ଖୋର୍ଦ୍ଧା ଅଫିସ,୧୦।୧୨: ଖୋର୍ଦ୍ଧା ଅବକାରୀ ସ୍କ୍ବାର୍ଡର ୭ଜଣିଆ ଟିମ୍ ବେଗୁନିଆ ଥାନା ବରବେରଣା ନୂଆସାହିରେ ମଙ୍ଗଳବାର ପୂର୍ବାହ୍ନରେ ଚଢ଼ାଉ କରି ୨୧ ଗ୍ରାମ ବ୍ରାଉନ୍ସୁଗାର ଜବତ କରିଛି।…
କଣ୍ଟାପଡା,୧୦।୧୨(ଡି.ଏନ୍.ଏ.): ଶାଳୀ ସହ ଘଟିଥିବା ଅନ୍ତରଙ୍ଗ ମୁହୂର୍ତ୍ତର ଅଶ୍ଳୀଳ ଫଟୋକୁ ଭାଇରାଲ କରିଦେବାକୁ ଧମକ ଦେବା ଅଭିଯୋଗରେ ଓଲଟପୁର ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରି ମଙ୍ଗଳବାର…
ରାଜନଗର,୧୦।୧୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ତ୍ରିନାଥ ବଜାରସ୍ଥିତ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିକୁ ଅସମ୍ମାନ କରାଯାଇଛି। ଦୁର୍ବୃତ୍ତମାନେ ପ୍ରତିମୂର୍ତ୍ତିରୁ ମୁଣ୍ଡ କାଟି…
ବଡ଼ସାହି,୧୦।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ ପଶୁଦା ଗ୍ରାମ ଭୋଳପଦା ସାହିର ନବମ ଶ୍ରେଣୀର ଛାତ୍ର କାଳିଦାସ ମାରାଣ୍ଡି ମଙ୍ଗଳବାର ଦେହରେ କିରୋସିନ ଢାଳି…
ଭଦ୍ରକ ଅଫିସ,୧୦।୧୨: ଆର୍ଟିଓ ଅଫିସକୁ ଲାଇସେନ୍ସ କରିବାକୁ ଯାଉଥିବାବେଳେ ଟ୍ରକ୍ ଚକାତଳେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ଭଦ୍ରକ ଜିଲା ୧୬…
ପୁରୀ ଅଫିସ,୧୦।୧୨: ସ୍ବର୍ଗଦ୍ୱାରର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ କରାଯିବ। ଏଥିପାଇଁ ମଙ୍ଗଳବାର ଏହା ପରିସରରେ ଥିବା ପୁରୁଣା କୋଠା ଉଚ୍ଛେଦ ଆରମ୍ଭ ହୋଇଛି। ଏହି ଉଚ୍ଛେଦ କାର୍ଯ୍ୟ…
ଆନନ୍ଦପୁର,୧୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଭାଟସିରା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନାବାଳକ ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର ହୋଇ ଆନନ୍ଦପୁର…
ଭଦ୍ରକ ଅଫିସ,୧୦।୧୨: ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ‘୫ଟି’ର ଏକ ୩ ଜଣିଆ ଟିମ୍ ଅଚାନକ ପହଞ୍ଚିଛନ୍ତି। ପରେ ମେଡିକାଲ ପରିଦର୍ଶନ କରି ରୋଗୀଙ୍କୁ ସ୍ବାସ୍ଥ୍ୟ ବିଭାଗ…
ଲୋଇସିଂହା,୧୦।୧୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି ଓ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଲୋଇସିଂହାଖବରଦାତା ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ…
ଜୟପୁର,୧୦।୧୨(ନି.ପ୍ର.): କୋରାପୁଟ ଜିଲାର ପ୍ରସିଦ୍ଧ ଗୁପ୍ତେଶ୍ୱର ପୀଠରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମନ୍ଦିର ଭିତରୁ ଜଣେ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…