ଅନୁଗୋଳ ଅଫିସ୍, ୭।୩ - ଅନୁଗୋଳ ଜିଲାରେ ବଢ଼ୁଛି ଚୋରା ଡିନାମାଇଟ୍ କାରବାର। ଏହାକୁ ବିସ୍ଫୋରଣ କରି ନଦୀ, ଯୋର ଆଦିରୁ ମାଛ ମାରିବା ସହଜ ହେଉଥିବାରୁ…
ଅନୁଗୋଳ ଅଫିସ, ୭।୩ - ଅନୁଗୋଳ ଜିଲା ସ୍ବାସ୍ଥ୍ୟମିଶନ ଦ୍ୱାରା ଜିଲାସ୍ତରୀୟ ଆଶା ଓ ଗଁ। କଲ୍ୟାଣ ସମିତି ସମ୍ମିଳନୀ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ ଗୃହରେ…
ପରଜଙ୍ଗ, ୭।୩(ଡି.ଏନ.ଏ.) - ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ମାଣିକମରା ପଞ୍ଚାୟତ ଅଧୀନ ସରକିଶୋରପାଳ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ନଳକୂପ ଦେଢ଼ମାସ ହେଲା ଅଚଳ ହୋଇପଡ଼ିଛି।…
ପାରାଦୀପ, ୭।୩ (ସ୍ବ.ପ୍ର.): ପାରାଦୀପ ମଡେଲ ଥାନା ଅଧୀନ ମଧୁବନ ଶ୍ମଶାନ ରାସ୍ତା ନଦୀ ପଠାଠାରେ ଏକ ରହସ୍ୟଜନକ ସମାଧିକୁ ନେଇ ଶୁକ୍ରବାର ଅପରାହ୍ନରେ ହଟଚମଟ ସୃଷ୍ଟି…
କୁଜଙ୍ଗ, ୭।୩ (ଡି.ଏନ୍.ଏ.): ଟାଓ୍ବାରରୁ ବ୍ୟାଟେରି ଚୋରି ଅଭିଯୋଗରେ କୁଜଙ୍ଗ ପୋଲିସ ଗତ ବୁଧବାର ଗିରଫ କରିଥିବା ଜଣେ ଅଭିଯୁକ୍ତ ଥାନାରୁ ଦୁଇ ଥର ଚମ୍ପଟ ମାରିବା…
ଅନୁଗୋଳ ଅଫିସ୍,୭।୩ - ଅନୁଗୋଳ ଶ୍ରମ ଜିଲାର ୫ଟି ବ୍ଲକର ନିର୍ମାଣ ଶ୍ରମିକମାନଙ୍କୁ ନେଇ ଶୁକ୍ରବାର ଅନୁଗୋଳ ପୌରପାଳିକା ଟାଉନ୍ ହଲ ଠାରେ ନିର୍ମାଣ ଶ୍ରମିକ ସେବା…
ଭୁବନ, ୭।୩(ଡି.ଏନ.ଏ.) - ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ…
ନାଉଗଁ।, ୭।୩ (ସ୍ବ.ପ୍ର.): ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଅନୁଦାନ ଅର୍ଥ ଯୋଗାଇ ଦିଆଯାଉଥିବା ବେଳେ…
ରଣପୁର,୭ା୩(ସ୍ବ.ପ୍ର.): ରଣପୁର ବ୍ଳକ ଚାନ୍ଦପୁରସ୍ଥିତ ରଘୁ ଦିବାକର ନୋଡାଲ ଉଚ୍ଚ ବିଦ୍ୟାଳୟରେ ୩ଦିନ ଧରି ମଧ୍ୟାହ୍ନଭୋଜନ ବନ୍ଦ ରହିଥିଲା। ଗଜଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ଜଣେ ସଦସ୍ୟା…
ପାଲଲହଡା,୭ା୩(ଡି.ଏନ.ଏ) - ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡର ଲୋକ ମହୋତ୍ସବ ମାଲ୍ୟଗିରି ମହୋତ୍ସବର ଶୁକ୍ରବାର ଥିଲା ଦ୍ୱିତୀୟ ସା। ଏହି ଅବସରରେ ଜିଲା ତଥା ଜିଲା ବାହାରୁ…