ଆମ ଜିଲା ଖବର

ମାଲକାନଗିରିରେ ଭୂକମ୍ପ, ଜିଲାବାସୀ ଆତଙ୍କିତ

ମାାଲକାନଗିରି, ୨୧।୩(ଡି.ଏନ୍‌.ଏ.): ବର୍ତ୍ତମାନ କରୋନା ଭୂତାଣୁ ରୋଗ ସମ୍ବନ୍ଧରେ ରାଜ୍ୟବାସୀ ଆତଙ୍କିତ ଥିବା ବେଳେ ଶନିବାର ମାଲକାନଗିରି ଜିଲାରେ ମୃଦୁ ଭୂକମ୍ପ ଅନୁଭୁତ ହୋଇଛି। ଏହାକୁ ନେଇ…

6 years ago

ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ…

6 years ago

୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ

ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍‌ ଘଟଣାର ମାଷ୍ଟରମାଇଣ୍ଡ୍‌ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ…

6 years ago

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା…

6 years ago

ଗଞ୍ଜାମ ବ୍ଲକରେ ୪ କେରଳ ଫେରନ୍ତା, ଘରୁ ନ ବାହାରିବାକୁ ବିଡିଓଙ୍କ ପରାମର୍ଶ

ଗଞ୍ଜାମ,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଗୋଖରକୁଦା ଗ୍ରାମର କେତେଜଣ ବ୍ୟକ୍ତି ରୋଜଗାର ପାଇଁ କେରଳ ଯାଇଥିଲେ। ସେମାନଙ୍କ ମଧ୍ୟରୁ ୪ଜଣ ନିଜ ଗ୍ରାମକୁ ଫେରିଛନ୍ତି। ଏ ନେଇ ଗ୍ରାମରେ…

6 years ago

ରାଜନଗରର ୩୭ ପ୍ରବାସୀ ଆଇସୋଲେଶନରେ

ରାଜନଗର,୨୧।୩(ଡି.ଏନ୍‌.ଏ.): କରୋନା ଭୟରେ ଆତଙ୍କିତ ସାରା ପୃଥିବୀ। ଏ ନେଇ ରାଜ୍ୟ ସରକାର ଅନେକ ପ୍ରତିକାରାତ୍ମକ ପଦକ୍ଷେପମାନ ନେବାରେ ଲାଗିଛନ୍ତି। ଏହି କ୍ରମରେ କେନ୍ଦ୍ରାପଡ଼ା ଜିଲା ରାଜନଗର …

6 years ago

କରୋନା ମୁକାବିଲା ପାଇଁ କେନ୍ଦୁଝରରେ ସ୍ବତନ୍ତ୍ର ଅଧିବେଶନ: ହଲ୍‌କୁ ପ୍ରବେଶ ପୂର୍ବରୁ ସମସ୍ତେ ହ୍ୟାଣ୍ଡଓ୍ବାଶ୍‌ରେ ଧୋଇଲେ ହାତ

କେନ୍ଦୁଝର,୨୧ା୩(ସ୍ବ.ପ୍ର.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ଜିଲା ପରିଷଦ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ସ୍ବତନ୍ତ୍ର ଅଧିବେଶନ ଶନିବାର ଅନୁଷ୍ଠିତ ହୋଇଯାଇଛି। କରୋନା ସଂକ୍ରମଣକୁ ରୋକିବା…

6 years ago

କେନ୍ଦୁଝରରେ ଅଡ୍‌-ଇଭିନ୍‌ କଟକଣା: ୫ ପୌରାଞ୍ଚଳରେ ଲାଗୁ କରିବାକୁ ଜିଲାପାଳଙ୍କ ଚିଠି

କେନ୍ଦୁଝର,୨୧ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପୌରାଞ୍ଚଳରେ ଅଡ୍‌-ଇଭିନ୍‌ ନମ୍ବର ବ୍ୟବସ୍ଥାକୁ ପ୍ରଶାସନ ଶନିବାର ଲାଗୁ କରିଛନ୍ତି। ଏ ନେଇ ଜିଲାପାଳ ସ୍ବତନ୍ତ୍ର ଚିଠି କରି ଜିଲାର କେନ୍ଦୁଝର,…

6 years ago

ଋଷିକୁଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ବେଳାଭୂମିଠାରେ ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି l…

6 years ago

କରୋନା ଭୟ: ରାଜପଥରେ ବସ୍‌ ଅଟକାଇ ୫୧ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ସମସ୍ତ ଯାତ୍ରୀ ସୁସ୍ଥ

ସିମୁଳିଆ,ଛତ୍ରପୁର,୨୧।୩(ଡି.ଏନ୍‌.ଏ.): ବାଲେଶ୍ୱର ଅଞ୍ଚଳର ୫୧ ଜଣ ତାମିଲନାଡୁରେ ବସବାସ କରୁଥିଲେ। ଶନିବାର ସେମାନେ ଘରୋଇ ବସ୍‌ ସାଡୋ (କେଏଲ୦୭ ସିଟି ୯୫୮୪) ଯୋଗେ ବାଲେଶ୍ୱର ଫେରୁଥିଲେ। ୧୬…

6 years ago