ଆମ ଜିଲା ଖବର

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨…

6 years ago

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ…

6 years ago

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌…

6 years ago

ଝାରସୁଗୁଡ଼ା ଦ୍ୱିତୀୟ କରୋନା ପଜିଟିଭ୍‌ ଲଖନ୍‌ପୁର ଅଞ୍ଚଳର, ୪୦ ବର୍ଷୀୟ ମହିଳା

ଝାରସୁଗୁଡା ଅଫିସ,୩।୫- ଝାରସୁଗୁଡା ଜିଲା ବ୍ରଜରାଜନଗର ମୁନିସିପାଲିଟି ଅଧୀନ ବୁଢ଼ୀଜାମ ଅଞ୍ଚଳକୁ ପଶ୍ଚିମବଙ୍ଗ ଅଞ୍ଚଳରୁ ଆସିଥିବା ଜଣେ ୧୮ ବର୍ଷିଆ ଯୁବତୀଙ୍କ ଗତ ବୁଧବାର କରୋନା ପଜିଟିଭ୍‌…

6 years ago

ରାସ୍ତାପାର୍ଶ୍ୱକୁ ଓଲଟିପଡ଼ିଲା ଲୁହାବୋଝେଇ ଟ୍ରକ୍‌

କୋଳିମାଟି,୩ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲାର ୨୦ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନରେ ଥିବା କନ୍ତୋମୂଶଳ ପୋଲ ନିକଟରେ ରବିବାର ପୂର୍ବାହ୍ନରେ ଏକ ଲୁହାବୋଝେଇ ଟ୍ରକ ଓଲଟି ପଡ଼ିଛି।…

6 years ago

ଯୁବକଙ୍କ ହତ୍ୟା କରି ପୋଖରୀରେ ଫିଙ୍ଗିଲେ

ଶେରଗଡ଼, ୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଗୋଠଗାଁ ଗ୍ରାମରେ ଶନିବାର ବିଳମ୍ବିତ ରାତ୍ରିରେ ଜଣେ ଯୁବକଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ…

6 years ago

ବାଲେଶ୍ୱରରୁ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୧୬୧

ଭୁବନେଶ୍ୱର,୩।୫(ବ୍ୟୁରୋ): ବାଲେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୧ରେ ପହଞ୍ଚିଛି। ଏନେଇ ରବିବାର ଅପରାହ୍ନରେ ରାଜ୍ୟ…

6 years ago

ସୀମା ସିଲ୍‌ କଲା ବରୀ ବ୍ଲକ ପ୍ରଶାସନ

ରତ୍ନଗିରି,୩ା୫(ଡି.ଏନ୍‌/ଏ.): ଯାଜପୁର ଜିଲାରେ ଶନିବାର ୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ ବରୀ ବ୍ଲକ କଳାମାଟିଆ ପଞ୍ଚାୟତର ତଲକାଇପଡ଼ା ଗ୍ରାମରୁ ଜଣେ, ଉଦୟନାଥପୁରରୁ ଜଣେ ଓ…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା

ପାଟଣା,୩ା୫(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଯୋଜନା ହାତକୁ ନିଆଯାଇଛି। ଏହାର ମୁକାବିଲା ପାଇଁ ବିଭିନ୍ନ…

6 years ago

କେରଳରୁ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଲେ ୫୫୨ ପ୍ରବାସୀ: ୩ ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି, ସ୍ବାବ୍‌ ନମୁନା ସଂଗ୍ରହ

ଛତ୍ରପୁର, ୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲା ଜଗନ୍ନାଥପୁର ଜଙ୍କଶନ ଷ୍ଟେଶନରେ ଏର୍ଣ୍ଣାକୁଲମ ଜଙ୍କଶନ - ଭୁବନେଶ୍ୱର ଶ୍ରମିକ ସ୍ପେଶିଆଲ ଟ୍ରେନ୍‌ ରବିବାର ସକାଳ ୫ଟା ୧୭ ମିନିଟ ରେ…

6 years ago