ଆମ ଜିଲା ଖବର

ସ୍ବାଭିମାନ ଅଞ୍ଚଳ ଅଶାନ୍ତ: ୪ ଗ୍ରାମରେ ପୋଲିସ ଛାଉଣୀ

ମାଲକାନଗିରି,୨୭।୧(ସ୍ବ.ପ୍ର.): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳର ଜନ୍ତୁରାଇରେ ମାଓବାଦୀ ଓ ଗ୍ରାମବାସୀଙ୍କ ମଧ୍ୟରେ ଗତ ୨୫ ତାରିଖରେ ହୋଇଥିବା ଖଣ୍ଡ ଯୁଦ୍ଧରେ ଅଶାନ୍ତ ହୋଇପଡିଛି ଅଞ୍ଚଳ। ମାଓବାଦୀମାନେ…

6 years ago

ଓଲଟିଲା ବସ୍‌, ୪୦ ଯାତ୍ରୀ ଆହତ

ବଡ଼ସାହି,୨୭।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ମାଣତ୍ରୀରୁ ବାରିପଦା ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଆରପଟ୍ଟା ନିକଟରେ ସୋମବାର ଅପରାହ୍ନରେ ଭାରସାମ୍ୟ ହରାଇ ରାସ୍ତାପାର୍ଶକୁ ଓଲଟି ପଡ଼ିଛି । ଫଳରେ…

6 years ago

ଜିଲାପାଳଙ୍କ ଶୁଣାଣିକୁ ବିରୋଧ: ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ ଜନପ୍ରତିନିଧି

ବୌଦ୍ଧ,୨୭।୧(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ସ୍ଥାୟୀ ବିଡିଓ ନିଯୁକ୍ତି ଦାବିରେ ସମସ୍ତ ପଞ୍ଚାୟତର ଜନପ୍ରତିନିଧି ସୋମବାର ଜିଲାପାଳଙ୍କ ଜନଶୁଣାଣିକୁ ବିରୋଧ କରିଛନ୍ତି। ତଳଗାଁ ପଞ୍ଚାୟତ କାର୍ଯ୍ୟାଳୟରେ…

6 years ago

୭ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଅଫିସ ଘେରିଲେ ଆଦିବାସୀ

ଛତ୍ରପୁର,୨୭।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଆଦିବାସୀ ସଂଗଠନ ପକ୍ଷରୁ ୭ ଦଫା ଦାବି ନେଇ ସୋମବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ଏଥିସହ ଦାବି ପୂରଣ…

6 years ago

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଦୁର୍ବୃତ୍ତ ଲୁଟିନେଲେ ୬ ଲକ୍ଷ

ରାଇରଙ୍ଗପୁର,୨୭।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ବଜାରରେ ୩ ଜଣ ଦୁର୍ବୃତ୍ତ ଏକ ବାଇକ୍‌ରେ ଆସି ଜଣେ ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ତାଙ୍କଠାରୁ ୬ ଲକ୍ଷ ଟଙ୍କା ଲୁଟି…

6 years ago

୮ ଦିନ ଧରି ଆତଙ୍କ ଖେଳାଇ ଚାଲିଛି ହାତୀ: ଏହାକୁ ଧରିବା ଦାବିରେ ରାସ୍ତାରୋକୋ, ଯାତାୟାତ ବାଧାପ୍ରାପ୍ତ

କଳିଙ୍ଗନଗର,୨୭।୧(ଡି.ଏନ୍‌.ଏ.): ଯାଜପୁର ଜିଲା କଳିଙ୍ଗନଗର-ଦାନଗଦୀ ବ୍ଲକରେ ଗତ ୮ଦିନ ଏକ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ୮ ଦିନ ଭିତରେ ହାତୀଟି ୪ ଜଣଙ୍କ ଜୀବନ…

6 years ago

ମାଓବାଦୀଙ୍କ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ କରିଥିଲେ। ଏଥିରୁ…

6 years ago

ମଦ ନିଶାରେ ନିଜ ଶରୀରରେ ଭୁସିଦେଲେ ବୋତଲ

ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମଝିଘରିଆଣି ମନ୍ଦିର ନିକଟରେ ଥିବା ବଙ୍ଗାଳିସାହିରେ ମହେଶ୍ୱର କଲାକା ମଦନିଶାରେ ସୋମବାର ନିଜଦେହରେ ମଦ ବୋତଲ ଭୁସି ଦେଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ଘରୁ…

6 years ago

ବସ୍‌-ଟ୍ରାକ୍ଟର ଦୁର୍ଘଟଣାରେ ୨ ଶ୍ରମିକ ମୃତ୍ୟୁ ଘଟଣା: କାଗଜପତ୍ର ନ ଥିବାରୁ ଜରିମାନା ଆଦାୟ

ସମ୍ବଲପୁର,୨୭।୧(ବ୍ୟୁରୋ): ସମ୍ବଲପୁର ଜାତୀୟ ରାଜପଥ ୫୫ରେ ଯୁଯୁମୁରା ଥାନା ମୁଦେର ଗ୍ରାମ ନିକଟରେ ରବିବାର ପୂର୍ବାହ୍ନରେ ଏକ ଟ୍ରାକ୍ଟର ପଛରେ ଯାତ୍ରୀବାହୀ ବସ୍‌ ଧକ୍କା ଦେବାରୁ ଏଥିରେ…

6 years ago

ପରିବା ବ୍ୟବସାୟୀଙ୍କୁ ଗୁଳିମାଡ଼

ବାରଙ୍ଗ,୨୭।୧(ଡି.ଏନ୍‌.ଏ.): ଖୋର୍ଦ୍ଧା ନନ୍ଦନକାନନ ଥାନା ଅଧିନସ୍ଥ ପଦାସାହି ଗ୍ରାମମୁଣ୍ଡରେ ସୋମବାର ସକାଳେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ଢାଓ୍ବା ଗ୍ରାମର ସମୀର କାଣ୍ଡି ନାମକ ପରିବା ବ୍ୟବସାୟୀ ଗୁରୁତର…

6 years ago