ଆମ ଜିଲା ଖବର

ଆନ୍ଧ୍ର ଟ୍ରକ ଚାଳକଙ୍କୁ ମାଡ ମାରି ଲୁଟ, ୩ ଗିରଫ

ହିଞ୍ଜିଳିକାଟୁ,୫ା୩(ଡି.ଏନ୍‌.ଏ.) - ହିଞ୍ଜିଳି ଥାନା ବୁରୁପୋଡା ଛକରେ ରବିବାର ରାତି ପ୍ରାୟ ୯ରେ ଏକ ଆନ୍ଧ୍ର ଟ୍ରକ ଚାଳକଙ୍କୁ ଲୁଟେରା ଆକ୍ରମଣ କରି ମୋବାଇଲ ଓ ୫ହଜାର…

6 years ago

କଳା, ବାଣିଜ୍ୟ ବିଭାଗ ଭାଷା ପରୀକ୍ଷାରେ ୭ ମାଲପ୍ରାକ୍ଟିସ୍‌

ବ୍ରହ୍ମପୁର ଅଫିସ,୫ା୩ - ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନ ବୁଧବାର କଳା ଓ ବାଣିଜ୍ୟ ବିଭାଗର ମାତୃଭାଷା…

6 years ago

ଉଦ୍‌ଘାଟନ ପରଠୁ ବିଜୁ ପାଠାଗାରରେ ତାଲା

ଭଞ୍ଜନଗର,୫।୩(ଡି.ଏନ୍‌.ଏ.) - ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଗୁରୁବାର ୧୦୪ତମ ଜୟନ୍ତୀ। ପୁଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବର୍ତ୍ତମାନ ଶାସନ…

6 years ago

ଗିରଫ ହେଲେ ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ: ମିଳିଲା ୫ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି,  ୩ କୋଟି ୮୦ଲକ୍ଷର ହିସାବ ଦେଇ ପାରିଲେନି

ବ୍ରହ୍ମପୁର ଅଫିସ/ଗଞ୍ଜାମ,୫ା୩(ଡି.ଏନ.ଏ.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ବିନୋଦ ଚନ୍ଦ୍ର ପାଢ଼ୀ ବୁଧବାର ଗିରଫ ହୋଇଛନ୍ତି। ଭିଜିଲାନ୍ସ ବିଭାଗ ପକ୍ଷରୁ…

6 years ago

ସୁରକ୍ଷାକର୍ମୀଙ୍କୁ ଟ୍ରକ ଚପାଇ ହତ୍ୟା ଉଦ୍ୟମ: ଟ୍ରକ ଜବତ, ଚାଳକ ଗିରଫ

ବଡବିଲ, ୫।୩(ସ୍ବ.ପ୍ର.)-ଦୁଇ ଜଣ ସୁରକ୍ଷାକର୍ମୀଙ୍କୁ ଟ୍ରକ ଚପାଇ ହତ୍ୟା ଉଦ୍ୟମ କରାଯିବା ଅଭିଯୋଗକ୍ରମେ କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ଏକ ମାମଲା ରୁଜୁ କରି ଟ୍ରକ୍‌କୁ…

6 years ago

ନିଖୋଜ ନାବାଳିକାଙ୍କୁ ମିଳିଲା ଘର ଠିକଣା

କେନ୍ଦୁଝର, ୫ା୩ (ସ୍ବ.ପ୍ର.)-୪ବର୍ଷ ତଳେ ନିଖୋଜ ଥିବା ଜଣେ ୧୨ବର୍ଷୀୟା ନାବାଳିକା ଘର ଠିକଣା ପାଇ ମଙ୍ଗଳବାର ବାପା, ଭାଇ ନିକଟକୁ ଫେରିଆସିଛନ୍ତି। ତାଙ୍କୁ ଫେରି ପାଇ…

6 years ago

ଫୁଲ ଚାଷ ଆଣିଛି ନୂଆ ଆଶା

କେନ୍ଦୁଝର, ୫ା୩ (ସ୍ବ.ପ୍ର.)-ପାରମ୍ପରିକ କୃଷିଠାରୁ ଚାଷୀମାନେ ମୁହଁ ଫେରାଇ କ୍ରମେ ଅଣପାରମ୍ପରିକ କୃଷି ପ୍ରତି ମନ ବଳାଉଛନ୍ତି। ଜଳବାୟୁ ପରିବର୍ତ୍ତନ, ଅନିୟମିତ ବର୍ଷା ଆଦି କାରଣରୁ ଫସଲରେ…

6 years ago

ଆଜିଠୁ ଭଣ୍ଡାରିପୋଖରୀ ମୁନ୍‌ସୀ ମେଳଣ: ସମ୍ପର୍କ ଯୋଡ଼େ ଫଗୁଖେଳ

ଭଣ୍ଡାରିପୋଖରୀ,୫।୩(ଡି.ଏନ.ଏ.)- ଭଦ୍ରକ ଜିଲାର ପ୍ରସିଦ୍ଧ ଭଣ୍ଡାରିପୋଖରୀ ମୁନସୀ ମେଳଣ ଗୁରୁବାରଠାରୁ ଆରମ୍ଭ ହେବ। ଦୁଇଦିନ ଧରି ମେଳଣ ଚାଲିବ। ଏ ନେଇ ପୋଲିସ ଓ ମୁନସୀ ମେଳଣ…

6 years ago

କାୟା ବିସ୍ତାର କରୁଛି ଜଣ୍ଡିସ୍‌ : ୨୦ ଆକ୍ରାନ୍ତ

ଉଦଳା,୫ା୩(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବ୍ଲକ ଅଧୀନ ନୂଆସାହି ଗ୍ରାମରେ ଜଣ୍ଡିସ୍‌ ଆତଙ୍କ ଦେଖାଦେଇଛି। ଗ୍ରାମର ୨୦ରୁ ଅଧିକ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ଏହି ରୋଗ…

6 years ago

କୋଇଲା ବୋଝେଇ ବଗି ଛାଡ଼ି ଚାଲିଗଲା ଇଞ୍ଜିନ୍‌

ବସ୍ତା,୫।୩(ଡି.ଏନ.ଏ.)- ଦକ୍ଷିଣ-ପୂର୍ବ ରେଳପଥର ବସ୍ତା ଷ୍ଟେଶନ ନିକଟରେ ବୁଧବାର ସନ୍ଧ୍ୟା ୫ଟା ୫୦ ମିନିଟ୍‌ ସମୟରେ ଏକ କୋଇଲା ବୋଝେଇ ଟ୍ରେନ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛି…

6 years ago