ଜୟପୁର,୩୦।୧(ନି.ପ୍ର./ଡି.ଏନ୍.ଏ.) ଏଟିଏମ୍ରୁ ନକଲି ନୋଟ୍ ବାହାରୁଛି। ଜୟପୁର ଟାଉନ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଜଣେ ହିତାଧିକାରୀ। କୋରାପୁଟ ଜିଲା ଜୟପୁର ଏମ୍ଜି ରୋଡଠାରେ ଥିବା ବ୍ୟାଙ୍କ ଅଫ…
ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି, ୩୦ା୧(ବି.ପ୍ର./ଡି.ଏନ.ଏ.) ସରକାରୀ କଳରୁ ବ୍ୟାପକ ଅନୁଦାନ ଭିତ୍ତିଭୂମି ବିକାଶ ନାଁରେ ଖର୍ଚ୍ଚ ହେଉଛି। ତେବେ ତଦାରଖ ଓ ଅନୁଧ୍ୟାନ କରାଯାଉ ନ ଥିବାରୁ କାର୍ଯ୍ୟଗୁଡିକ ଠିକ…
ଜୟପୁର,୩୦।୧(ଡି.ଏନ୍.ଏ.) ଅର୍ଥର ଅଭାବ ଥିଲା, ତା’ ସାଙ୍ଗକୁ ପରିବାରର ଗୁଜୁରାଣ ଚିନ୍ତା। ଘରର କେଉଁ ପୁରୁଷ ମୁଣ୍ଡକୁ ନୁହେଁ, ବରଂ ୨ ଜଣ କିଶୋରୀଙ୍କୁ ଘାରିଥିଲା ଏହି ଚିନ୍ତା।…
ଦାରିଙ୍ଗବାଡ଼ି,୩୦।୧(ଡି.ଏନ୍.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଦିନକୁ ଦିନ ସମସ୍ୟା ବଢ଼ୁଛି। କିରିକୁଟି ଗ୍ରାମ ମଧ୍ୟରେ ଥିବା ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ…
ପାରାଦୀପ, ୩୦ା୧(ସ୍ବ.ପ୍ର.): ପାରାଦୀପରେ ଗତ ଜାନୁୟାରୀ ୩ରୁ କାଉମଡ଼କ ଜାରି ରହିଥିଲେ ସୁଦ୍ଧା ଏ କ୍ଷେତ୍ରରେ କୌଣସି ଆଖିଦୃଶିଆ ପଦକ୍ଷେପ ନିଆଯାଉନାହିଁ। ଏପରି କି ପ୍ରାଣୀଧନ ଚିକିତ୍ସା…
ବ୍ରହ୍ମପୁର ଅଫିସ,୩୦ା୧: ସାମ୍ବାଦିକତାରେ ବର୍ତ୍ତମାନ ବିଘଟନ ସୃଷ୍ଟି ହୋଇଛି। ଏହା ୨୦୨୦ ପରଠାରୁ ଅତ୍ୟନ୍ତ ଗୁରୁତର ରୂପ ନେବାକୁ ଯାଉଛି। ଏହି ପରିବର୍ତ୍ତିତ ପରିବେଶ ଓ ବିଘଟନ…
ବାରିପଦା ଅଫିସ,୩୦ା୧- ବହୁଜନ କ୍ରାନ୍ତି ମୋର୍ଚ୍ଚା ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରଚାରପତ୍ର ବଣ୍ଟା ଯାଇଥିଲା।…
ଆନନ୍ଦପୁର, ୩୦।୧(ସ୍ବ.ପ୍ର.)- ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ପାଇଁ ଆନନ୍ଦପୁର ସହର ବେଶ୍ ତତ୍ପର ହୋଇଉଠିଛି। ଆନନ୍ଦପୁରର ସର୍ବ…
ବାଲେଶ୍ୱର ଅଫିସ,୩୦।୧- ବାଲେଶ୍ୱରରେ ଜିଲାସ୍ତରୀୟ ୭୧ତମ ସାଧାରଣତନ୍ତ୍ର ଦିବସ ଧୁମ୍ଧାମ୍ରେ ପାଳିତ ହୋଇଥିବାବେଳେ ପରେଡ଼ରେ କେତେକ ଅଣଛାତ୍ର ଟ୍ରଫି ନେବା ଘଟଣା ସମ୍ପର୍କରେ ଗଣମାଧ୍ୟମରେ ପ୍ରକାଶ ପାଇଥିଲା।…
ବାସୁଦେବପୁର, ୩୦।୧(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର କୃଷିପ୍ରଧାନ ବ୍ଲକ। ବ୍ଲକରେ ମୋଟ ୩୪ ଶହ ହେକ୍ଟର ଚାଷଜମିରୁ ୩୨ ଶହ ହେକ୍ଟର ଜମିରେ ଧାନ ଚାଷ ଚଳିତ ଖରିଫ…