ଆମ ଜିଲା ଖବର

ଅଁଳା ପଞ୍ଚାୟତ ସରପଞ୍ଚଙ୍କୁ ଅଟକ ରଖିଲେ ଗ୍ରାମବାସୀ

ବେତନଟୀ/ବୈଶିଙ୍ଗା,୧୮ା୫(ଡି.ଏନ୍‌.ଏ.)- ପ୍ରବାସୀଙ୍କୁ ବାଇକ୍‌ରେ ବସାଇ ଆଣିଥିବା ଜଣେ ଯୁବକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଅଁଳା ପଞ୍ଚାୟତରେ ଉତ୍ତେଜନା ଦେଖା…

7 years ago

୩ ସ୍ବତନ୍ତ୍ର ଟ୍ରେନରେ ପହଞ୍ଚିଲେ ୬୬୨ ପ୍ରବାସୀ

ବାଲେଶ୍ୱର ଅଫିସ, ୧୮।୫:  ତାମିଲନାଡୁ, ଆନ୍ଧ୍ରପ୍ରଦେଶ ଓ ଅହମ୍ମଦାବାଦରୁ ୩ ସ୍ବତନ୍ତ୍ର ଟ୍ରେନ ଯୋଗେ ୬୬୨ ପ୍ରବାସୀ ବାଲେଶ୍ୱର ରେଳଷ୍ଟେଶନରେ ପହଞ୍ଚିଛନ୍ତି। ସମସ୍ତ ପ୍ରବାସୀ ବାଲେଶ୍ୱର ଓ…

7 years ago

୩ ଟ୍ରେନ୍‌ରେ ଫେରିଲେ ୪୬୬୪ ପ୍ରବାସୀ

ଛତ୍ରପୁର,୧୭ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସମେତ ଓଡିଶାର ବିଭିନ୍ନ ଜିଲାର ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଜଗନ୍ନାଥପୁର ଷ୍ଟେଶନକୁ ଆସିବାରେ ଲାଗିଛନ୍ତିି। ଶନିବାର ମଧ୍ୟ ପ୍ରବାସୀମାନେ ଟ୍ରେନ୍‌ ଯୋଗେ ଉକ୍ତ ଷ୍ଟେଶନରେ…

7 years ago

ସଙ୍ଗରୋଧ କେନ୍ଦ୍ରରୁ ସ୍ବଚ୍ଛତାର ବାର୍ତ୍ତା: ଝାଡ଼ୁ ମାରିଲେ, ଗଛରେ ପାଣି ଦେଲେ

ଅନୁଗୋଳ ଅଫିସ, ୧୭।୫- ଅନୁଗୋଳ ପୌର ପ୍ରଶାସନ ପକ୍ଷରୁ କରାଯାଇଥିବା ଦୁଇଟି କ୍ବାରାଣ୍ଟାଇନ୍‌ ସେଣ୍ଟରରେ କିଛି ଦିନ ହେଲା ଅଶାନ୍ତିକର ବାତାବରଣ ସୃଷ୍ଟି ହୋଇଥିଲା। ଅନୁଗୋଳ ଟାଉନ…

7 years ago

୩୨୭୬ ଅଙ୍ଗନଓ୍ବାଡି କର୍ମୀଙ୍କୁ ସାନିଟାଇଜ୍‌ କିଟ୍‌

ଅନୁଗୋଳ ଅଫିସ, ୧୭।୫- କରୋନା ବିରୋଧରେ ଲଢ଼େଇ କରୁଥିବା ପ୍ରତିଟି ଯୋଦ୍ଧାଙ୍କ ପାଇଁ ସହଯୋଗର ହାତ ବଢ଼ାଇଛି ଅନୁଗୋଳସ୍ଥିତ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସ୍‌ପିଏଲ୍‌)।…

7 years ago

ରାଶନ ସାମଗ୍ରୀ ହଡ଼ପ ଅଭିଯୋଗ: ମୃତକଙ୍କ ନାମରେ ଉଠୁଛି ଚାଉଳ

ବଇଣ୍ଡା, ୧୭ା୫(ଡି.ଏନ.ଏ.)- ଗରିବ ଲୋକଙ୍କୁ ସରକାର ରାଶନ କାର୍ଡ ମାଧ୍ୟମରେ ଚାଉଳ, ଗହମ ଆଦି ଯୋଗାଇ ଦେଉଥିବାବେଳେ ଅନେକ ସମୟରେ ଏଥିରେ ଅନିୟମିତତା ହେଉଥିବା ଖବର ସାମନାକୁ…

7 years ago

ଖାଦ୍ୟ ଖାଇଲେନି ଅନ୍ତେବାସୀ, ନିମ୍ନମାନର ଅଭିଯୋଗ

କବିସୂର୍ଯ୍ୟନଗର,୧୭ା୫(ଡି.ଏନ୍‌.ଏ.)- ନିମ୍ନମାନର ଅଭିଯୋଗ ଆଣି ଖାଦ୍ୟ ଖାଇଲେ ନାହିଁ ସଙ୍ଗରୋଧରେ ଥିବା ପ୍ରବାସୀ ଓଡ଼ିଆ। ଏପରି ଘଟଣା ଘଟିଛି କବିସୂର୍ଯ୍ୟନଗର ବାଳିକା ହାଇସ୍କୁଲରେ। ଏଠାରେ ୭୮ ଜଣ…

7 years ago

ଚିକିତ୍ସା ପାଇଁ କଟକ ଏସ୍‌ସିବି ମେଡିକାଲ ଗଲେ ରଘୁମଣି

ଜୁନାଗଡ,୧୭।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ (୪୨)ଙ୍କ ଚିକିତ୍ସା ପାଇଁ ଜୁନାଗଡ ବିଧାୟକ ତଥା ରାଜ୍ୟ ସରକାରଙ୍କ ଶକ୍ତି, ଶିଳ୍ପ, ଏମ୍‌ଏସ୍‌ଏମ୍‌ଇ…

7 years ago

ବେଗୁନିଆରେ ପ୍ରଥମ କରୋନା ପଜିଟିଭ: ଆକ୍ରାନ୍ତ ଯୁବକ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଛନ୍ତି

ବେଗୁନିଆ,୧୭ା୫(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ହଜ୍‌ ପଞ୍ଚାୟତରେ ରବିବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।…

7 years ago

ଶୁଣିଲାନି ପ୍ରଶାସନ, ରାସ୍ତା ମରାମତି କଲେ ଯୁବକ

ତୁମୁଡିବନ୍ଧ,୧୭ା୫(ଡି.ଏନ୍‌.ଏ.)- ଅସରାଏ ବର୍ଷାହେଲେ ରାସ୍ତାରେ ଆଣ୍ଠୁଏ ପାଣି, ଗଁାରୁ ବାହାରି ହୁଏନି। ଏନେଇ ତୁମୁଡିବନ୍ଧ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପଯର୍‌ୟନ୍ତ ଅଭିଯୋଗ କରି ସୁଫଳ ନ…

7 years ago