ଆମ ଜିଲା ଖବର

ଛାତ୍ରୀଙ୍କ ଆତ୍ମହତ୍ୟା

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ସାଉଡି ଗ୍ରାମର ଜଣେ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ସେ ନବମ ଶ୍ରେଣୀରେ ଅଧ୍ୟୟନ କରୁଥିଲେ। ଗତ ୮…

6 years ago

ପାଇପଲାଇନ କାଟି ତେଲ ଚୋରି

ରୂପସା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ମଧୁସୂଦନ ଗ୍ରାମ ନିକଟ ଦେଇ ଯାଉଥିବା ହଳଦିଆ-ପାରାଦ୍ୱୀପ ପାଇପ ଲାଇନ କାଟି ଦୁର୍ବୃତ୍ତ ନିୟମିତ ତେଲ ଚୋରି କରୁଥିବା ଅଭିଯୋଗ…

6 years ago

ବାଇକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ

ଖଇରା, ୧୦ା୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମାର୍କୋଣା-ଗଣ୍ଡିବେଡ଼ ରାସ୍ତାର କଲିହା ଛକ ନିକଟରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ନନ୍ଦୋର…

6 years ago

ଭୋର ୪ଟାରେ କଟକରେ ପହଞ୍ଚିଲେ ୫-ଟି ସଚିବ: ଖାନନଗରକୁ ଘୁଞ୍ଚିବ ବାଦାମବାଡ଼ି ବସ୍‌ଷ୍ଟାଣ୍ଡ

କଟକ ଅଫିସ୍‌,୧୦ା୩: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ମଙ୍ଗଳବାର ଭୋର ପ୍ରାୟ ୪ଟା ବେଳେ କଟକ ବାଦାମବାଡ଼ିରେ ପହଞ୍ଚିଥିଲେ । ବାଦାମବାଡ଼ି ବସ୍‌ଷ୍ଟାଣ୍ଡର ଉନ୍ନତୀକରଣ…

6 years ago

ବିସ୍ଫୋରକ ଜବତ ଘଟଣା: ୨ କୋର୍ଟ ଚାଲାଣ

ଜୟପୁର,୯ା୩(ଡ଼ି.ଏନ୍‌.ଏ)- ଜୟପୁର ଟାଉନ୍‌ ଥାନା ପକ୍ଷରୁ ଗତ ସପ୍ତାହରେ ୫ଟନ୍‌ ବିସ୍ଫୋରକ ଜବତ ଘଟଣାରେ ହାଇଦ୍ରାବାଦର ୨ ଜାଲ୍‌ ବିକ୍ରେତା ରାଜି ରେଡ୍ଡୀ ଏବଂ ମହେଶ୍ୱର ରେଡ୍ଡୀଙ୍କୁ…

6 years ago

ଟ୍ରକକୁ ପଛରୁ ପିଟିଲା ଟ୍ରକ, ଚାଳକ ମୃତ

କେନ୍ଦୁଝର, ୯ା୩(ସ୍ବ.ପ୍ର.)-କେନ୍ଦୁଝର ସହର ଦେଇ ଯାଇଥିବା ପୁରୁଣା ବଜାର ନିକଟ ୨୦ ନଂ. ଜାତୀୟ ରାଜପଥରେ ଏକ ଟ୍ରକ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାକଡରେ ଠିଆ…

6 years ago

ନୂତନ କୋର୍ଟ କୋଠା ଉଦ୍‌ଘାଟିତ

ଚାନ୍ଦିଲି(କୋଟପାଡ଼),୯ା୩(ଡି.ଏନ୍‌.ଏ.):କୋରାପୁଟ ଜିଲା କୋଟପାଡ଼ ଜେଏମ୍‌ଏଫ୍‌ସି କୋର୍ଟର ଏକ ନୂତନ କୋଠା ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ବିଚାରପତି କୃଷ୍ଣରାମ ମହାପାତ୍ର ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ…

6 years ago

ବିବାହ ଭୋଜିକୁ ଯାଉଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ: ୮ ଗୁରୁତର

ମାଲକାନଗିର,୯ା୩(ଡି.ଏନ୍‌.ଏ): ଏକ ବିବାହ ଭୋଜି ପାଇଁ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ୪୦୭ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣାରୁ ପ୍ରକାଶ ଯେ, ସୋମବାର ମାଲକାନଗିରି ଜିଲା ସଦର…

6 years ago

ଦୋଳ ମଣ୍ଡପରେ ନୂତନ ପାଞ୍ଜି ପଠନ

ଖଣ୍ଡପଡ଼ା,୯ା୩(ସ୍ବ.ପ୍ର.): ସୋମବାର ଦୋଳ ପୂର୍ଣ୍ଣମୀ ଅବସରରେ ଶ୍ରୀ ନୀଳମାଧବ ଜୀଉଙ୍କ ସିଂହଦ୍ୱାରସ୍ଥିତ ଦୋଳ ମଣ୍ଡପକୁ ଠାକୁରଙ୍କ ଚଳନ୍ତି ପ୍ରତିମା ମଦନମୋହନଙ୍କୁ ହାନ୍ଦୋଳାରେ ବିଜେ କରାଯାଇଥିଲା। ପୂଜକ ସମାଜ…

6 years ago

ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ ‘ବାହା ପର୍ବ’

ସୁନାବେଡା,୯ା୩(ଡି.ଏନ୍‌.ଏ.): ଆଦିବାସୀ ସାଂସ୍କୃତିକ ପରିଷଦ ଆନୁକୂଲ୍ୟରେ ସୁନାବେଡା ସାହରାଞ୍ଚଳରେ ମହା ଆଡମ୍ବରରେ ବାହା ପର୍ବ ପାଳିତ ହୋଇଯାଇଛି। ଏଥିରେ ଅନୁଷ୍ଠାନର ସମସ୍ତ ପରିବାର ସମେତ ଅବିଭକ୍ତ କୋରାପୁଟ…

6 years ago