ପାଲଲହଡ଼ା, ୧୫ା୪(ଡି.ଏନ.ଏ.)- ମହାମାରୀ କରୋନା ସଂକ୍ରମଣରୁ ବଞ୍ଚିବା ପାଇଁ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର…
କେସିଙ୍ଗା,୧୫।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏସିର ୬ ନଂ. ୱାର୍ଡରେ ମାନବ ସେବା ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବୁଧବାର ବଣ୍ଟନ କରାଯାଇଛି। ସମ୍ପୂର୍ଣ୍ଣ ଦେଶ ଲକ୍ଡାଉନ୍ରେ…
ବିଜେପୁର,୧୫।୪(ଡି.ଏନ୍.ଏ.): ମହାମାରୀ କରୋନା ସଭିଙ୍କ ମୁହଁରୁ ହସ ଛଡାଇ ନେଇଛି। ବର୍ତ୍ତମାନ ସୁଦ୍ଧା ଏହାର ଫଳପ୍ରଦ ଔଷଧ ବାହାରି ନାହିଁ। ଏଣୁ ବ୍ୟକ୍ତିଗତ ସଚେତନତା ହିଁ ଏହାକୁ…
ଜି. ଉଦୟଗିରି, ୧୫।୪(ଡି.ଏନ୍.ଏ.): ଜି.ଉଦୟଗିରି ବ୍ଲକରେ କୋଭିଡ୍ ନିୟନ୍ତ୍ରଣ ତଦାରଖ କାର୍ଯ୍ୟରେ ୬୨ ଜଣ ଶିକ୍ଷକଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ନିୟୋଜିତ କରାଯାଇଛି ବୋଲି ଜି.ଉଦୟଗିରି ବିଡିଓ…
କଣ୍ଟାପଡ଼ା,୧୫ା୪(ଡି.ଏନ୍.ଏ.) : କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରଣାଳୟ ଅଧୀନରେ ଓଲଟପୁରଠାରେ ଥିବା ଦିବ୍ୟାଙ୍ଗ ସ୍ବାସ୍ଥ୍ୟ ଓ ଗବେଷଣା କେନ୍ଦ୍ର ଓ ପାରାମେଡିକାଲ କଲେଜର…
ଆଠମଲ୍ଲିକ, ୧୫ା୪(ଡି.ଏନ.ଏ.)- କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ବନବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଏ ନେଇ…
କଣିହାଁ, ୧୫ା୪(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଦଲକ ଗ୍ରାମରେ ବୁଧବାର ପୂର୍ବାହ୍ନ ୧୧ଟାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଚନ୍ଦ୍ରମଣି ଗଡନାୟକ ଓ ଭୋଳା ଗଡନାୟକଙ୍କ ୬…
ଭଣ୍ଡାରିପୋଖରୀ,୧୫।୪ (ଡି.ଏନ୍.ଏ.): ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପ୍ରତିନିଧିଭାବେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ପିସିସି ସଭ୍ୟ ସୁବ୍ରତ ଦାସ ଭଣ୍ଡାରିପୋଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତର…
ଭବାନୀପାଟଣା/ଧର୍ମଗଡ,୧୫।୪(ଡି.ଏନ୍.ଏ.): ବୁଧବାର ଦିନିକିଆ କଳାହାଣ୍ଡି ଗସ୍ତରେ ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଆସି ଭବାନିପାଟଣାଠାରେ ହେବାକୁ ଥିବା କୋଭିଡ ହସ୍ପିଟାଲର…
ବିଜେପୁର, ୧୫।୪(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ନେଇ ଲୋକଙ୍କ ମନରେ ଭୟ ଯେତିକି ସଚେତନତା ମଧ୍ୟ ସେତିକି। ଅଳ୍ପ କିଛି ଅମାନିଆଙ୍କୁ ଛାଡିନେଲେ ସମସ୍ତେ ପ୍ରଶାସନକୁ ସହଯୋଗ କରୁଥିବା…