ଆମ ଜିଲା ଖବର

ସ୍ତ୍ରୀ ଅଧିକାର ନ ମିଳିବାରୁ ହତ୍ୟା

ବାଲେଶ୍ୱର ଅଫିସ,୧୯।୧୨: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ମଡେଲ ଥାନା ଅଧୀନ ଗୁଡ଼ିପଦା ଅଞ୍ଚଳରେ ବୁଧବାର ଭୋର୍‌ ସମୟରେ ଏକ ହତ୍ୟାକାଣ୍ଡ ଘଟିଛି। ଭାରତୀୟ ଖାଦ୍ୟ ନିଗମ ବାଲେଶ୍ୱର…

6 years ago

ହଳଦିଆ ବାହାଳରେ ହାତୀ ଆତଙ୍କ

ଓଡ଼ାପଡ଼ା,୧୯।୧୨(ଡି.ଏନ.ଏ.) - ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମେରାମଣ୍ଡଳୀ ସେକ୍ସନ ଅଞ୍ଚଳରେ ୬୦ ହାତୀ ଉପଦ୍ରବ ଚଳାଇଛନ୍ତି। ଫଳରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ବୁଧବାର ପ୍ରାୟ ଭୋର…

6 years ago

ପୋଲିସ ଉପରକୁ ଗୁଳି ଚାଳନା ମାମଲା: ଅଭିଯୁକ୍ତଙ୍କୁ ୫ ବର୍ଷ ଜେଲ୍‌, ଜରିମାନା

କଟକ ଅଫିସ,୧୯।୧୨: ୨୦୧୦ ଜୁନ୍‌ ୨୪ ତାରିଖରେ କଟକ ଓଡ଼ିଆ ବଜାର ନିକଟରେ ଏକ ଗଣ୍ଡଗୋଳ ଘଟିଥିଲା। ଖବରପାଇ ଏଏସ୍‌ଆଇ ପ୍ରିୟବ୍ରତ୍ତ ଦାସଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ…

6 years ago

ଉଦାହରଣ ପାଲଟିଲା କୁଲାଡ଼ ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ: ମୋ ସ୍କୁଲ ଅଭିଯାନରେ ୪.୧୮ ଲକ୍ଷ ଆଦାୟ

ବଅଁରପାଳ, ୧୯।୧୨(ଡି.ଏନ.ଏ.) - ବିଦ୍ୟାଳୟର ବିକାଶ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ମୋ ସ୍କୁଲ ଅଭିଯାନରେ ବଅଁରପାଳ ବ୍ଲକ କୁଲାଡ଼ସ୍ଥିତ ଆଲୁମିନିୟମ ଉଚ୍ଚ ବିଦ୍ୟାଳୟ ଉଦାହରଣ…

6 years ago

ବିଡିଏ ସେକ୍ସନ ଅଫିସରଙ୍କ ଘରେ ଭିଜିଲାନ୍ସ ଯାଞ୍ଚ: ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ

କଟକ ଅଫିସ, ୧୯।୧୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିସମେଣ୍ଟ) ବିଭୂତି ଭୂଷଣ ରାୟଙ୍କ ଘରେ ବୁଧବାର…

6 years ago

ସୁବର୍ଣ୍ଣ ଜୟନ୍ତୀ ଲୋଗୋ ଉନ୍ମୋଚନ ଉତ୍ସବ: ତାଳଚେର କଲେଜକୁ ୟୁନିଭରସିଟି କରିବାକୁ ଦାବି

ତାଳଚେର,୧୯ା୧୨(ନି.ପ୍ର.) - ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରତୀକ (ଲୋଗୋ) ଉନ୍ମୋଚନ ଉତ୍ସବ ବୁଧବାର କଲେଜ ପରିସରରେ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ରାଜ୍ୟ ଶକ୍ତି,…

6 years ago

ବାରବାଟୀ-କଟକ ନିର୍ବାଚନୀ ମାମଲା: ପିଟିଶନ ଖାରଜ କରିବାକୁ ଯୁକ୍ତି

କଟକ ଅଫିସ,୧୯।୧୨ : ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ନିର୍ବାଚନୀ ସତ୍ୟପାଠରେ ତଥ୍ୟ ଲୁଚାଇଛନ୍ତି। ତେଣୁ ତାଙ୍କ ସଭ୍ୟପଦକୁ ରଦ୍ଦ କରିବା ପାଇଁ ପରାଜିତ ପ୍ରାର୍ଥୀ ଦେବାଶିଷ…

6 years ago

ସିସିଟିଭିରେ ଲଢ଼େଇ ଦେଖୁଛି ବନ ବିଭାଗ: ସୁନ୍ଦରୀକୁ ଝାମ୍ପ ଦେଉଛି ପୁରୁଣା ବାଘୁଣୀ

ବନ୍ତଳା,୧୯ା୧୨(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟର ରାଇଗୁଡା ରେଞ୍ଜ ଏନକ୍ଲୋଜର ମଧ୍ୟରେ ଥିବା ବାଘୁଣୀ ସୁନ୍ଦରୀ ସହ ଲଢ଼େଇ କରିବାକୁ ତୟାର ହେଉଛି ପୁରୁଣା ବାଘୁଣୀ।…

6 years ago

ବଢ଼ତି ଭତା ପାଏବାରୁ ଦିବ୍ୟାଙ୍ଗ ବଁଚିତ୍‌

ଚିପିଲିମା, ୧୯।୧୨ (ଡି.ଏନ୍‌.ଏ.)- ରାଏଜ୍‌ ସରକାରକଁର ତରଫୁ ଦିବ୍ୟାଙ୍ଗମାନେ ବଢ଼ତି ଭତା ଟଁକା ପାଏବେ ବଲି ଘୋଷନା କରାଯାଇଛେ। ହେଲେ ସମ୍ବଲପୁର ଜିଲା ଧନକଉଡ଼ା ବ୍ଲକରେ ଇତାର…

6 years ago

ପୌରପାଳିକା ଜାଗାରୁ ଚୋରା ଚାଲାଣ ହେଉଛି ମାଟି: ରାତିରେ ତାଡ଼ି ନିଆଯାଇଛି ଶହ ଶହ ଟ୍ରିପ୍‌

ଅନୁଗୋଳ ଅଫିସ, ୧୯।୧୨- ଅନୁଗୋଳ ପୌରପାଳିକାକୁ ଡମ୍ପିଂୟାର୍ଡ୍‌ ପାଇଁ ମିଳିଥିବା ୫ ଏକର ଜାଗାରୁ ରାତିରେ ହେଉଛି ମାଟି ଚୋରା ଚାଲାଣ। ଜେସିବି ଓ ଟିପ୍ପର ଲଗାଇ…

6 years ago