 years ago

ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ପରିବାରକୁ ଭେଟିଲେ ରାଜ୍ୟ ଭାଜପାର ପ୍ରତିନିଧି ଦଳ

ମାର୍ଶାଘାଇ,୧୦।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ସୋମବାର ଉକ୍ତ ଗ୍ରାମରେ ରାଜ୍ୟ ଭାଜପାର…

6 years ago

ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ

ଯୋଡ଼ା,୧୦।୨(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ ଟାଟା…

6 years ago

ଫରେଷ୍ଟର ଶୋଭାକର ସିଂ ଗିରଫ ଘଟଣା: ବନ ବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କପ୍ତିପଦା,୧୦।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ବନ ବିଭାଗ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ କରି ଫରେଷ୍ଟର ଶୋଭାକର ସିଂଙ୍କୁ ଫେବୃୟାରୀ ୬ତାରିଖରେ ଗିରଫ କରିଥିଲା। ଏହି ଘଟଣାରେ ସୋମବାର…

6 years ago

ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ କଳାହାଣ୍ଡି ଜିଲାର ବିଭିନ୍ନ ସ୍କୁଲ ଗସ୍ତ: ଖରାପ ଶିକ୍ଷାଦାନ ପାଇଁ ୨ ଶିକ୍ଷକଙ୍କୁ ନୋଟିସ

ଭବାନୀପାଟଣା, ୧୦।୨(ଡି.ଏନ.ଏ.): ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କଳାହାଣ୍ଡିର ବିଭିନ୍ନ ସ୍କୁଲକୁ ଅଚାନକ ଗସ୍ତ କରଛନ୍ତି। ଇଂଲିଶ ଶିକ୍ଷାରେ ସ୍କୁଲଗୁଡିକ ପଛରେ ପଡିଯିବାକୁ ନେଇ…

6 years ago