ଆମ ଜିଲା ଖବର

ମଦ ଦୋକାନ ଖୋଲିବା ପରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିଶ୍ଚିନ୍ତକୋଇଲି,୨୫ା୫(ସ୍ବ.ପ୍ର.): ରାଜ୍ୟ ସରକାର ମଦଦୋକାନ ଖୋଲିବା ନେଇ ସୂଚନା ଦେବା ପରେ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଅବକାରୀ ଇନ୍ସପେକ୍ଟର ସିମାଚଳ ରାୟ…

6 years ago

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା: କାରଣ ଅସ୍ପଷ୍ଟ

ଖଇରା,୨୫।୫(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ଜଳଦା ଗ୍ରାମରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟି ରମାକାନ୍ତ ପାଣିଗ୍ରାହୀଙ୍କର ୨ବଖରା ବାସଗୃହ ପୋଡି ପାଉଁଶ ହୋଇଯାଇଛି। ଏଥିରେ…

6 years ago

୨୦ ପ୍ରବାସୀଙ୍କୁ ପଠାଗଲା ମଧ୍ୟପ୍ରଦେଶ

ଜୁନାଗଡ଼,୨୫ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ସହରକୁ କିଛିମାସ ତଳେ ପେଟପାଟଣା ପାଇଁ ମଧ୍ୟପ୍ରଦେଶ ରାଜ୍ୟ ଜବଲପୁରରୁ ୨୦ ଜଣ ପ୍ରବାସୀ ଲୁହା(କମାର) କାମ କରିବାକୁ ଆସିଥିଲେ। ତେବେ…

6 years ago

ଢେଙ୍କାନାଳରୁ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି

ଢେଙ୍କାନାଳ ଅଫିସ, ୧୫।୫: ଢେଙ୍କାନାଳ ଜିଲାରେ ସୋମବାର ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ…

6 years ago

କେନ୍ଦ୍ରାପଡ଼ାରେ ୧୫ କରୋନା ପଜିଟିଭ୍‌ ଚିହ୍ନଟ: ୫୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୨୫ା୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ଆଉ ୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଞ୍ଚିଛି । ଏ…

6 years ago

ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ

ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି।…

6 years ago

କରୋନା କଟକଣାକୁ ଫୁ: ହାଟରେ ରହୁନି ସାମାଜିକ ଦୂରତା

ଆର୍‌.ଉଦୟଗିରି,୨୫ା୫(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରିରହିଛି। ଏପଟେ ସରକାର ଚାଷୀ ଓ ସାଧାରଣ ଲୋକଙ୍କ ଅସୁବିଧାକୁ ନଜର ରଖି ସାପ୍ତାହିକ ହାଟରେ ପନିପରିବା ଓ…

6 years ago

ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଲା

ଭଦ୍ରକ ଅଫିସ,୨୫ା୫: ଭଦ୍ରକ ଜିଲାରେ ସୋମବାର ୮ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦୬ ଛୁଇଁଛି। ଏହି ୮…

6 years ago

ପୁଣି ୨୨ କରୋନା ପଜିଟିଭ ଚିହ୍ନଟ: ଦେବଗଡ଼ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଛୁଇଁଲା

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ଦେବଗଡ଼ ଜିଲାରେ ସୋମବାର ପୁଣି ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨ ଆକ୍ରାନ୍ତ ତିଲେଇବଣି ବ୍ଲକ ଅନ୍ତର୍ଗତ ସଡୋ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟର…

6 years ago

ଅଣ୍ଡା ଯୋଗାଣରେ ଅନିୟମିତତା ନେଇ ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୫।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ହଠାତ୍‌ ବଦଳି କରାଯାଇ। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି।…

6 years ago