ଆମ ଜିଲା ଖବର

ଭିଜିଲାନ୍ସ ଜାଲରେ କୋଟିପତି ଫରେଷ୍ଟର

ଫୁଲବାଣୀ ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି କୋଟିପତି ଫରେଷ୍ଟର। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଫରେଷ୍ଟରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। କନ୍ଧମାଳ ଜିଲା ବାଲିଗୁଡା…

6 years ago

ଖୁବ୍‌ ଶୀଘ୍ର ସାକ୍ଷୀଗୋପାଳ ମନ୍ଦିରର ଉନ୍ନତୀକରଣ

ସାକ୍ଷୀଗୋପାଳ,୨୭।୧୨(ଡି.ଏନ୍‌.ଏ.): ଚାରିଧାମ ତୀର୍ଥଯାତ୍ରାରେ ଶ୍ରୀକ୍ଷେତ୍ର ଆସୁଥିବା ତୀର୍ଥଯାତ୍ରୀମାନେ ସାକ୍ଷୀଗୋପାଳ ମନ୍ଦିରକୁ ଆସିଥାନ୍ତି। ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଏହି ପୀଠର ବିକାଶ ଜରୁରୀ। ପୁରାତନ ଅଧ୍ୟାତ୍ମିକ ପୀଠ ସାକ୍ଷୀଗୋପାଳ…

6 years ago

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି।…

6 years ago

ସୁଧ ଟଙ୍କା ଆଦାୟକୁ ନେଇ ଯୁବକଙ୍କୁ କଟୁରିରେ ଆକ୍ରମଣ

ବାରଙ୍ଗ,୨୭।୧୨(ଡି.ଏନ୍‌.ଏ.): ସୁଧ ଟଙ୍କା ଆଦାୟକୁ କେନ୍ଦ୍ରକରି ନନ୍ଦନକାନନ ଛକରେ ଗୁରୁବାର ପିଇସୀ ପୁଅ କଟୁରି ଚୋଟରେ ମାମୁ ପୁଅ ଗୁରୁତର ହୋଇଛି। ନନ୍ଦନକାନନ ପୋଲିସ ଘଟଣାସ୍ଥଳରେ ପହଞ୍ଚି…

6 years ago

ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତିଙ୍କ ବଲାଙ୍ଗୀର ଗସ୍ତ ବାତିଲ

ବଲାଙ୍ଗୀର ଅଫିସ, ୨୭।୧୨: ଖରାପ ପାଗ ଯୋଗୁ ଉପରାଷ୍ଟ୍ରପତି ଏମ.ଭେଙ୍କିୟା ନାଇଡୁଙ୍କ ବଲାଙ୍ଗୀର ଗସ୍ତ ବାତିଲ ହୋଇଛି। ବଲାଙ୍ଗୀରଠାରେ ନବନିର୍ମିତ ବିପିସିଏଲର ବଟ୍‌ଲିଂ ପ୍ଳାଣ୍ଟ ଏବଂ ରାଜେନ୍ଦ୍ର…

6 years ago

ଦେବାଳୟର ସ୍ମୃତିଚିହ୍ନ ବହନ କରୁଥିବାରୁ ଦେଉଳସାହି

କଟକ ଅଫିସ, ୨୭।୧୨: ବାଉନ ବଜାର ତେପନ ଗଳିର ସହର କଟକ। ଯଦିଓ ଏବେ ବାଉନ ବଦଳରେ ଶହେ ବଜାର, ହଜାରେ ଗଳି ସୃଷ୍ଟି ହେଲାଣି ତଥାପି…

6 years ago

ମହୀପୁରକୁ ସମ୍ପ୍ରସାରଣ ହେଲା ପାସେଞ୍ଜର ଟ୍ରେନ୍‌

ନୟାଗଡ଼ ଅଫିସ,୨୭।୧୨: ନୟାଗଡ଼ ଜିଲା ନୂଆଗାଁ ବ୍ଲକର ମହୀପୁର ଷ୍ଟେଶନ ଗୁରୁବାର ରେଳ ମାନଚିତ୍ରରେ ସ୍ଥାନ ପାଇଛି। ଫଳରେ ବହୁ ପ୍ରତୀକ୍ଷିତ ଅଞ୍ଚଳବାସୀ ଏ ନେଇ ଖୁସି…

6 years ago

ସେଲ୍‌ଫି ହେଲା କାଳ: ମହାନଦୀ ବ୍ରିଜ୍‌ରୁ ଖସିପଡ଼ିଲେ ଯୁବକ

ସୋନପୁର,୨୭।୧୨(ନି.ପ୍ର.): ମୋବାଇଲରେ ସେଲ୍‌ଫି ନେବା ଯୁବକଙ୍କୁ ମହଙ୍ଗା ସାବ୍ୟସ୍ତ ହୋଇଛି। ଗୁରୁବାର ସକାଳେ ସୋନପୁର ସହର ପଟାଭାଡି ଅଞ୍ଚଳର ଜିତୁ ନାଏକ(୨୪) ମହାନଦୀ ବ୍ରିଜ୍‌ ଉପରେ ଛିଡା…

6 years ago

ସୁନ୍ଦରଗଡ଼ ଜିଲାପାଳଙ୍କ ଅଭିନବ ପ୍ରୟାସ: ‘ବହିପଢ଼’ ଅଭିଯାନର ଶୁଭାରମ୍ଭ

ସୁନ୍ଦରଗଡ଼, ୨୭।୧୨ (ଡି.ଏନ୍‌.ଏ) - ସମ୍ପ୍ରତି ଇଣ୍ଟରନେଟ୍‌ର ବହୁଳ ବ୍ୟବହାର ଦ୍ୱାରା ପୁସ୍ତକ ପଠନ ଅଭ୍ୟାସ ହ୍ରାସ ପାଉଛି। ଛାତ୍ରୀ, ଛାତ୍ର, ଯୁବ ତଥା ସାଧାରଣବର୍ଗଙ୍କ ମଧ୍ୟରେ…

6 years ago

ଉପାନ୍ତ ଅଞ୍ଚଳରେ ଡାକ୍ତର ଅଭାବ : ରୋଗୀଙ୍କ ଜୀବନ ସହିତ ଚାଲିଛି ଖେଳ

କୁଆଁରମୁଣ୍ଡା, ୨୭।୧୨(ଡି.ଏନ.ଏ.)-ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତବର୍ତ୍ତୀ ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବୋଗା, ଅଣ୍ଡାଳି-ଜାମବାହାଲ, କାଦୋବାହାଲ ଇତ୍ୟାଦି ଅଞ୍ଚଳରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନାହାନ୍ତି। ଫଳରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ…

6 years ago