ଆମ ଜିଲା ଖବର

ପ୍ରେମିକଙ୍କ ସହ ମିଶି ସୁପାରି ଦେଇ ସ୍ବାମୀଙ୍କୁ ହତ୍ୟା, ଅଭିଯୁକ୍ତ ସ୍ତ୍ରୀଙ୍କ ସହ ୪ ଗିରଫ

ବଣାଇ, ୨୭।୧୨ (ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇ ଥାନା ଅନ୍ତର୍ଗତ କେନ୍ଦ୍ରୀକଳା ନିକଟରେ ସଂଘଟିତ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ପୋଲିସ। ଗତ ୧୯ ତାରିଖରେ ବଣାଇ ଅଞ୍ଚଳର…

6 years ago

ଜବରଦଖଲ ଉଚ୍ଛେଦ ବେଳେ ଛାତ ଭୁଶୁଡ଼ିବା ଘଟଣା: ଜଣେ ମୃତ, ୩ ଗୁରୁତରଙ୍କ ଚିକିତ୍ସା ଜାରି

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଜାତୀୟ ରାଜପଥ କଡ଼ରୁ ଉଚ୍ଛେଦ କାର୍ଯ୍ୟ ଚାଲିଥିବା ସମୟରେ ଏକ ଘରର ଛାତ ଭୁଶୁଡ଼ି ପଡ଼ିଥିଲା।…

6 years ago

ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପ୍ରଦୀପ ମାଝି, ନିଜ ଆଡ଼ୁ ଏତଲା କଲା ନବରଙ୍ଗପୁର ପୋଲିସ

ନବରଙ୍ଗପୁର,୨୭।୧୨(ବି.ପ୍ର.): ନବରଙ୍ଗପୁର ବନ୍ଦ ପାଳନ ସମୟରେ ହିଂସାକୁ ଉସୁକାଇବା ଭଳି ମନ୍ତବ୍ୟ ଦେଇ ଅଡ଼ୁଆରେ ପୂର୍ବତନ ଏମ୍‌ପି ତଥା କଂଗ୍ରେସ ନେତା ପ୍ରଦୀପ ମାଝି। ନବରଙ୍ଗପୁର ଟାଉନ…

6 years ago

ବୁଡ଼ିଲା ଟ୍ରଲର: ଜଣେ ନିଖୋଜ, ଅଳ୍ପକେ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭୋଗରାଇ,୨୭।୧୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ଦିଘା ମୁହାଣରୁ ମାଛ ମାରି ଫେରୁଥିବା ଏକ ଟ୍ରଲର ସମୁଦ୍ର ଢେଉରେ ଭାରସାମ୍ୟ ହରାଇ ଶୁକ୍ରବାର ମଧ୍ୟାହ୍ନରେ ଓଲଟି ପଡ଼ିଛି।…

6 years ago

ଜାତୀୟ ରାଜପଥରୁ ଜବରଦଖଲ ଉଚ୍ଛେଦ ବେଳେ ଭୁଶୁଡ଼ିଲା ଛାତ, ୪ ଗୁରୁତର

ବଅଁରପାଳ,୨୭।୧୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ନୂଆହତା ବାଲିସାହି ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ପ୍ରଶାସନ ପକ୍ଷରୁ ୫୫ନଂ. ଜାତୀୟ ରାଜପଥ ପ୍ରଶସ୍ତିକରଣ ନିମନ୍ତେ ଜବରଦଖଲ…

6 years ago

ଅଦିନିଆ ବର୍ଷା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.): କୋହଲା ପାଗ ସାଙ୍ଗକୁ ଗତ ୨୫ତାରିଖ ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷ ଲାଗିରହିଛି। ଫଳରେ ଖୋଲା ଆକାଶ ତଳେ ମଣ୍ଡିରେ ହଜାର…

6 years ago

ଜାନୁୟାରୀ ୮ରେ ବିଭିନ୍ନ ଦାବି ନେଇ କଳାହାଣ୍ଡିରେ ହେବ ଧର୍ମଘଟ

ଭବାନୀପାଟଣା,୨୭।୧୨(ଡି.ଏନ୍‌.ଏ.) : କେନ୍ଦ୍ର ସରକାରଙ୍କ ଦରଦାମ୍‌ ବୃଦ୍ଧି ବନ୍ଦ, ଶ୍ରମିକମାନଙ୍କୁ ମାସିକ ସର୍ବନିମ୍ନ ମଜୁରୀ ୨୧ ହଜାର ଟଙ୍କା ପ୍ରଦାନ, ସମାନ କାମକୁ ସମାନ ଦରମା, ମାସିକ…

6 years ago

ଭିଜିଲାନ୍ସ ଜାଲରେ ଉଦ୍ୟାନ ବିଭାଗ ମାଳି, ୪ ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ

ଉଦଳା,୨୭।୧୨(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ ମୟୂରଭଞ୍ଜ ଜିଲା ଉଦଳା ଉଦ୍ୟାନ ବିଭାଗ ମାଳି ଉଦ୍ଧବ ବେହେରା। ଶୁକ୍ରବାର ଉଦ୍ଦବଙ୍କ ୪ ସ୍ଥାନରେ ଥିବା ଘରେ ଭିଜିଲାନ୍ସ ଟିମ୍‌ ଏକକାଳୀନ…

6 years ago

ଟ୍ରକ୍‌ ଧକ୍କାରେ ଜଣଙ୍କ ଜୀବନଗଲା

ବରଗଡ଼ ଅଫିସ,୨୭।୧୨: ବରଗଡ଼ ସହର ବ୍ରହ୍ମବିହାର-ଗୋବିନ୍ଦପାଲି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କା ଦେବା ଯୋଗୁ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।…

6 years ago

ବଲାଙ୍ଗୀରରେ ବିପିସିଏଲ୍‌ର ବଟଲିଂ ପ୍ଲାଣ୍ଟ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୭।୧୨: ବଲାଙ୍ଗୀର ସହର ଉପକଣ୍ଠ ବରକାନି ଗ୍ରାମରେ ନବନିର୍ମିତ ବିପିସିିଏଲ୍‌ର ଏଲ୍‌ପିଜି ବଟଲିଂ ପ୍ଲାଣ୍ଟକୁ ଶୁକ୍ରବାର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ଓଡ଼ିଶା ରାଜ୍ୟପାଳ ଗଣେଶୀ…

6 years ago