ଆମ ଜିଲା ଖବର

ଶ୍ରୀମନ୍ଦିର ଓ୍ବାଚ୍‌ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ

ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା…

6 years ago

ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ

ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍‌ସନ ଟଙ୍କାରୁ…

6 years ago

ମହିଳାଙ୍କଠାରୁ ୪୦ ହଜାର ଟଙ୍କା ଲୁଟ୍‌ ଘଟଣା: ୩ ମାସ ପରେ ୨ କୋର୍ଟ ଚାଲାଣ

ବଡ଼ବିଲ,୨୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହି ଷ୍ଟେଟ୍‌ବ୍ୟାଙ୍କ ଶାଖାରୁ ଜଣେ ମହିଳା ୪୦ ହଜାର ଟଙ୍କା ଉଠାଣ କରି ଫେରୁଥିବା ବେଳେ ଲୁଟ୍‌ ହୋଇଥିଲା।…

6 years ago

ବଡ଼ବିଲରେ ତାପମାତ୍ରା ସର୍ବନିମ୍ନ ୪ ଡିଗ୍ରୀ ତଳକୁ ଖସିଲା

ବଡ଼ବିଲ,୨୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ତାପମାତ୍ରା ହ୍ରାସ ପାଇ ପାରଦ ସର୍ବନିମ୍ନ ୪ ଡିଗ୍ରୀକୁ ଖସିଆସିଛି। ପୌରାଞ୍ଚଳର ଉପକଣ୍ଠ ତଥା ଆଖପାଖ ଅଞ୍ଚଳରେ ଥିବା ବେଲକୁଣ୍ଡି ରାସ୍ତା,…

6 years ago

ଗାୟକ ହେବେ ତାରା: ‘ଛି ଛି’ ଗୀତରେ ସରକାରଙ୍କୁ କରିବେ ଟାର୍ଗେଟ

ଜୟପୁର,୨୯।୧୨(ଡି.ଏନ୍‌.ଏ.): ଜୟପୁରରୁ ନେଇ ଭୁବନେଶ୍ୱର, ସବୁଠି ରହିଛି ତାରାପ୍ରସାଦ ବାହିନୀପତିଙ୍କ ଦବ୍‌ଦବା। ପୋଲିସରୁ ନେତା ସାଜିଥିବା ତାରା ନିଜର ଅଜବ ଓ ଖିଆଲି ଅନ୍ଦାଜ ପାଇଁ ସବୁବେଳେ…

6 years ago

୩ ସମବାୟ ସମିତି ଜରିଆରେ ୧ ଲକ୍ଷ ୩୦ ହଜାର ୮୮୫ କ୍ୱିଣ୍ଟାଲ ଧାନ କ୍ରୟ

କର୍ଲାମୁଣ୍ଡା,୨୯।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସମବାୟ ସମିତି ମଣ୍ଡିରେ ଚାଷୀଙ୍କ ଧାନ ପଡ଼ି ରହିଥିବା ଦେଖିବାକୁ ମିଳିଛି। ଏହି ବ୍ଲକର କର୍ଲାମୁଣ୍ଡା ସମବାୟ ସମିତି,…

6 years ago

ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା…

6 years ago

ନିର୍ମାଣ ସମୟରେ ଭାଙ୍ଗିଲା ରେଲ୍‌ଓ୍ବେ ଓଭରବ୍ରିଜ୍‌

ବାଲେଶ୍ୱର ଅଫିସ,୨୯।୧୨: ବାଲେଶ୍ୱର ସହର ସଭାରାମପୁର ରେଲ୍‌ଓ୍ବେ ଗେଟ୍‌ ପାଇଁ ନବନିର୍ମିତ ଓଭରବ୍ରିଜ୍‌ ସଂଲଗ୍ନ ୫ଟି ବିମ୍‌ ରବିବାର ସକାଳେ ତଳକୁ ଖସି ପଡ଼ିଛି। ମାତ୍ର ଦୁର୍ଘଟଣାରେ…

6 years ago

ଆଜିଠୁ ଭିତରକନିକାରେ ବଉଳା କୁମ୍ଭୀର ଗଣନା ଆରମ୍ଭ

ରାଜନଗର,୨୯।୧୨(ଡି.ଏନ୍‌.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ରବିବାରଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହେଇଛି। ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ…

6 years ago

ପୁଣି ମହିଳାଙ୍କୁ କଚାଡି ମାରିଲା ଦନ୍ତା

କଣିହାଁ,୨୯।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳୀ ଫରେଷ୍ଟ ସେକ୍ସନରେ ରବିବାର ସକାଳେ ପୁଣି ଦନ୍ତାହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ…

6 years ago