ଆମ ଜିଲା ଖବର

୨ ଗୋଷ୍ଠୀ ମଧ୍ୟରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଞ୍ଚଳରେ ୨ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ…

6 years ago

ବୋଲେରୋ ଧକ୍କାରେ ମହିଳାଙ୍କ ଜୀବନ ଗଲା

ବାଲିଆପାଳ, ୨୫।୧(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବଉଳକୁଞ୍ଜ ପଡ଼ିଆଠାରେ ଅପକିରି ସାମନ୍ତରାୟ ନାମ୍ନୀ ମହିଳାଙ୍କୁ ବୋଲେରୋ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ଘର ପ୍ରତାପୁର ଗ୍ରାମରେ। ଧକ୍କା…

6 years ago

ଯୌତୁକ ଦାବିରେ ବଧୂହତ୍ୟା ଅଭିଯୋଗ, ସ୍ବାମୀ ଅଟକ

ହିଞ୍ଜିଳିକାଟୁ,୨୫।୧(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୋଳିଦାସପୁର ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଯୌତୁକ ପାଇଁ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମହିଳା…

6 years ago

ଅଣ୍ଡର ବ୍ରିଜ ନିର୍ମାଣ ଲାଗି ଚତୁର୍ଥ ଦିନରେ ଆନ୍ଦୋଳନ : ଜିଲା ପ୍ରଶାସନ ପକ୍ଷରୁ ବୈଠକ

କେସିଙ୍ଗା, ୨୫।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହର ନିକଟରେ ଥିବା ରେଳ ଫାଟକ ନିକଟରେ ଅଣ୍ଡର ବ୍ରିଜ ନିର୍ମାଣ ଦାବି ଶନିବାର ଚତୁର୍ଥ ଦିନରେ ପହଞ୍ଚିଛି। ଏ…

6 years ago

ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳଙ୍କଠାରୁ ପଦକ ଗ୍ରହଣ କରିବେ ୭ ଭିଜିଲାନ୍ସ ଅଧିକାରୀ

କଟକ ଅଫିସ,୨୫।୧: ରବିବାର ସାଧାରଣତନ୍ତ୍ର ଦିବସ ଅବସରରେ ୭ଜଣ ଭିଜିଲାନ୍ସ ଅଧିକାରୀଙ୍କୁ ରାଜ୍ୟସ୍ତରୀୟ ପଦକ ପ୍ରଦାନ କରାଯିବ। ଭୁବନେଶ୍ୱରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କଠାରୁ ଅଧିକାରୀମାନେ ପଦକ ଗ୍ରହଣ…

6 years ago

ଏସ୍‌ସିବି ପୁନର୍ବିନ୍ୟାସ: କ୍ଷତିଗ୍ରସ୍ତଙ୍କ ଥଇଥାନ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧(ବ୍ୟୁରୋ): କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍‌ପିଟାଲ(ଏସ୍‌ସିବି) ପୁନର୍ବିନ୍ୟାସ କାର୍ଯ୍ୟକ୍ରମରେ କ୍ଷତିଗ୍ରସ୍ତଙ୍କ ପାଇଁ ଥଇଥାନ ଏବଂ ସହାୟତା ପ୍ୟାକେଜକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

6 years ago

ବନ ବିଭାଗ ପକ୍ଷରୁ ଚଢ଼ାଉ: ବ୍ୟାପକ ଶାଗୁଆନ କାଠ ଜବତ

ଲୋଇସିଂହା,୨୫।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ବନ ବିଭାଗ ସ୍କ୍ବାଡ୍‌ ପକ୍ଷରୁ ସାଲେଭଟାର ଡୁଡୁକା ରାସ୍ତାରେ ଥିବା ଜଣେ ବ୍ୟବସାୟୀଙ୍କ ଘରେ ଶନିବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ବ୍ୟାପକ…

6 years ago

ଟ୍ରକ୍‌ ଧକ୍କାରେ ଯୁବକ ମୃତ ଘଟଣା: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ

ପାଟଣାଗଡ଼,୨୫।୧(ଡି.ଏନ୍‌.ଏ.):ବଲାଙ୍ଗୀର ଜିଲା ପାଟଣାଗଡ଼ ଡାକ୍ତରଖାନା ସମ୍ମୁଖରେ ଶୁକ୍ରବାର ରାତିରେ ଏକ ଟ୍ରକ୍‌ ଧକ୍କାରେ ରହେନମାଲ ଗ୍ରାମର ଯୁବକ ବେଣୁଧର କୁଅଁରଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଶନିବାର…

6 years ago

ଛାତ୍ରୀଙ୍କୁ ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗ: ପ୍ରତିବାଦରେ ଧାରଣା

ଗୋପ,୨୫।୧: ପୁରୀ ଜିଲା ଗୋପ କଲେଜର ଅଧ୍ୟାପକ ଜଣେ ଛାତ୍ରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଶନିବାର ଛାତ୍ରୀଛାତ୍ର କାର୍ଯ୍ୟାନୁଷ୍ଠାନ ଦାବିରେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ପ୍ରକାଶ…

6 years ago

ମନ୍ଦିର ପୂଜାରୀଙ୍କୁ ବନ୍ଧୁକ ଦେଖାଇ ୩୬ ହଜାର ଲୁଟିନେଲେ ଦୁର୍ବୃତ୍ତ

ରାଇକିଆ,୨୫।୧(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ରାଇକିଆ ବ୍ଲକ କରଡ଼ା ଗ୍ରାମରେ ଥିବା ହନୁମାନ ମନ୍ଦିରର ପୂଜାରୀଙ୍କୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୩୬ ହଜାର…

6 years ago