ଆମ ଜିଲା ଖବର

ଚାଷୀ ପଞ୍ଜୀକରଣ, ଧାନ କିଣାରେ ଅନିୟମିତତା: ସିଲାଟି ପ୍ୟାକ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ନିଲମ୍ବିତ

ସୋନପୁର,୨୪।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଲାଟି ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ବଳରାମ ପଧାନଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ସୋନପୁର ଉପନିବନ୍ଧକ…

6 years ago

ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ

ଜହ୍ନାପଙ୍କ,୨୪।୫ (ଡି.ଏନ.ଏ)- ବୌଦ୍ଧ ବ୍ଲକ ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ଏହି ସାହିରେ ୨୦ ପରିବାରର ପ୍ରାୟ ୩୦୦ ଲୋକ…

6 years ago

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୫୨୩୮ ପ୍ରବାସୀ

ବଲାଙ୍ଗୀର ଅଫିସ, ୨୪ା୫-ବଲାଙ୍ଗୀର ରେଳଷ୍ଟେଶନରେ ରବିବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଛି ା ଆଉ ଏକ ଟ୍ରେନ୍‌ ରାତି ସୁଦ୍ଧା ପହଞ୍ଚତ୍ବ ା ସକାଳ ୭ଟାରେ…

6 years ago

ଟିଏମ୍‌ସି ତଥ୍ୟ ଇ-ଅଫିସ ମାଧ୍ୟମରେ ଦିଅ  

ଜଗତ୍‌ସିଂହପୁର ଅଫିସ,୨୪ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟହ ଜିଲାକୁ ପ୍ରବାସୀଙ୍କ ଆଗମନ ହେଉଛି। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ରଖାଯାଉଛି। କିନ୍ତୁ ଟିଏମ୍‌ସିରେ ପ୍ରବାସୀଙ୍କ…

6 years ago

ସଙ୍ଗରୋଧ କେନ୍ଦ୍ରରେ ସାପ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଖମ୍ବେୟାଦୋରା ଜୁନିୟର କଲେଜରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସରୀସୃପ ଦେଖି ଅନ୍ତେବାସୀମାନେ ଅତଙ୍କିତ ହୋଇ ପଡ଼ିଛନ୍ତି। ଗତ ୪ଦିନ ହେଲା ଏଠାରେ…

6 years ago

୯ ଜୁଆଡି ଗିରଫ, ୧୯ହଜାର ଟଙ୍କା ଜବତ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳ ଥାନାସାହି ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ହିଞ୍ଜିଳିକାଟୁ ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୯ ଜୁଆଡିଙ୍କୁ ଗିରଫ କରିଛି।…

6 years ago

ଆନ୍ଧ୍ରରୁ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଲେ ୧୧ ମତ୍ସ୍ୟଜୀବୀ

କୋଣାର୍କ,୨୪ା୫(ଡି.ଏନ.ଏ)- ଆନ୍ଧ୍ରପ୍ରଦେଶରୁ ସାମୁଦ୍ରିକ ପଥରେ ଏକ ମାଛଧରା ବୋଟରେ ୧୧ଜଣ ମତ୍ସ୍ୟଜୀବୀ ଆସି ରବିବାର ପୂର୍ବାହ୍ନରେ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଛନ୍ତି। ଏମାନେ ସମସ୍ତେ ସ୍ଥାନୀୟ ନୋଳିଆ ବସ୍ତିର…

6 years ago

ଇଦ୍‌ ପାଳନକୁ ନେଇ ସତର୍କତା: ମସ୍‌ଜିଦ୍‌ରେ ୧୪୪ ଧାରା ଜାରି

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-ଇଦ୍‌ ଉଲ୍‌ ଫିତର ପାଇଁ ରସୁଲପୁର ବ୍ଲକ ଅଧୀନ ବିଭିନ୍ନ ମସ୍‌ଜିଦ୍‌ରେ ୧୪୪ ଧାରା ଜାରି କରାଯାଇଛି। ବ୍ଲକର ମୁସଲମାନ ବହୁଳ ଅଞ୍ଚଳ ଭାବରେ…

6 years ago

କୃଷି କାର୍ଯ୍ୟାଳୟରେ ସାମାଜିକ ଦୂରତା ଭୁଲିଗଲେ ଚାଷୀ

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-କରୋନା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ଘାସମରା ଔଷଧ…

6 years ago

ନିୟମ ନ ମାନିବାରୁ ୬ ଦୋକାନ ସିଲ୍‌

ଚିତ୍ରକୋଣ୍ଡା,୨୪ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ରବିବାର ୫ଟି ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାରମ୍ବାର ସଚେତନ ପରେ ସମ୍ପୃକ୍ତ ଦୋକାନଗୁଡିକର ବ୍ୟବସାୟୀମାନେ କରୋନା…

6 years ago