ଛତ୍ରପୁର,୨୨୧(ଡି.ଏନ.ଏ)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ମଙ୍ଗଳବାର ଗଞ୍ଜାମ, କନ୍ଧମାଳ ଓ ନୟାଗଡ ଜିଲାର ସହରାଞ୍ଚଳ ଉନ୍ନୟନ ସମୀକ୍ଷା ନିମନ୍ତେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…
କଟକ ଅଫିସ,୨୨ା୧:ଜାତୀୟ ହକି ଚାମ୍ପିୟନ୍ଶିପ୍ରେ ହକି ଓଡ଼ିଶା ଭାଗ ନେବ। ହାଇକୋର୍ଟ ଦେଇଛନ୍ତି ଏହି ଆଦେଶ। ହକି ଇଣ୍ଡିଆ ପକ୍ଷରୁ ଆସନ୍ତା ୨୩ରୁ ଫେବୃୟାରୀ ୨ ତାରିଖ…
ଛତ୍ରପୁର,୨୨ା୧(ଡି.ଏନ୍.ଏ.) -ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁର ଏନ୍ଏସିକୁ ମ୍ୟୁନିସିପାଲିଟି କରିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନ୍ଏସିର ଆଖପାଖ ଅଞ୍ଚଳକୁ ସାମିଲ କରି ମ୍ୟୁନିସିପାଲିଟି କରିବା…
କଟକ ଅଫିସ,୨୨ା୧:ଏଣିକି ରାତି ଅଧରେ ଏସ୍ସିବି ମେଡିକାଲକୁ ଆସୁଥିବା ରୋଗୀଙ୍କୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇ ଦିଆଯିବ। ରୋଗୀଙ୍କୁ ୨୪ ଘଣ୍ଟିଆ ସହାୟତା ଯୋଗାଇବା ପାଇଁ…
ଚିକିଟି,୨୨ା୧(ଡି.ଏନ.ଏ.)-ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅଞ୍ଚଳରେ ଜଣେ ୩ ବର୍ଷର ଶିଶୁକନ୍ୟାଙ୍କୁ ଅଷ୍ଟମ ଶ୍ରେଣୀ ଛାତ୍ର ବଳାତ୍କାର କରିଥିବା ମଙ୍ଗଳବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ମା’ଙ୍କ…
ଦିଗପହଣ୍ଡି,୨୨ା୧(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଗ୍ରାମ୍ୟ ସ୍ବାସ୍ଥ୍ୟ ତାଲିମ କେନ୍ଦ୍ର ପଛ ପଟେ ଧାନଖଳା ଜଗିଥିବା ଜଣେ ଚାଷୀଙ୍କ ହାତୀ ଆକ୍ରମଣରେ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ…
ଓଡ଼ଗାଁ,୨୨ା୧(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁ ଓ ଶରଣକୁଳ ଥାନା ଅଞ୍ଚଳରେ ଦିନକୁ ବେଆଇନ ହମ୍ପ୍ସ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦୁର୍ଘଟଣାର ଦ୍ୱାହି ଦେଇ ଲୋକେ ପ୍ରଶାସନର…
ନୂଆଗାଁ,୨୨ା୧ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ପଞ୍ଚାୟତ ସମିତିର ନବମ ସାଧାରଣ ଅଧିବେଶନ ମଙ୍ଗଳବାର ରାଜୀବ ଗାନ୍ଧୀ ସଭାଗୃହ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ବ୍ଲକ ଚେୟାରମ୍ୟାନ ଅନ୍ତର୍ଯାମୀ…
ଝୁମ୍ପୁରା, ୨୨।୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଘାଟି ଗ୍ରାମବାସୀ ବୈତରଣୀ ନଦୀରେ ପୋଲ ନିର୍ମାଣ ଦାବି କରି ପୁଣି ଥରେ ଜିଲାପାଳଙ୍କ…
ତିହିଡ଼ି, ୨୨ା୧(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ବିଦ୍ୟୁତ୍ ଉପଖଣ୍ଡ ଅଧୀନରେ ତିହିଡ଼ି ଓ ଚାନ୍ଦବାଲି ବ୍ଲକର ୧୩ ହଜାର ପରିବାରକୁ ବିଦ୍ୟୁତ୍ ସଂଯୋଗ ଦିଆଯାଇଛି। ରାଜୀବ ଜ୍ୟୋତି ଓ…