ଆମ ଜିଲା ଖବର

ଯାଜପୁରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫୭ରେ ପହଞ୍ଚିଲା, ସୁସ୍ଥ ହେଲେ ୫୬

ଭୁବନେଶ୍ୱର,୨ା୫(ବ୍ୟୁରୋ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ଶନିବାର ଅପରାହ୍ନରେ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ…

6 years ago

ସମ୍ବଲପୁର ରେଳ ମଣ୍ଡଳ ଅଫିସରେ ହାଣ୍ଡ ଫ୍ରି ସାନିଟାଇଜର ମେଶିନ୍‌ ବସିଲା

ସମ୍ବଲପୁର,୨।୫(ବ୍ୟୁରୋ):ମହାମାରୀ କୋଭିଡ- ୧୯ ସଂକ୍ରମଣକୁ ରୋକିବା ନେଇ ସମ୍ବଲପୁର ରେଳ ମଣ୍ଡଳ ପ୍ରବନ୍ଧକ ଅଫିସରେ ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି । ଏହି କ୍ରମରେ ଶନିବାର ୨ଟି…

6 years ago

ବବନ ସିଂ ଏମ୍‌ସିଏଲ୍‌ର ନୂତନ ବୈଷୟିକ ନିର୍ଦ୍ଦେଶକ

ସମ୍ବଲପୁର, ୨।୫ (ବ୍ୟୁରୋ)- ମହାନଦୀ କୋଇଲା କମ୍ପାନୀ (ଏମ୍‌ସିଏଲ)ର ନୂତନ ବୈଷୟିକ ନିର୍ଦ୍ଦେଶକ (ଯୋଜନା ଓ ପରିଯୋଜନା) ଭାବେ ଶନିବାର ବବନ ସିଂ କାର୍ଯ୍ୟରେ ଯୋଗ ଦେଇଛନ୍ତି…

6 years ago

ଏମ୍‌କେସିଜିରେ ପୁଣି ୪ ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୨।୫- ସମଗ୍ର ବିଶ୍ୱ ଏବେ କରୋନା କବଳରେ। ଏହି ଘାତକ ମହାମାରୀ କବଳରୁ ରକ୍ଷା ପାଇବା ଲାଗି ସମ୍ପ୍ରତି ଲକ୍‌ଡାଉନ୍‌ ଜାରି ରହିଛି। ରାଜ୍ୟର…

6 years ago

ବରୀ ବ୍ଲକରେ କରୋନା ପଜିଟିଭ୍‌ ଚିହ୍ନଟ ପରେ ପ୍ରଶାସନର ତତ୍ପରତା: ବିଭିନ୍ନ ଛକକୁ କରାଯାଉଛି ସାନିଟାଇଜେଶନ୍‌

ରତ୍ନଗିରି,୨।୫(ଡି.ଏନ୍‌.ଏ.): ଶନିବାର ଯାଜପୁର ଜିଲାରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ବରୀ ବ୍ଲକ ଅଞ୍ଚଳର ୩ ଜଣ ରହିଛନ୍ତି। ଏହା ଜଣାପଡ଼ିବା ପରେ…

6 years ago

ପୋଲିସ ଦୁର୍ବବ୍ୟହାର ଶିକାର ହୋଇଥିବା ଚାଷୀଙ୍କୁ ଭେଟିଲେ କଂଗ୍ରେସ ନେତା

ରତ୍ନଗିରି,୨।୫(ଡି.ଏନ୍‌.ଏ.)- ଯାଜପୁର ଜିଲା ବରୀ ବ୍ଲକ ଅଧୀନସ୍ଥ ମହାକାଳପଡ଼ା ପଞ୍ଚାୟତର ଚାଷୀମାନେ ଲକ୍‌ଡାଉନ୍‌ ସମୟରେ ଜିଲା ସୀମାନ୍ତବର୍ତ୍ତି କେନ୍ଦ୍ରାପଡା ଜିଲାର ଇନ୍ଦୁପୁର ସାପ୍ତାହିକ ହାଟକୁ ପନିପରିବା ବିକ୍ରୀ…

6 years ago

୨୧୧ ଅମାନିଆ ଗଣିଲେ ୪୨,୭୦୦ ଟଙ୍କା

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଥିବାବେଳେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ…

6 years ago

ଗରିବ, ଅସହାୟଙ୍କୁ ମାସ୍କ

ବରଗଡ଼ ଅଫିସ୍‌,୨।୫: ଭାରତ ସ୍କାଉଟ୍‌ ଆଣ୍ଡ୍‌ ଗାଇଡ୍‌ର ବରଗଡ଼ ଶାଖା ଗରିବ, ଅସହାୟଙ୍କୁ ମାସ୍କ ବାଣ୍ଟିଛି । ଭାଗୀରଥି ମହାରଣାଙ୍କ ତତ୍ତ୍ବାବଧାନରେ ସ୍ଥାନୀୟ ଗାନ୍ଧୀଛକ, କଚେରୀ ଛକ,…

6 years ago

ଅଭାବ ଦୂର କଲା ୩୨ ୟୁନିଟ୍‌ ରକ୍ତ

ବରଗଡ଼ ଅଫିସ୍‌,୨।୫: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏଥିପାଇଁ ବିଭିନ୍ନ ରକ୍ତ ଭଣ୍ଡାରରେ ରକ୍ତର…

6 years ago

ବରଗଡ଼ର ୩୫ ଶ୍ରମିକଙ୍କୁ ପଞ୍ଚାୟତ ଅଫିସରେ ଆଶ୍ରୟ ଦେଲା ପୁରୀ ଜିଲା ପ୍ରଶାସନ

ବରଗଡ଼ ଅଫିସ୍‌,୨।୫: ପୁରୀ ଜିଲା କୋଣାର୍କ ନିକଟ ଅଚ୍ୟୁତପୁରରେ ଇଟାଭାଟିରେ କାମ କରୁଥିବା କେତେକ ଶ୍ରମିକଙ୍କୁ ସେଠାକାର ଜିଲା ପ୍ରଶାସନ ସହଯୋଗ କରିଛି। ଏହି ଶ୍ରମିକମାନଙ୍କ ଘର…

6 years ago