ଆମ ଜିଲା ଖବର

ସୁରଟରୁ ଦ୍ୱିତୀୟ ଟ୍ରେନ୍‌ ୩ ଘଣ୍ଟା ବିଳମ୍ବରେ ଆସିଲା: ଏଥିରେ ଅଛନ୍ତି ଗଞ୍ଜାମର ୧୧୮୮ ଜଣ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ସୁରଟରୁ ଆଉ ଏକ ଟ୍ରେନ୍‌ ସୋମବାର ୧୨୦୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆଙ୍କୁ ନେଇ ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ସେଥିରେ ଗଞ୍ଜାମ ଜିଲାର ୧୧୮୮ ଜଣ…

7 years ago

ଟିକ୍‌ଟକ୍‌, ଚିତ୍ରକଳାରେ କରୋନା ସଚେତନତା: ଯୁକ୍ତ ଦୁଇ ଛାତ୍ରୀ ଅଙ୍କିତାଙ୍କ ନିଆରା ପ୍ରୟାସ

ପୁରୀ ଅଫିସ, ୪ା୫: ମହାମାରୀ କରୋନା ବିରୋଧରେ ଲଢୁଛି ସମଗ୍ର ବିଶ୍ୱ। ଏହି ଲଢେଇ ମଇଦାନରେ କିଏ ଆଗ ଧାଡ଼ିରେ ଛିଡ଼ା ହୋଇଛି ତ ପୁଣି କେହି…

7 years ago

ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ…

7 years ago

କୋଟାରୁ ଆସିଲେ ୨୬ ପ୍ରବାସୀ ଓଡ଼ିଆ, ୬ଟି ବସ୍‌ ଯୋଗେ ଝାରଖଣ୍ଡ ଯିବେ ୧୪୨ ଜଣ

ଭଦ୍ରକ ଅଫିସ, ୪।୫: ରାଜସ୍ଥାନର କୋଟାରେ ଫସିଥିବା ଛାତ୍ରଛାତ୍ରୀ ସୋମବାର ଭଦ୍ରକ ଜିଲାରେ ପହଞ୍ଚିଛନ୍ତି। ଫେରିଛନ୍ତି। ସେଠାରେ ଫସିଥିବା ଜିଲାର ୨୧ ଛାତ୍ରଛାତ୍ରୀ ଓ ୫ ଅଭିଭାବକ…

7 years ago

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିଶୃଙ୍ଖଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଜିଲାପାଳ

ଛତ୍ରପୁର,୪ା୫(ଡି.ଏନ୍‌.ଏ.) : ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ୍‌ରେ ଶତାଧିକ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜିଲାକୁ ଫେରିବାରେ ଲାଗିଛନ୍ତି। ରବିବାର ଜିଲାର କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା…

7 years ago

ପ୍ରବାସୀ ଓଡ଼ିଆଙ୍କୁ ଆଣିବାକୁ ଯାଉଥିଲା ବସ୍‌, ଭାରସାମ୍ୟ ହରାଇ ଓଲଟିଲା

ଭଦ୍ରକ ଅଫିସ, ୪।୫: ଟ୍ରେନରେ ଆସୁଥିବା ପ୍ରବାସୀ ଓଡ଼ିଆଙ୍କୁ ଗଞ୍ଜାମରୁ ଆଣିବା ପାଇଁ ଯାଉଥିବା ଏକ ଘରୋଇ ବସ୍‌ ୧୬ ନଂ. ଜାତୀୟ ରାଜପଥର ଭଦ୍ରକ ଜିଲା…

7 years ago

ସୁରଟ ଫେରନ୍ତା ଅଧା ରାସ୍ତାରେ ଓହ୍ଲାଇ ପଳାଉଥିଲେ, ଅଟକାଇଲେ ଲୋକେ

ଭଦ୍ରକ ଅଫିସ,୪ା୫: ସୁରଟରୁ ଫେରୁଥିବା ବେଳେ ଅଧା ରାସ୍ତାରେ ଗାଡ଼ିରୁ ଓହ୍ଲାଇ ପଳାଉଥିଲେ। ଜଣେ ନୁହଁ କି ଦୁଇଜଣ ନୁହେଁ। ୨୨ରୁ ଅଧିକ ଲୋକ ଖସି ପଳାଉଥିଲେ।…

7 years ago

ବିଭିନ୍ନ ସଂଗରୋଧ କେନ୍ଦ୍ର ବୁଲି ଦେଖିଲେ କଟକ ଜିଲାପାଳ: ପରିମଳ ବ୍ୟବସ୍ଥା ନେଇ ପ୍ରକାଶ କଲେ ଅସନ୍ତୋଷ

ଚୌଦାର,୪l୬(ଡି. ଏନ୍‌.ଏ): କଟକ ଜିଲା ଚୌଦ୍ୱାର ପୌରପାଳିକା ଓ ବିଭିନ୍ନ ପଞ୍ଚାୟତରେ କରାଯାଇଥିବା ସଂଗରୋଧ କେନ୍ଦ୍ରକୁ ସୋମବାର କଟକ ଜିଲାପାଳ ଭବାନୀଶଙ୍କର ଚଇନି ପରିଦର୍ଶନ କରିଛନ୍ତି। ପୌରପାଳିକା…

7 years ago

ଠାକୁରମୁଣ୍ଡା ବ୍ଲକର ୩୧୩୫ ପ୍ରବାସୀଙ୍କ ନାମ ପଞ୍ଜୀକରଣ

ଠାକୁରମୁଣ୍ଡା,୪।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଞ୍ଚଳରୁ ବିଭିନ୍ନ ରାଜ୍ୟକୁ ଯାଇ କାମ କରୁଥିବା ବ୍ୟକ୍ତି ତଥା ତାଙ୍କ ପରିବାର ସଦସ୍ୟ ନିଜର ନାମ ପଞ୍ଜୀକରଣ କରିଛନ୍ତି।…

7 years ago

ହାତ ସଫା ପାଇଁ ଗଞ୍ଜାମ ମେଡିକାଲରେ ଲଗାଯାଇଥିବା ବେସିନ ଭାଙ୍ଗିଲେ ଦୁର୍ବୃତ୍ତ

ଗଞ୍ଜାମ, ୪।୫(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା(କୋଭିଡ ୧୯) ଦିନକୁ ଦିନ ଉଗ୍ର ରୂପ ଧାରଣ କରୁଛି। ଏଥିପାଇଁ ସରକାର ଓ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ…

7 years ago