ଆମ ଜିଲା ଖବର

ଲଟେରୀରେ କାର ଉଠିବା ସୂଚନା: ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଠକେଇ ଅଭିଯୋଗ

ଗୋପାଳପୁର,୨୯ା୧୨-ଦିନକୁ ଦିନ ସାଇବରର ଠକେଇ ବଢୁଛି। ବିଭିନ୍ନ ସମୟରେ ମିଥ୍ୟା ଫୋନ୍‌ କଲ ପାଇ ଲୋକଙ୍କର ଲକ୍ଷଲକ୍ଷ ଟଙ୍କା ଚାଲିଯାଉଛି। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ…

6 years ago

ଷ୍ଟାଣ୍ଡିଂ କମିଟିର ବିଦ୍ୟୁତ୍‌ ବିଭାଗ କାର୍ଯ୍ୟ ସମୀକ୍ଷା

ଭଦ୍ରକ ଅଫିସ,୨୯।୧୨- ବିଧାନସଭା ଷ୍ଟାଣ୍ଡିଂ କମିଟି ଶନିବାର ଭଦ୍ରକ ଜିଲାରେ ବିଦ୍ୟୁତ୍‌ ବିଭାଗ ଅଧୀନରେ ହେଉଥିବା ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରି ଫେରିଛି। ଏହି ଟିମ୍‌…

6 years ago

ଏସ୍‌ଏଚ୍‌ଜି ଜମାରାଶି ଧରି ଚମ୍ପଟ

ଜଳେଶ୍ୱର, ୨୯।୧୨(ସ୍ବ.ପ୍ର.)-ସରକାର ସ୍ବୟଂ ସହାୟକ ଗୋଷ୍ଠୀ (ଏସଏଚଜି)ଙ୍କୁ ଋଣ ପ୍ରଦାନ କରି ସେମାନଙ୍କର ଆର୍ଥତ୍କ ମାନଦଣ୍ଡର ବିକାଶ ଲାଗି ଚେଷ୍ଟା କରୁଥିବା ବେଳେ କେତେକ ଅସାଧୁ ସଂସ୍ଥା…

6 years ago

ନୀଳଗିରି ଲ୍ୟାମ୍ପରେ ଉତ୍ତେଜନା: ୩ ଅଧିକାରୀଙ୍କୁ ୩ ଘଣ୍ଟା ଅଟକ

ସଜନାଗଡ଼, ୨୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଲ୍ୟାମ୍ପରେ ଶନିବାର ଉତ୍ତେଜନା ଦେଖାଦେଇଛି। ପଞ୍ଜିକରଣରେ ଅନିୟମିତତା ଅଭିଯୋଗ କରି ଚାଷୀମାନେ ଲ୍ୟାମ୍ପର ପରିଚାଳନା ନିର୍ଦ୍ଦେଶକଙ୍କୁ ୩ ଘଣ୍ଟା ଧରି ଅଟକ…

6 years ago

ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଚଢ଼ିଗଲା ଟ୍ରକ୍‌

ଗୋପ, ୨୮ା୧୨(ଡିି.ଏନ୍‌.ଏ):ଗୋପ-ବାଲିଘାଇ ରାସ୍ତାର ମଦରଙ୍ଗ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀ ଆଗରେ ସ୍ତ୍ରୀ ଉପରେ ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ ଘଟଣାସ୍ଥଳରେ ସ୍ତ୍ରୀଙ୍କ…

6 years ago

ମହାପ୍ରଭୁଙ୍କୁ ଦର୍ଶନ କଲେ ବିହାର ରାଜ୍ୟପାଳ

ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ।…

6 years ago

କାର୍‌ରେ ଲାଗିଲା ନିଆଁ

ସଜନାଗଡ଼, ୨୮।୧୨(ଡି.ଏନ.ଏ.)- ଯାଜପୁର ଟାଉନ ଅଞ୍ଚଳରୁ ରତିରଞ୍ଜନ ପଣ୍ଡା ପରିବାର ସହ ଶନିବାର ଏକ କାର୍‌(ନଂ. ଓଆର୦୨ଏଏମ୍‌-୬୦୦୦)ରେ ନୀଳଗିରି ଅଞ୍ଚଳକୁ ବୁଲିବାକୁ ଆସିଥିଲେ। ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଓ…

6 years ago

ଜଳିଗଲା କୋଇଲା ବୋଝେଇ ଟ୍ରକ

ପରଜଙ୍ଗ,୨୮।୧୨(ଡି.ଏନ.ଏ.)-ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧିନ ୫୩ନଂ. ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରକ ଜଳିଯାଇଛି।…

6 years ago

ଟ୍ରାକ୍ଟର ଚକାତଳେ ଶ୍ରମିକଙ୍କ ଜୀବନଗଲା

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ରାଜେନପାଙ୍ଗା ଗ୍ରାମ ନିକଟରେ ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ…

6 years ago

୧୪୫ ଲିଟର ମଦ ଜବତ, ୫ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି,୨୮।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଅବକାରୀ ଚଢ଼ାଉ କରାଯାଇଛି। ୧୪୫ ଲିଟର ଦେଶୀ ଚୋରାମଦ ପୋଲିସ ଜବତ କରିବା…

6 years ago