ବଡ଼ସାହି,୫ା୨(ସ୍ବ.ପ୍ର)-୩୦ ବର୍ଷ ତଳେ ସ୍ବାମୀ ଆର ପାରିକୁ ଚାଲି ଗଲେଣି। ବୟସ ୮୦ ଛୁଇଁଲାଣି ା ଅଣ୍ଟାରେ ବଳ ନ ଥିବା ବେଳେ ଚାଲିବାକୁ ଅକ୍ଷମ ା…
ରୂପ୍ସା, ୫।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକର ୭ମ ଶ୍ରେଣୀ ଅଧ୍ୟୟନରତ କୁନି ବୈଜ୍ଞାନିକ ବିପ୍ଳବ କୁମାର ଘୋଷଙ୍କୁ ବେଣାପୁରା ‘ଜୀବନ ସାଥି’ ସ୍ବେଚ୍ଛାସେବୀ ସଙ୍ଗଠନ ପକ୍ଷରୁ ସମ୍ବର୍ଦ୍ଧନା…
ବାଲେଶ୍ୱର ଅଫିସ, ୫।୨-ଓଡ଼ିଶା ପୋଲିସ ବିଭାଗର ମହାନିର୍ଦ୍ଦେଶକ (ଡିଜିପି) ଅଭୟ ମଙ୍ଗଳବାର ପୂର୍ବାହ୍ନ ୧୦ଟାରେ ବାଲେଶ୍ୱରରେ ପହଞ୍ଚତ୍ ପୂର୍ବାଞ୍ଚଳ ଆଇଜିଙ୍କ ଅଫିସ୍୍ରେ ୫-ଟି ଓ ମୋ ସରକାର…
ବାଲେଶ୍ୱର ଅଫିସ, ୫।୨-ବାଲେଶ୍ୱର ଜିଲା ସଦର ବ୍ଲକ ଅଧୀନ ରୂପ୍ସା ଅଞ୍ଚଳର କସିପଦା ସେବା ସମବାୟ ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି…
ତିହିଡ଼ି,୪ା୨(ଡି.ଏନ୍.ଏ.)- ଭଦ୍ରକ ଜିଲା ତିହିଡ଼ି କାଳୀପଡ଼ିଆରେ ଶ୍ୟାମା କ୍ଲବ ପକ୍ଷରୁ ୫ଦିନ ଧରି ଚାଲିଥିବା ୩ୟ ତିହିଡ଼ି ମହୋତ୍ସବ ସୋମବାର ଉଦ୍ଯାପିତ ହୋଇଯାଇଛି । ମହୋତ୍ସବର ଫାଟକ…
କେନ୍ଦୁଝର/ରାଇସୁଆଁ, ୪ା୨(ଡି.ଏନ୍.ଏ.)-କେନ୍ଦୁଝର ସଦର ବ୍ଲକ ଗୋପୀନାଥପୁର ପଞ୍ଚାୟତ ଧାତିକା ମୌଜାର ତଳସାହି ବାସିନ୍ଦାମାନେ ତାଙ୍କ ଗ୍ରାମକୁ ପ୍ରଶାସନିକ ଉଦାସୀନତା ପ୍ରତିବାଦରେ ସୋମବାର ଜିଲାପାଳଙ୍କୁ ଭେଟିଛନ୍ତି। ଏହି ସମସ୍ୟାଗୁଡିକର…
କର୍ଲାମୁଣ୍ଡା,୪।୨(ଡି.ଏନ୍.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ଜରିଆରେ ଖୋଲିଥିବା ମଣ୍ଡିରେ ଚାଷୀମାନେ ଧାନବସ୍ତା ରଖିବାର ୧୦ ଦିନ ବିତିଛି। ହେଲେ ଧାନ…
ବାଲିଗୁଡା,୪।୨(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡା କୋର୍ଟରେ ନୂତନ ଉପଖଣ୍ଡ ବିଚାରପତି (ଏସ୍ଡିଜେଏମ୍) ଭାବେ ଚିନ୍ମୟୀ ଜେନା ଯୋଗ ଦେଇଛନ୍ତି। ଏହି ଅବସରରେ ମଙ୍ଗଳବାର ତାଙ୍କୁ ବାଲିଗୁଡା ଓକିଲ…
ମାଲକାନଗିରି,୪।୨(ଡି.ଏନ୍.ଏ)- ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ବସଷ୍ଟାଣ୍ଡଠାରେ ମଙ୍ଗଳବାର ଚାଇଲ୍ଡ ଲାଇନ ମଙ୍ଗଳବାର ଚଢ଼ାଉ କରି ୮ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଘଟଣାରେ ଜଣେ…
କଟକ ଅଫିସ, ୪।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ(ଏସ୍ସିବି) ନବକଳେବର ଲାଗି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମଙ୍ଗଳବାର ଏସ୍ସିବି ଚାରିପଟରୁ ଉଚ୍ଛେଦ…