ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର,୨୫।୩(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୂଚନା…

6 years ago

ଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସ

ପାଟଣା,୨୫।୩(ସ୍ବ.ପ୍ର.): ସାରା ବିଶ୍ୱ କରୋନା ଭାଇରସକୁ ନେଇ ଆତଙ୍କିତ ଥିବା ବେଳେ ସରକାର ଓଡ଼ିଶାର ସମସ୍ତ ଜିଲାକୁ ମଙ୍ଗଳବାରଠାରୁ ଲକ୍‌ଡାଉନ କରିଛନ୍ତି। ଘରଭିତରେ ରହିବାକୁ ପୋଲିସ, ପ୍ରଶାସନ…

6 years ago

ସ୍ବାସ୍ଥ୍ୟକାନ୍ଥରେ କରୋନା ସଚେତନତା: ଆଶା, ଅଙ୍ଗନଓ୍ବାଡି କର୍ମୀ ତତ୍ପର

ବିଜେପୁର, ୨୪।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସମଗ୍ର ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ବ୍ୟକ୍ତିଗତ ସଚେତନତା ହିଁ ଏହାକୁ ପ୍ରତିରୋଧ କରିପାରିବ। ତେଣୁ ସହରଠାରୁ ଗାଁ ପର୍ଯ୍ୟନ୍ତ ସମସ୍ତେ…

6 years ago

ପ୍ରଶାସନ ନିର୍ଦ୍ଦେଶକୁ ଅବମାନନା କରୁଛନ୍ତି ଉଠା ଦୋକାନୀ: ବିରକ୍ତି ପ୍ରକାଶ କଲେ ଜିଲାପାଳ

ଜଟଣୀ,୨୫।୩(ଡି.ଏନ୍‌.ଏ.): କରୋନା(କୋଭିଡ୍‌-୧୯) ଭାଇରସ୍‌ ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ରଖିବା ଉପରେ ଗୁରୁତ୍ୱ ଦିଆଯାଇଛି। ତେବେ ଜଟଣୀର କେତେକ ବଜାରରେ ବୁଧବାର ସକାଳେ ପ୍ରବଳ ଗହଳି ପରିଲକ୍ଷିତ…

6 years ago

ଗୁଣପୁରରେ ବାଇକ୍‌ ଚଳାଚଳ ଉପରେ ପ୍ରଶାସନର କଡ଼ା ନଜର

ଗୁଣପୁର, ୨୫।୩(ଡି.ଏନ୍‌.ଏ.): କରୋନା(କୋଭିଡ୍‌-୧୯) ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଏହାର ମୁକାବିଲା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ରାୟଗଡ଼ା…

6 years ago

ଚଢ଼ା ଦରରେ ସାମଗ୍ରୀ ବିକ୍ରି କରି ଦୋକାନୀ ଗିରଫ

ଝାରସୁଗୁଡ଼ା ଅଫିସ,୨୫।୩: କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ସକାଳ ୭ରୁ ୧୧ଟା ପର୍ଯ୍ୟନ୍ତ ବିକ୍ରୟ କରିବା…

6 years ago

ଲକ୍‌ଡାଉନ୍‌ ପ୍ରଭାବ: ଖୋର୍ଦ୍ଧା ସହରକୁ ସଂଯୋଗ କରୁଥିବା ଜାତୀୟ ରାଜପଥ ନାକାବନ୍ଦୀ

ଖୋର୍ଦ୍ଧା ଅଫିସ,୨୫।୩: କରୋନା(କୋଭିଡ୍‌-୧୯) ସଂକ୍ରମଣର ମୁକାବିଲା ଲାଗି ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ଏହାର ପ୍ରଭାବ ପଡ଼ିଥିବା ଦେଖିବାକୁ ମିଳୁଛି।…

6 years ago

ଫାଇନ୍‌ ଦେଲେ, ସଚେତନ ହେଲେ

ଚୌଦ୍ୱାର,୨୫ା୩ (ଡି.ଏନ୍‌.ଏ): କରୋନା ଭୂତାଣୁକୁ ପ୍ରତିରୋଧ କରିବା ପାଇଁ ସାରା ବିଶ୍ୱ ସଚେତନତା ଉପରେ ଗୁରୁତ୍ୱ ଦେଇଛି। ସେହିପରି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଆଗାମୀ…

6 years ago

କରୋନା ପାଇଁ ପଡ଼ିପାରୁନି ହାତଗଣ୍ଠି

ସମ୍ବଲପୁର, ୨୫। ୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ସମଗ୍ର ଦେଶବାସୀ ଭୟଭିତ। ଏହାର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି…

6 years ago

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ, ତେଲ,…

6 years ago