ନୟାଗଡ଼ ଅଫିସ,୨୩ା୨: ଶୁକ୍ରବାର ନୟାଗଡ ବନଖଣ୍ଡ ପଞ୍ଚରିଡା ରେଞ୍ଜ ତଲାରିବନ୍ଧ ଅଞ୍ଚଳରୁ ବନ ବିଭାଗ ଜବତ କରିଥିଲା ଏକ ଜାଳେଣି କାଠ ବୋଝେଇ ଟ୍ରାକ୍ଟର। ଜବତ ପରେ…
ଢେଙ୍କାନାଳ ଅଫିସ, ୨୩।୨ - ହୁଗୁଳି ଯାଇଛି ଢେଙ୍କାନାଳ ଜିଲା କାରାଗାର ସୁରକ୍ଷା ବ୍ୟବସ୍ଥା। କର୍ମଚାରୀ ଅଭାବଠାରୁ ଆରମ୍ଭ କରି ଭିତ୍ତିଭୂମି ଯାଏ ଯେଉଁଠି ଉଣ୍ଡିଲେ ବାରି…
କୃଷ୍ଣପ୍ରସାଦ,୨୩ା୨(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ କୃଷ୍ଣପ୍ରସାଦ ପଞ୍ଚାୟତରେ ଜଳ ସଙ୍କଟ ଦେଖାଦେଇଛି। ଏହାର ପ୍ରତିକାର ପାଇଁ ଶନିବାର ଲୋକେ ପମ୍ପ୍ହାଉସରେ ତାଲା ପକାଇ ଧାରଣା…
ଅନୁଗୋଳ ଅଫିସ, ୨୩।୨ - ଅନୁଗୋଳ ହେମସୁରପଡ଼ାସ୍ଥିତ ବିଜୁ ଉଦ୍ୟାନ ଏବେ ପାଲଟିଛି ମଣ୍ଡପ। ସହରରେ ଥିବା ବିଭିନ୍ନ ମଣ୍ଡପକୁ ନ ଯାଇ ମାଗଣାରେ ଲୋକେ ଏଠି…
ସଇଁତଲା,୨୩।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଅଂଚଲରେ ବେଆଇନ ଇଟା ଭାଟି କାମ୍ ଚାଲୁଛେ। ଇଥିରଲାଗି ଲୋକ୍ ବେଧଡ଼କ ଜଂଗଲରୁ ଗଛ୍ କାଟି ଆନୁଛନ୍।…
ଲାଠୋର, ୨୩ା୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀ ଚିକିତ୍ସା କେନ୍ଦ୍ର ପାସେ ଥିବାର ଜଲଯୋଗାଣ ପ୍ରକଳ୍ପ ଉପରେ ଲାଠୋର ଗଁ।ର ୬ଟା ଓ୍ବାର୍ଡର…
ପାଲଲହଡ଼ା, ୨୩ା୨(ଡି.ଏନ.ଏ.) - ବାରମ୍ବାର ଦୁର୍ଘଟଣା ସତ୍ତ୍ୱେ ବିପଦଜନକ ଅବସ୍ଥାରେ ଚାଲିଛି ସ୍କୁଲ ପିଲା ପରିବହନ। ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡରେ ମଧ୍ୟ ଏପରି ଦେଖିବାକୁ ମିଳିଛି।…
ଅନୁଗୋଳ ଅଫିସ, ୨୩।୨ - ଅନୁଗୋଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶନିବାର ପୂର୍ବାହ୍ନରେ ‘୫-ଟି’ର ସମୀକ୍ଷା ବୈଠକ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
ଫିରିଙ୍ଗିଆ, ୨୩ା୨- ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଧିନରେ ଥିବା ବାଲନ୍ଦାପଡା ଏବଂ ଗୋଚ୍ଛାପଡା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର (ପିଏଚ୍ସି)ରେ ବହୁ ଦିନ ହେଲା ଡାକ୍ତର ନାହାନ୍ତି।…
ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା…