ବରଗଡ଼ ଅଫିସ୍,୨୭।୪: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତଥା କରାମାଡ଼ ଯୋଗୁ ବ୍ୟାପକ ଫସଲକ୍ଷତି ହୋଇଛି। ଏଥିରେ ବରଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗାଇସୀମା, ମାଲିପାଲି,…
ରତ୍ନଗିରି, (ଡି.ଏନ୍.ଏ.)/ବରୀ, (ସ୍ବ.ପ୍ର.) ୨୭।୪-ଯାଜପୁର ଜିଲାରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଥିବା ବେଳେ ସୋମବାର ମଧ୍ୟାହ୍ନ ୧୨ଟା ଠାରୁ ଯାଜପୁର ଜିଲାର…
ବରଗଡ଼ ଅଫିସ୍,୨୭।୪: ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ମା’ ରୀତା ଓ ବାପା ସୁଶୀଳ ଖମାରୀଙ୍କ ୩ଝିଅ ମାନି, ରୁନି ଓ ବିନି…
ବଲାଙ୍ଗୀର, ୨୭ା୪-ବଲାଙ୍ଗୀର ସହରର ପୌରାଞ୍ଚଳରେ ଏସ୍ଏଚ୍ଜି ଗୁ୍ରପର ମହିଳାମାନେ ଓର୍ମାସ ସହଯୋଗରେ ଗାଡିରେ ଘରଘର ବୁଲି ପନିପରିବା ବିକ୍ରି କରୁଥିବା ଭଗବତୀନଗରରେ ଦେଖିବାକୁ ମିଳିଛି ା ସାନିଟାଇଜରରେ…
ବରଗଡ଼ ଅଫିସ୍,୨୭।୪: ଆନ୍ଧ୍ରପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବରଗଡ଼, ବଲାଙ୍ଗୀର ଏବଂ ରାୟଗଡ଼ା ଜିଲାର ୪୭ଶ୍ରମିକ ଚାଲିଚାଲି ଘରକୁ ଫେରୁଛନ୍ତି । ଏ ନେଇ ସୋମବାର ଧରିତ୍ରୀରେ…
ଛତ୍ରପୁର,୨୭ା୪(ଡି.ଏନ୍.ଏ.) : କ୍ୟାନସର ପୀଡ଼ିତ ତଥା ଗଞ୍ଜାମ ଜିଲା ବିଏନ୍ପୁର ଥାନାର ହୋମଗାର୍ଡ ବିଷ୍ଣୁ ପ୍ରସାଦ ବେହେରାଙ୍କ ଚିକିତ୍ସା ଲାଗି ସୋମବାର ଜିଲା ପ୍ରଶାସନ ପକ୍ଷରୁ ବିଶାଖାପାଟଣା…
ବରଗଡ଼ ଅଫିସ୍,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମାଣ୍ଡିଆଢ଼ିପା ଗ୍ରାମରେ ସୋମବାର ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର…
ପୁରୁଷୋତ୍ତମପୁର,୨୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ତତ୍ତ୍ବାବଧାନରେ ପୋଲିସ କର୍ମଚାରୀମାନେ ଲୋକଙ୍କୁ ସଚେତନ କରାଇବା ସହ ମାସ୍କ ବଣ୍ଟନ କରିଛନ୍ତି। ଏସ୍ଆଇ…
ପୁରୀ ଅଫିସ,୨୭।୪: ମହାମାରୀ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ ଆଶଙ୍କା ଦେଖାଦେଇଛି। ଚଳିତବର୍ଷ ରଥଯାତ୍ରା ଆୟୋଜନ ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ…
ହାଟଡିହୀ, ୨୭।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି କିଛି…