ଆମ ଜିଲା ଖବର

ମହୁଲ ବୋଝେଇ ମିନିଟ୍ରକ୍‌ ଧରାପଡ଼ିଲା

ପଦ୍ମପୁର,୧୨।୫(ଡି.ଏନ.ଏ): ବରଗଡ଼ ଜିଲା ବୁଡ଼େନ ଥାନା ପୋଲିସ ହାତରେ ମଙ୍ଗଳବାର ମହୁଲ ଚୋରାଚାଲାଣ ଧରାପଡ଼ିଛି। ପୋଲିସ ଏକ ମହୁଲ ବୋଝେଇ ମିନିଟ୍ରକ୍‌ (ନଂ.ଓଡ଼ି୧୭ଏସ୍‌/୩୬୭୧)କୁ ଜବତ କରିଛି ।…

7 years ago

ରାସ୍ତାକାମ ନ କରି ଉଠାଇ ନେଲେ ଟଙ୍କା

ବରଗଡ଼ ଅଫିସ୍‌,୧୨।୫: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗ ଅଧୀନରେ ଚାଲିଥିବା ପ୍ରକଳ୍ପ କାମରେ କିଭିଳି ସ୍ବଚ୍ଛତା ରହିଛି, ତାର ଏକ ଦୃଷ୍ଟାନ୍ତ ପଦାକୁ ଆସିଛି ।…

7 years ago

CORONAVIRUS UPDATE : କେନ୍ଦୁଝରରେ ଆଉ ୨ କରୋନା ପଜିଟିଭ, ଉଭୟ ସୁରଟ ଫେରନ୍ତା

ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ଆଉ ୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୯କୁ ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତ ଦ୍ୱୟ କେନ୍ଦୁଝର…

7 years ago

ଲକ୍‌ଡାଉନ ଉଲ୍ଲଂଘନ କରି କ୍ୱାରାଣ୍ଟାଇନରେ ରହିଲେ ସରପଞ୍ଚ, ଯନ୍ତ୍ରୀଙ୍କ ସହ ଏସ୍‌ଆଇ

ପାରଳାଖେମୁଣ୍ଡି,୧୨ା୫ (ସ୍ବ.ପ୍ର.) -ଗଜପତି ଜିଲାରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ କରି ଜିଲାପାଳ କ୍ଷମତାପ୍ରାପ୍ତ ଜଣେ ସରପଞ୍ଚ ନିଜ ପରିବାରଙ୍କ ସହ କ୍ୱାରାଣ୍ଟାଇନରେ ରହିଛନ୍ତି। ସେହିପରି କରୋନା ସଂକ୍ରମିତ…

7 years ago

ଉପାନ୍ତ ଅଞ୍ଚଳରେ କରୋନା ଯୋଦ୍ଧା: ୩ବର୍ଷର ପିଲାକୁ ଧରି ଗ୍ରାମରେ ଲୋକଙ୍କୁ କରୁଛନ୍ତି ସଚେତନ

ଜୟପୁର,୧୨ା୫ (ନି.ପ୍ର.)-କରୋନା ପାଇଁ ଏବେ ସାରା ଦେଶ ଲକ୍‌ଡାଉନରେ ରହିଛି। ତେବେ ଏନେଇ ରହିଥିବା ସଚେତନତା ବାର୍ତ୍ତା ଉପାନ୍ତ ଅଞ୍ଚଳରେ ପହଞ୍ଚତ୍ ପାରୁନାହିଁ। ଏଭଳି ସ୍ଥିତିରେ କାଖରେ…

7 years ago

ଚୋରି ଟଙ୍କା, ସୁନା ଜବତ: ୨ ଗିରଫ

ଦିଗପହଣ୍ଡି,୧୨ା୫(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ମଙ୍ଗଳବାର ପାଟପୁର ଥାନା ସାହସପୁର ଉତୁରାସି ବସ୍ତିର ବୁଦ୍ଧିଆ ପ୍ରଧାନ ଏବଂ ଟି. ସନ୍ତୋଷଙ୍କୁ ଏକ ଚୋରି ମାମଲାରେ ଗିରଫ କରିଛି। ଥାନା…

7 years ago

୨ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରିକୁ ନେଇ ଲୋକେ ଛାନିଆ

କପ୍ତିପଦା,୧୨ା୫(ଡି.ଏନ.ଏ)- ସୁରତ ଫେରନ୍ତା ଲିଙ୍କ୍‌ରେ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ରୁ ୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଭୟର ବାତାବରଣ ସୃଷ୍ଟି ହେବା ସହ…

7 years ago

ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ

ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍‌ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍‌.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା ସହିତ…

7 years ago

ଡ୍ୟୁଟିରେ ଥିବା ବେଳେ ବୃଦ୍ଧାଙ୍କୁ ଖୁଆଇବା ଘଟଣା: ମାଲକାନଗିରି ଏସ୍‌ଆଇ ଶୁଭଶ୍ରୀଙ୍କ ପ୍ରଶଂସାରେ ଶତମୁଖ ମେଗାଷ୍ଟାର ଚିରଞ୍ଜୀବୀ, ଭିଡିଓ କଲ୍‌ ଯୋଗେ କଥା ହେଲେ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ମେଗାଷ୍ଟାର ଚିରଞ୍ଜୀବୀ ଡ୍ୟୁଟିରେ ଥିବା ସମୟରେ ଜଣେ ବୃଦ୍ଧ ମହିଳାଙ୍କୁ ଖାଇବାକୁ ଦେଇଥିବାରୁ ମାଲକାନଗିରି ସବ୍‌-ଇନ୍ସପେକ୍ଟର ଶୁଭଶ୍ରୀ ନାୟକଙ୍କୁ ପ୍ରଶଂସା କରିଛନ୍ତି। ବିଶ୍ୱ ମାତୃ ଦିବସ…

7 years ago

ବନ୍ତରେ ପହଞ୍ଚତ୍ଲେଣି ୧୫୧ ପ୍ରବାସୀ ଓଡ଼ିଆ

ବନ୍ତ,୧୨।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ ପରିପେକ୍ଷୀରେ ଭଦ୍ରକ ଜିଲା ବନ୍ତ ବ୍ଲକରେ ୨୬ଟି ରାଜ୍ୟରୁ ଘରକୁ ଫେରିବା ୮୪୪୧ ଜଣ ପ୍ରବାସୀ ଓଡିଆ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ…

7 years ago