ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର…
କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି…
ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି…
ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍ ଉପରେ ଛିଡା…
ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍.ଏ) - ସମ୍ପ୍ରତି ଇଣ୍ଟରନେଟ୍ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ…
କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ…
ବିନିକା, ୨୬।୧୨ (ଡି.ଏନ୍.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ପଁଚେତ୍ ଅଧୀନ ପାପୀ ଉପ ସ୍ବାସ୍ଥ୍ୟକେନ୍ଦ୍ର ତଥା ଏଏନ୍ଏମ୍ ସେଣ୍ଟର ତିଆର ହେଲାଦିନୁ ଅବେବସ୍ତା ଘେରରେ ରହିଛେ।…
ସୋନପୁର,୨୭।୧୨(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଛୋଟ ବଡ ନଦୀ, ନାଳ ଓ ବହୁ ସଂଖ୍ୟକ ବନ୍ଧ ରହିଛି। ଜଙ୍ଗଲ ସମ୍ପଦ ଓ ଉତ୍ତମ ଜଳବାୟୁ ଅଛି। ସ୍ଥାନୀୟ ଅଞ୍ଚଳରେ ଦେଖା…
ଢେଙ୍କାନାଳ ଅଫିସ,୨୭ା୧୨- ଢେଙ୍କାନାଳ ଜିଲା ବିଜ୍ଞାନକେନ୍ଦ୍ରରେ ସମସ୍ତ ବ୍ୟବସ୍ଥା ସତ୍ତ୍ୱେ ଗୁରୁବାର ମେଘୁଆପାଗ ଯୋଗୁ ଆସିଥିବା ସ୍କୁଲ, କଲେଜ ଛାତ୍ରୀଛାତ୍ର ଟେଲିସ୍କୋପ୍ ଯୋଗେ ସୂର୍ଯ୍ୟୋପରାଗ ଦେଖିବାରୁ ବଞ୍ଚିତ…
କାମାକ୍ଷାନଗର,୨୭ା୧୨ (ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ରୋଗୀ ସେବା କିପରି ଚାଲିଛି ତାହାର ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଏହି ଚିକିତ୍ସାଳୟରେ ଜେନେରେଟର ଓ ଇନଭର୍ଟର…