ବ୍ରହ୍ମଗିରି,୨ା୧(ଡି.ଏନ୍.ଏ.): ପୋଲିସ ଜଣେ ଯୁବକଙ୍କୁ ମାଡ଼ ମାରିବା ପ୍ରତିବାଦରେ ବୁଧବାର ରାତିରେ ସ୍ଥାନୀୟ ଯୁବକମାନେ ବେଣ୍ଟପୁର ଛକଠାରେ ରାସ୍ତାରୋକୋ କରିଥିଲେ। ସୂଚନା ଅନୁଯାୟୀ, ନୂଆବର୍ଷ ଉପଲକ୍ଷେ ଶାନ୍ତିଶୃଙ୍ଖଳା…
ସାକ୍ଷୀଗୋପାଳ,୨ା୧(ଡି.ଏନ୍.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ ବେଳେ…
ଘଟଗାଁ, ୧ା୧: ଇଂରାଜୀ ନବବର୍ଷ ଲାଗି ପ୍ର ବୁଧବାର ଦିନ ଘଟଗାଁ ମା’ ତାରିଣୀ ପୀଠରେ ଦର୍ଶନ ପାଇଁ ୨ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଜଣାଯାଇଛି।…
ଲାଞ୍ଜିଗଡ, ୧ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଓ ମାଓବାଦୀ ପ୍ରବଣ ଅଞ୍ଚଳରେ ଅବାଧରେ ଚାଲିଛି ମଦ କାରବାର। ଏଥିଯୋଗୁଁ ଅନେକ ଧନଜୀବନ ନଷ୍ଟ ହେବାରେ…
ଢେଙ୍କାନାଳ ଅଫିସ, ୧।୧: ଇଂଲିଶ ନବବର୍ଷର ବୁଧବାର ଥିଲା ପ୍ରଥମ ଦିନ। ଏହାକୁ ନେଇ ସବୁଠି ଦେଖାଦେଇଥିଲା ବିପୁଳ ଉତ୍ସାହ। ପରିବାର, ସାଙ୍ଗସାଥୀଙ୍କ ଶୁଭମନାସି ଦିଅଁ ଦର୍ଶନରୁ…
ଛତ୍ରପୁର,୧ା୧(ଡି.ଏନ.ଏ): ଛତ୍ରପୁର ଷ୍ଟେଶନରେ ରହୁଥିବା ବିଭିନ୍ନ ଟ୍ରେନ୍ର ସ୍ଲିପର ଓ ଏସି ବଗିର ଫାଟକ ବନ୍ଦ ରହୁଛି। ଫଳରେ ଏସବୁ ବଗିରେ ଯିବାପାଇଁ ଟିକେଟ କରିଥିବା ଯାତ୍ରୀମାନେ…
ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.): ପୁରୁଷୋତ୍ତମପୁର ଥାନା ଭାଟକୁମରଡା ନିକଟରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାରେ ବୁଧବାର ସନ୍ଧ୍ୟାରେ ଏକ ଅଟୋ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ୨ଜଣ ଆହତ…
ରାଇସୁଆଁ, ୧।୧(ଡି.ଏନ.ଏ.): ସରକାର ନିରାଶ୍ରୟଙ୍କ ଥଇଥାନ ପାଇଁ ବିଜୁ ପକ୍କାଘର, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭଳି ଯୋଜନା ପରେ ଯୋଜନା କରିଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ମାନସିକତାର…
ଜଳେଶ୍ୱର,୧।୧(ସ୍ବ.ପ୍ର): ଜଳେଶ୍ୱର ସ୍ଥିତ ଭଦ୍ରକ-ବାଲେଶ୍ୱର କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ଚାଫଲା ସେବା ସମବାୟ ସମିତିରେ ବିବାଦ ଦେଖାଦେବାରୁ ଧାରଣା ଦିଆଯାଇଥିଲା। ଫଳରେ ଧାନ କ୍ରୟ ଲାଗି…
ବସ୍ତା, ୧।୧(ଡି.ଏନ.ଏ.): ବାଲେଶ୍ୱର ଜିଲା ୬୦ନମ୍ବର ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ବସ୍ତା ବାଇପାସ୍ ନିକଟ ଏକ ବ୍ରିଜ୍ଠାରେ ମଙ୍ଗଳବାର ରାତିରେ ପୋଲିସ ଚଢ଼ାଉ କରି…