କେନ୍ଦୁଝର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅନ୍ତର୍ଗତ ଖଡ଼ିବାହାଳୀ ନିକଟସ୍ଥ ବାଘୁଆ ନାଳ ନିକଟରେ ସୋମବାର ଅପରାହ୍ନରେ ଏକ ଅଜଣା ଗାଡ଼ି ବାଇକ୍କୁ ଧକ୍କା ଦେବାରୁ ସ୍ତ୍ରୀ…
ପୁରୀ ଅଫିସ,୩୦।୧୨: ନୂତନବର୍ଷରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏନେଇ ରବିବାର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ପୁରୀ ଗସ୍ତରେ…
ଦିଗପହଣ୍ଡି,୩୦।୧୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ନୂଆଗଡ଼ ଗ୍ରାମ ନିକଟସ୍ଥ ଘୋଡ଼ାହାଡ଼ ନଦୀଗଣ୍ଡରୁ ସୋମବାର ପୂର୍ବାହ୍ନରେ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…
ଭବାନୀପାଟଣା, ୩୦।୧୨(ଡି.ଏନ୍.ଏ.): ଭୁବନେଶ୍ୱରର ରସୁଲଗଡ଼ଠାରେ ଥିବା ଏସ୍ପ୍ଲାନେଡ୍ ମଲ୍ରେ ମହିଳା ଖବରଦାତାଙ୍କୁ ଆକ୍ରମଣ ଏବଂ ଅସଦାଚରଣ ଘଟଣାକୁ ନେଇ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରତିବାଦର…
ଭବାନୀପାଟଣା, ୩୦।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ପୋଲିସ ବିଭାଗରେ ବଡ଼ଧରଣର ଅଦଳବଦଳ କରାଯାଇଛି। ଗୋଲାମୁଣ୍ଡା ଥାନା ଅଧିକାରୀ ରଶ୍ମିତା ପ୍ରଧାନଙ୍କୁ ଜୟପାଟଣା ଥାନାକୁ ବଦଳି କରାଯାଇଥିବା ବେଳେ ଭବାନୀପାଟଣା…
ଧର୍ମଗଡ଼, ୩୦।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ କୁଟୁରୁ ମଣ୍ଡିରେ ଧାନ ଉଠାଣ ଅବ୍ୟବସ୍ଥାକୁ ନେଇ ଚଷୀମାନେ ସୋମବାର ୨୬ନଂ. ଜାତୀୟ ରାଜପଥର କୁଟୁରୁ ଛକଠାରେ ଧାନବସ୍ତା…
ନବରଙ୍ଗପୁର,୩୦।୧୨(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ନିରଞ୍ଜନ ଜେନା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର…
ଗୁଣପୁର, ୩୦।୧୨(ଡି.ଏନ.ଏ)- ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ବାଇକ ଦୁର୍ଘଟଣାରେ ମୁତ୍ୟୁ ହୋଇଥିଲା l ଗୁଣପୁର ପୂର୍ତ୍ତବିଭାଗ ଡାକବଙ୍ଗଳାଠାରେ ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ…
ଜଗନ୍ନାଥ ପ୍ରସାଦ,୩୦।୧୨(ଡି.ଏନ.ଏ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦସ୍ଥିତ ବୋଡା ନଦୀରୁ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି l ମୃତକ ହେଲେ ଜଗନ୍ନାଥ ପ୍ରସାଦ ଲକ୍ଷ୍ମୀବଜାରର ପଞ୍ଚୁ…
ଭଦ୍ରକ ଅଫିସ, ୩୦।୧୨: ଭଦ୍ରକ ଜିଲା କୁଆଁସ ଯୁବ ସଙ୍ଗଠନ ସଦସ୍ୟଙ୍କ ପକ୍ଷରୁ ସିଏଏ ଓ ଏନ୍ଆର୍ସି କାର୍ଯ୍ୟକାରୀ ନେଇ ଦାବି ହୋଇଛି। ପୂର୍ବାହ୍ନରେ ସଦସ୍ୟମାନେ ଏକତ୍ରିତ…