ଭଦ୍ରକ ଅଫିସ, ୧୦।୧୨- ଗୋପାଳନକୁ ପ୍ରୋତ୍ସାହନ ଦେବା ଲାଗି ସରକାର ବିଭିନ୍ନ ଯୋଜନା କରୁଥିବା ବେଳେ ଚାଷୀଙ୍କ ଆର୍ଥିକ ମାନଦଣ୍ଡ ଦୃଢ଼ କରିବା ପାଇଁ ସମବାୟ ସମିତି…
ଉଦଳା,୧୦ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ଅଧୀନ ଶିମିଳିପାଳ ଅଭାୟରଣ୍ୟର ପର୍ଯ୍ୟଟନସ୍ଥଳୀ ଦେଇ ପ୍ରବାହିତ ଦେଓ ନଦୀ କୂଳରେ ସୋମବାର ଗୋଟିଏ ମାଈ ହାତୀର ମୃତଦେହ…
ବିଶୋଇ,୧୦ା୧୨(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳରେ ଶନିବାର ରାତିରେ ଗୁଳିକରି ମହିଳାଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାଶ ହୋଇଛି। ଭଜଣା ମୃତ୍ୟୁର ପ୍ରତିଶୋଧ ନେବା ପାଇଁ…
କପ୍ତିପଦା,୧୦ା୧୨(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍ ଦେଇ ଟି.ଡି.ପି.ୟୁ ଏମ.ବି.ଆର(ଠାକୁରମୁଣ୍ଡା, ଡଙ୍ଗାଡିହା, ପୋଡାଡିହା,ଉଦଳା,ମାଣତ୍ରୀ,ବୈଶିଙ୍ଗା ଓ ରୂପସା) ଏମଡିଆର-୭୦ ଏକ ରାସ୍ତା ରହିଛି। ଏହି ରାସ୍ତାକୁ ଜାତୀୟ ରାଜପଥର…
ବେତନଟୀ,୧୦ା୧୨(ଡି.ଏନ୍.ଏ.)- ବେତନଟୀ ରେଳଷ୍ଟେଶନ ପରିସରରେ ଦୀର୍ଘ ବର୍ଷ ଧରି ଦୋକାନ ବଜାର ଓ ଡ଼େଲି ପରିବା ମାର୍କେଟ ଗଢି ଉଠିଥିବାବେଳେ ସୋମବାର ଏହାକୁ ଉଚ୍ଛେଦ କରାଯାଇଛି। ରେଳ…
ଭୋଗରାଇ, ୧୦।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶ୍ରଦ୍ଧାପୁର ପଞ୍ଚାୟତ ଉପନିର୍ବାଚନରେ ବିଶୃଙ୍ଖଳା, ଭୋଟବାକ୍ସ ଖୋଲା ଓ ଭାଙ୍ଗିବା ଘଟଣା ଅଭିଯୋଗ ହେବା ପରେ କାର୍ଯ୍ୟରେ ଅବହେଳା କରିଥିବା…
ବାଲେଶ୍ୱର ଅଫିସ, ୧୦ା୧୨-ବାଲେଶ୍ୱର ସବ୍ରେଜିଷ୍ଟ୍ରି ଅଫିସରେ ସୋମବାର ରାତି ପ୍ରାୟ ୯ଟା ୪୫ ମିନିଟ୍ରେ ନିଅଁ। ଲାଗିଯାଇଥିଲା। ସ୍ଥାନୀୟ ଲୋକେ ନିଅଁ। ଲାଗିଥିବା ଦେଖି ଅଗ୍ନିଶମ ବିଭାଗକୁ…
ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଭ୍ରମରବାଡ଼ି ପଞ୍ଚାୟତ ଲାଦାଙ୍ଗି ନୂତନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଟୁନା ପ୍ରଧାନ। ତାଙ୍କ ବାମ କାନକୁ ଆଦୌ ଶୁଭୁ ନ…
ରାଇକିଆ,୧୦ା୧୨(ଡ଼ି.ଏନ.ଏ)-ରାଇକିଆ ସାପ୍ତାହିକ ହାଟ ସୋମବାର ଦୁଇଟି ସ୍ଥାନରେ ଏକା ସମୟରେ ଚାଲୁଛି। ହାଟକୁ ଆସୁଥିବା ବ୍ୟବସାୟୀମାନେ ଏହାକୁ ବିରୋଧ କରି ରାସ୍ତା ଅବରୋଧ କରିଛନ୍ତି। ଏପରିକି ରାସ୍ତା…
ଦାରିଙ୍ଗବାଡ଼ି,୧୦।୧୨(ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୨ଦିନ ହେଲା କୋହଲା ପାଗ ସାଙ୍ଗକୁ ଦିନରେ ଶୀତ ବୃଦ୍ଧି ପାଇଛି। ସୋମବାର ସକାଳ ୮ଟା ସୁଦ୍ଧା ତାପମାତ୍ରା ସର୍ବନିମ୍ନ ୧୦.୫…