ଚଣ୍ଡିଖୋଲ,୧୧।୧(ଡି.ଏନ୍.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ କଡ଼େଇଛକ ନିକଟରେ ଶନିବାର ସକାଳେ ଏକ ଗ୍ୟାସ୍ ଟ୍ୟାଙ୍କର ଗାଡି ଓଲଟି ପଡିଛି।…
ଜୟପୁର,୧୧।୧(ଡି.ଏନ୍.ଏ.): କୋରାପୁଟ ଜିଲା ବି.ସିଙ୍ଗପୁର ଥାନା ରାଣିଗଡ଼ ଫାଣ୍ଡି ଅନ୍ତର୍ଗତ ବାଳିପୂଜାରିପୁଟଠାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ଥାନୀୟ…
ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’…
କଟକ ଅଫିସ,୧୧।୧: ଏସ୍ସିବି ଆଇସିୟୁରୁ ହ୍ୟାଣ୍ଡକଫ୍ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ।…
ପାଟଣା,୧୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଟେଣ୍ଡେରା ପଞ୍ଚାୟତ ହରିହରପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା କ୍ରମରେ ଏକ ଗୋଠଛଡା ଦନ୍ତା ଜଣେ ୧୧ବର୍ଷୀୟା…
ନୟାଗଡ଼ ଅଫିସ,୧୧।୧: ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ାଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ କାର୍ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଗୋଟିଏ…
କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା…
ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା ପରେ…
ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ…
ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ…