ଆମ ଜିଲା ଖବର

ପୁରାତନ ଛାତ୍ରୀଛାତ୍ରଙ୍କ ବନ୍ଧୁମିଳନ

ଶଙ୍କରାଖୋଲ,୫ା୧(ଡି.ଏନ୍‌.ଏ.)-ଚକାପାଦ ବ୍ଲକ ଶଙ୍କରାଖୋଲ ନିକଟ ଶାଳବଣଠାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଅଧ୍ୟୟନ କରିଥିବା ୧୯୯୦ ମାଟ୍ରିକ ବ୍ୟାଚର ଛାତ୍ରୀଛତ୍ରଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ…

6 years ago

ପୃଥକ୍‌ ଦୁର୍ଘଟଣାରେ ଜଣେ ମୃତ, ଦୁଇ ଗୁରୁତର

ଦାରିଙ୍ଗବାଡ଼ି,୫।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ଅଞ୍ଚଳରେ ଘନକୁହୁଡି ଯୋଗୁ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଦାରିଙ୍ଗବାଡ଼ି ଥାନା କାଜୁରିପାଙ୍ଗା ଅଞ୍ଚଳର…

6 years ago

ବେଆଇନ କ୍ଲିନିକ ଉପରେ ପ୍ରଶାସନର ଚଢାଉ:  ବାହାରେ ତାଲା, ଭିତରେ ରୋଗୀ ଚିକିତ୍ସା

ଦିଗପହଣ୍ଡି,୫ା୧(ଡି.ଏନ.ଏ.)-ଦିଗପହଣ୍ଡି ବସ୍‌ଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତା କଡ଼ରେ ଥିବା ସାଗର ପାଥୋଲୋଜି ଏବଂ କଲ୍ୟାଣୀ ମେଡ଼ିସିନ ଷ୍ଟୋର ଓ କ୍ଲିନିକ୍‌ରେ ଶନିବାର ପୁଣିଥରେ ପ୍ରଶାସନିକ ଚଢାଉ କରାଯାଇଥିଲା। ପ୍ରଥମେ…

6 years ago

୨ ବେଆଇନ କ୍ଲିନିକ୍‌ରେ ପ୍ରଶାସନର ଚଢ଼ାଉ

ଗୋପାଳପୁର,୫ା୧ -ଦୀର୍ଘବର୍ଷ ହେଲା ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଞ୍ଚଳରେ ନକଲି ଡ଼ାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। ବେଆଇନ କ୍ଲିନିକ କରି ରୋଗୀଙ୍କୁ ଚିକିତ୍ସା ଆଳରେ ଶୋଷଣ…

6 years ago

ଗୁଗଲ୍‌ରେ ସର୍ଚ୍ଚ କରି ଲଜ୍‌ ବୁକିଂ ମହଙ୍ଗା ପଡ଼ିଲା: ଠକାମିର ଶିକାର ହେଲେ ପର୍ଯ୍ୟଟକ, ଲଜ୍‌ ମାଲିକ ଗିରଫ

ଗୋପାଳପୁର,୫ା୧ -ପଶ୍ଚିମବଙ୍ଗ ଚବିଶପ୍ରଗଣା ଅଞ୍ଚଳର କେତେଜଣ ପର୍ଯ୍ୟଟକ ଗୋପାଳପୁର ବେଳାଭୂମି ବୁଲିବା ପାଇଁ ଯୋଜନା କରିଥିଲେ। ଏନେଇ ଗୁଗଲ୍‌ରେ ସର୍ଚ୍ଚ କରି ଗୋପାଳପୁର ବେଳାଭୂମିରେ ଥିବା ଏକ…

6 years ago

୨ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର ଘଟଣା: ଆମରଣ ଅନଶନ ପରେ ମିଳିଲା ନିଯୁକ୍ତି ପ୍ରତିଶ୍ରୁତି

ବ୍ରହ୍ମପୁର ଅଫିସ,୫ା୧-ବ୍ରହ୍ମପୁର ଆସ୍କାରୋଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପାଚିକାଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଥିବା ନେଇ ଜିଲା ଶିକ୍ଷାଧିକାରୀ(ଡିଇଓ)ଙ୍କ କାର୍ଯ୍ୟାଳୟ ଆଗରେ ଓଡିଶା ମିଳିତ ବିଦ୍ୟାଳୟ ପାଚିକା-ସହାୟିକା…

6 years ago

ମୁଖ୍ୟମନ୍ତ୍ରୀଙ୍କ ଦପ୍ତର ଇ-ଅଭିଯୋଗ ଦରଖାସ୍ତ: ୭ ଦିନ ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଅନିବାର୍ଯ୍ୟ

ଛତ୍ରପୁର,୫ା୧(ଡି.ଏନ.ଏ.)-ମୁଖ୍ୟମନ୍ତ୍ରୀଙ୍କ ଦପ୍ତରରୁ ଇ-ଅଭିଯୋଗ ଦରଖାସ୍ତଗୁଡିକ ତଦାରଖ ପାଇଁ ଗଞ୍ଜାମ ଜିଲାର ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଆସିଥାଏ। ସମ୍ପୃକ୍ତ ବିଭାଗଗୁଡିକ ଉକ୍ତ ଅଭିଯୋଗର ଉପଯୁକ୍ତ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ…

6 years ago

ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ

ଚମ୍ପୁଆ, ୫ା୧(ଡି.ଏନ୍‌.ଏ.)- ଚମ୍ପୁଆ ଏନଏସି ଗଠନ ହେବାର ୫ ବର୍ଷ ପୂରିବାକୁ ଆଉ ଅଳ୍ପ କିଛି ମାସ ବାକି ରହିଥିବା ବେଳେ ୱାର୍ଡବାସୀ ମୌଳିକ ସୁବିଧାରୁ ବଞ୍ଚିତ…

6 years ago

ରାଣୀତାଲରେ ଦୁର୍ଘଟଣା, ଭିଡ଼ରେ ଫସିଲେ ମନ୍ତ୍ରୀ: ଗଳାପୋଲ ଦାବି ଜଣାଇଲେ ଆନ୍ଦୋଳନକାରୀ

ଭଦ୍ରକ ଅଫିସ, ୫।୧- ଭଦ୍ରକ ରାଣୀତାଲରେ ଗଳାପୋଲ ନିର୍ମାଣ ଦାବିରେ ଆନ୍ଦୋଳନ ଜାରି ରହିଛି। ଶନିବାର ଏହି ଆନ୍ଦୋଳନ ୧୨ ଦିନରେ ପହଞ୍ଚିଛି। ଏପରି ସ୍ଥିତିରେ ଶନିବାର…

6 years ago

ବର୍ଷାରେ ଭିଜିଲା ଅମଳ ଧାନ

ବନ୍ତ,୫।୧(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକରେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇଛି। ଗତ ନଭେମ୍ବରରେ ବୁଲବୁଲ୍‌ ବାତ୍ୟାରେ ଧାନ ଫସଲ ନଷ୍ଟ ହୋଇଥିଲା। ଏ ପର୍ଯ୍ୟନ୍ତ…

6 years ago