ଆମ ଜିଲା ଖବର

ଛାତ୍ରଙ୍କୁ ମାଡ଼ ଘଟଣା ,ସହକାରୀ ଶିକ୍ଷକ ନିଲମ୍ବିତ

ଦିଗପହଣ୍ଡି,୩ା୨(ଡି.ଏନ.ଏ.)-ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟ ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ…

6 years ago

‘ବ୍ୟାପକ ହେଉ କଳାକାରଙ୍କୁ ଚିହ୍ନଟ ପ୍ରକ୍ରିୟା’

ଢେଙ୍କାନାଳ ଅଫିସ, ୩ା୨ : ସାଂସ୍କୃତିକ ଅନୁଷ୍ଠାନ ଶତରୂପା ପକ୍ଷରୁ ସ୍ଥାନୀୟ ଷ୍ଟାଡିୟମ୍‌ରେ ଦୁଇଦିନ ଧରି ଆୟୋଜିତ ହେଉଥିବା କାରୁବାକୀ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଯାଇଛି। ଏମ୍‌ପି…

6 years ago

ହିଙ୍ଗୁଳାଙ୍କ ହୁଣ୍ଡିରୁ ମିଳିଲା ୩.୬୨ ଲକ୍ଷ

ତାଳଚେର, ୩ା୨(ନି.ପ୍ର.) ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠରେ ଥିବା ହୁଣ୍ଡିଗୁଡିକୁ ଶନିବାର ଖୋଲା ଯାଇଥିଲା। ଟ୍ରଷ୍ଟବୋର୍ଡ ସଦସ୍ୟ ମୁରଲୀଧର ସାହୁ, ସନ୍ତୋଷ କୁମାର ପ୍ରଧାନ,…

6 years ago

୯ରୁ ଭଞ୍ଜ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟ: ଭାଗନେବେ ନେପାଳ, ରାଜ୍ୟ ବାହାରର ୨ ଟିମ

ଭଞ୍ଜନଗର,୩।୨(ଡି.ଏନ.ଏ)-ଭଞ୍ଜନଗର ଜେଲ ପଡ଼ିଆରେ ଆସନ୍ତା ୯ ତାରିଖରୁ ୫ମ ଭଞ୍ଜ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟ ଆରମ୍ଭ ହେବ। ଏଥିରେ ନେପାଳ, ରାଜ୍ୟ ବାହାରର ୨ ଏବଂ ରାଜ୍ୟର…

6 years ago

ସଫଳତା ପଛରେ ରହିଛି କଠିନ ପରିଶ୍ରମ

ଫୁଲବାଣୀ ଅଫିସ, ୩ା୨-ଲୋକେ ଭାବନ୍ତି କନ୍ଧମାଳ ପଛୁଆ ବା ଅନୁନ୍ନତ। ଏବେ ଆଉ ସେ କନ୍ଧମାଳ ନାହିଁ। ଏହା ଉନ୍ନତି ପଥରେ ଆଗେଇ ଚାଲିଛି। ଆଗାମୀ ଦିନରେ…

6 years ago

ଏଲ୍‌ଆଇସି ଅଂଶଧନ ବିକ୍ରିକୁ ବିରୋଧ

ବ୍ରହ୍ମପୁର ଅଫିସ,୩ା୨-ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି)ରୁ ସରକାରଙ୍କ ଅଂଶଧନରୁ କିଛି ପ୍ରତିଶତ ଷ୍ଟକ୍‌ ବଜାର ମାଧ୍ୟମରେ ତଥା ଆଇପିଓ ରୂପେ ବିକ୍ରି କରାଯିବା ଲୋକ ସଭାରେ…

6 years ago

ଯୁବଗୋଷ୍ଠୀଙ୍କ ଅଭିନବ ପ୍ରୟାସ: ପୂଜା ହେଲେ ୧୫୦ରୁ ଊର୍ଦ୍ଧ୍ୱ ଗୁରୁଜନ

ଉଦଳା, ୩ା୨(ଡି.ଏନ.ଏ.)-ଆଜିର ସମାଜରେ ବୃଦ୍ଧ ମା’ବାପାଙ୍କୁ ବୃଦ୍ଧାଶ୍ରମରେ ଦେଖିବାକୁ ମିଳୁଛି ା ମା’ ବାପା ଚଳନ୍ତି ଠାକୁର ହୋଇଥିବା ବେଳେ ସେମାନଙ୍କୁ ଅବହେଳା କରୁଛନ୍ତି ଜନ୍ମ କଲା…

6 years ago

ରାସ୍‌ତା ତରେ ଜୀବନ୍‌ ଜିବ୍‌କା

ବରପାଲି, ୩।୨ (ଡି.ଏନ.ଏ)- ଧନୀନୁ ଗରିବ୍‌ ସଭେ ପେଟ୍‌ ପାଲବାର ଲାଗି ନାନା ଉପେ ପାଁଚୁଛନ୍‌। ଯାହାର ପଏସା କଉଡ଼ ଅଛେ ବେପାର ବନିଜ କରି ଆରାମ…

6 years ago

ଚାକିରି ନାଁରେ ଠକେଇ: ମାଷ୍ଟରମାଇଣ୍ଡ, ଦଲାଲ ଗିରଫ

ବ୍ରହ୍ମପୁର ଅଫିସ,୩ା୨-ବେକାର ଯୁବତୀ ଯୁବକଙ୍କୁ ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିଥିବା ଏକ ଠକ ଗ୍ୟାଙ୍ଗର ମାଷ୍ଟରମାଇଣ୍ଡ ଓ ଜଣେ ଦଲାଲଙ୍କୁ ବୈଦ୍ୟନାଥପୁର…

6 years ago

୪ ଏକର ଡଙ୍ଗର ଜମିକୁ ଚାଷୋପଯୋଗୀ କଲେ ୯୦ ବର୍ଷୀୟ ବୃଦ୍ଧ

ପାପଡାହାଣ୍ଡି,୩।୨(ଡି.ଏନ.ଏ)-ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକର ଗାଦବା କତରା ଗ୍ରାମର ମୁନା ମାଧବ। ବୟସ ୯୦ରୁ ଊର୍ଦ୍ଧ୍ୱ । ତଥାପି ଜୀବନରେ ହାର ମାନି ନାହାନ୍ତି । ଯେଉଁ…

6 years ago