ଆମ ଜିଲା ଖବର

କୋଟାରୁ ଫେରିଲେ ୫୪ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୩।୫-କରୋନା ଲାଗି ସମଗ୍ର ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରାଯାଇଛି। ଏହି ସମୟରେ ବାହାରେ ରହିଯାଇଥିବା ଶ୍ରମିକ, ଛାତ୍ରୀଛାତ୍ର ଓ ତୀର୍ଥଯାତ୍ରୀମାନଙ୍କୁ ନିଜ ନିଜ ରାଜ୍ୟକୁ…

6 years ago

କୁକୁର ଭୟରେ ପୋଖରୀକୁ ଡେଇଁ ହରିଣର ପ୍ରାଣ ଗଲା

ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଚାନ୍ଦଗୋଛି ଗ୍ରାମରେ ଥିବା ପୋଖରୀକୁ ଏକ ହରିଣ ଡେଇଁପଡିବାରୁ ତାର ମୃତ୍ୟୁ ଘଟିଛି। ରେଞ୍ଜର ବବିତା…

6 years ago

ବୁଗୁଡ଼ାରେ ପହଞ୍ଚିଲେ ୩୫୦ରୁ ଊର୍ଦ୍ଧ୍ୱ ସୁରଟ ଫେରନ୍ତା

ବୁଗୁଡ଼ା,୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ୩୫୦ରୁ ଅଧିକ ସୁରଟ ଫେରନ୍ତା ପହଞ୍ଚିବା ଜଣାପଡ଼ିଛି। ସେମାନେ ଶନିବାର ରାତିରେ ୭ଟି…

6 years ago

୧୪୭ କେରଳ ଫେରନ୍ତାଙ୍କୁ ସ୍ବାଗତ କଲା ପ୍ରଶାସନ

ରାଜନଗର,୩ା୫(ଡି.ଏନ୍‌.ଏ.): କେରଳରେ ଫସିଥିବା ୧୪୭ ପ୍ରବାସୀ ଓଡ଼ିଆ ୪ଟି ବସ୍‌ରେ ଆସି ରବିବାର ଅପରାହ୍ନରେ ରାଜନଗରରେ ପହଞ୍ଚିଛନ୍ତି। ସେମାନେ ରାଜନଗର ବ୍ଲକ ମହିଷାସୁର ଯଜ୍ଞ ପଡ଼ିଆରେ ପହଞ୍ଚିବା ପରେ…

6 years ago

କଳାମାଟିଆ ପଞ୍ଚାୟତରେ ଘରଘର ବୁଲି ରକ୍ତ ନମୁନା ସଂଗ୍ରହ କରୁଛନ୍ତି ମହିଳା ସ୍ବାସ୍ଥ୍ୟକର୍ମୀ

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ପଞ୍ଚାୟତରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର…

6 years ago

ହାଟଡିହୀରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଗ୍ରାମ ସିଲ୍‌ କଲା ପ୍ରଶାସନ

ହାଟଡିହୀ,୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ପଞ୍ଚାୟତ ହୀରାପୁର ଗ୍ରାମରେ ରବିବାର ଜଣେ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ପ୍ରଶାସନ ପକ୍ଷରୁ ଗ୍ରାମକୁ ସିଲ୍‌…

6 years ago

ହାତୀ ଆକ୍ରମଣରେ ଜଣେ ମୃତ: ଉତ୍ତେଜନା, ବନ ବିଭାଗ ଗାଡ଼ି ଭଙ୍ଗାରୁଜା

ବନ୍ତଳା, ୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ବନ୍ତଳା ଥାନା ତଳଗଡ଼ ନୂଆଁଭୂଇଁ ସାହିର କାଳିଆ ବେହେରା (୩୦)ଙ୍କ ରବିବାର ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ସୁମିତ୍ରା ପାହାଡ…

6 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା

ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ ସରକାର…

6 years ago

ମାଛ, ମାଂସ ଦର ଆକାଶଛୁଆଁ

ଗଞ୍ଜାମ,୩ା୫(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଦିନ କୁ ଦିନ ଏହାର ସଂଖ୍ୟା ବଢ଼ୁଛି l ଏଥିପାଇଁ ଲକ୍‌ଡାଉନ୍‌ ଅବଧି ମଧ୍ୟ ବଢିଛି।…

6 years ago

କେନ୍ଦୁଝର ଜିଲାରେ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ପହଞ୍ଚିଲା ୧୬୨

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ କେନ୍ଦୁଝର ଜିଲାର। ଏନେଇ ରବିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା…

6 years ago