ବ୍ରହ୍ମପୁର ଅଫିସ,୩୦ା୧୨-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଫରେଷ୍ଟର କୈଳାସ ଚନ୍ଦ୍ର ସାହୁଙ୍କୁ ରବିବାର ଭିଜିଲାନ୍ସ ପକ୍ଷରୁ…
ବ୍ରହ୍ମପୁର ଅଫିସ,୩୦ା୧୨-ପରିବେଶ ସୁରକ୍ଷା ନିମନ୍ତେ ଚାରାରୋପଣ କରିବା ସଚେତନତା ବାର୍ତ୍ତା ନେଇ ଗତ ୨୧ ତାରିଖରୁ ପାରାଦୀପରୁ ସାଇକେଲରେ ବାହାରି ଥିବା ଇଂ. ଅମରେଶ ନରେଶ ସାମନ୍ତ…
କେନ୍ଦୁଝର, ୩୦।୧୨(ସ୍ବ.ପ୍ର.)- ଉପଯୁକ୍ତ ପ୍ରୋତ୍ସାହନ ଅଭାବରୁ ହରିଚନ୍ଦନପୁର ବ୍ଲକର ବଡ଼କମଣ୍ଡରା ଓ ଆଖପାଖ ଅଞ୍ଚଳର ସୋଲା ଚାଷୀ ଉପକୃତ ହୋଇପାରୁନାହାନ୍ତି। ବିନା ଜଳସେଚନ ବ୍ୟବସ୍ଥା ଓ ପ୍ରୋତ୍ସାହନରେ…
ବଡ଼ବିଲ, ୩୦।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ସ୍ତର ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳ ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା…
ପାଟଣା,୩୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ନୂଆପଡା ଗ୍ରାମର ଜଣେ ମହିଳାଙ୍କୁ ଡାହାଣୀ ଆରୋପ କରିବାରୁ ଉକ୍ତ ମହିଳା ଜଣଙ୍କ ଗତ ବୁଧବାର ପାଟଣା ଥାନାର ଦ୍ୱାରସ୍ଥ ହୋଇଥିଲେ।…
ବନ୍ତ,୩୦।୧୨(ସ୍ବ.ପ୍ର.)- ଦେଶକୁ ସ୍ବାଧୀନ କରିବା ପାଇଁ ସେତେବେଳେ ବହୁ ସ୍ଥାନରେ ସଂଗ୍ରାମୀମାନେ ମେଳି ବାନ୍ଧି ବ୍ରିଟିଶ ଶାସନ ବିରୋଧରେ ରଣକୌଶଳ ପ୍ରସ୍ତୁତ କରୁଥିଲେ। ପରେ ସେହି ସ୍ଥାନଗୁଡ଼ିକ…
କପ୍ତିପଦା,୩୦।୧୨(ଡି଼.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ କୋଳିଅଳମ୍ ଓ ଦେବଳା ପଞ୍ଚାୟତ ସୀମାରେ ରହିଛି ପ୍ରସିଦ୍ଧ ପୌରାଣିକ ପୀଠ ‘ଶମୀବୃକ୍ଷ’। ଉଦଳାରୁ ଏହାର ଦୂରତା ପ୍ରାୟ…
କପ୍ତିପଦା,୩୦।୧୨(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ରେଞ୍ଜ୍ ପୋଡ଼ାଡିହା ବନଖଣ୍ଡ ଅଧୀନ ମାଛକାନ୍ଦଣା ଓ ଚିଙ୍ଗୁଡିଆ ଜଳପ୍ରପାତର ମନୋରମ ସୌନ୍ଦର୍ଯ୍ୟ ସଭିଙ୍କୁ ଆନମନା କରିଥାଏ। ଶିମିଳିପାଳର ଜୈବବିବିଧତା, ସବୁଜିିମାପୂର୍ଣ୍ଣ…
ଜଳେଶ୍ୱର, ୩୦।୧୨(ସ୍ବ.ପ୍ର.)-ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନଜିଟି)ର ନିଷେଧାଦେଶ ପରେ ସୁବର୍ଣ୍ଣରେଖା ନଦୀପଠାରୁ ବାଲି ଖନନ ବନ୍ଦ ରହିଛି। ଫଳରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ବାଲି ସମସ୍ୟା ଉତ୍କଟ…
ପରଜଙ୍ଗ,୨୯।୧୨(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦଦରାଘାଟି ଫାଣ୍ଡି ଅଧୀନ ୧୪୯ ନଂ. ଜାତୀୟ ରାଜପଥର ଦଦରାଘାଟି ଡ୍ୟାମଠାରୁ ଅଳ୍ପ ଦୂରରେ ରବିବାର ସାରେ ଏକ ଅଜଣା କାର…